-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ବଜ୍ରାଘାତ ରେ ବଳଦ ମୃତ

05-Jun-2022



ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ପଞ୍ଚାୟତ ମୁଖ୍ୟାଳୟର ଚାଷୀ ବୃନ୍ଦା ନାଗ ଙ୍କ ଦୁଇଟି ବଳଦ ଘରୁ ବାହାରକୁ ଚରି ଯାଇଥିବା ବେଳେ ଶନିବାର ଅପରାହ୍ନ ରେ ହଠାତ ଝଡ ବର୍ଷା ଆରମ୍ଭ ହେବାସହ ବିଜୁଳି ଘଡଘଡି ମାରିଥିଲା। ଏହି ସମୟରେ ଗୋଟିଏ ବଳଦ ଘରକୁ ଫେରି ଆସିଥିବା ବେଳେ ଗୋଟିଏ ବଳଦ ଏକ ଗଛ ତଳେ ଛପି ରହିଥିଲା। ଏହି ସମୟରେ ବଜ୍ରାଘାତ ଯୋଗୁଁ ସେହି ସ୍ଥାନରେ ହିଁ ବଳଦର ମୃତ୍ୟୁ ହୋଇଥିବା ଖବର ପାଇଥିଲେ ବୃନ୍ଦା । ବୃନ୍ଦା ଜଣେ କ୍ଷୁଦ୍ର ଚାଷୀ ହୋଇଥିବା ଓ ଏହି ବଳଦ ସାହାଯ୍ଯରେ ସେ ଚାଷକାମ କରି ପାରୁଥିଲେ। ଆଗକୁ ବର୍ଷା ମାସ ତେଣୁ ଏବେ ଗୋଟିଏ ବଳଦରେ କିପରି ଚାଷ କରିବେ ସେ ନେଇ ଚିନ୍ତାରେ ଚାଷୀ ବୃନ୍ଦା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like