-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ ଯାତ୍ରାରେ ମହାଦେବଙ୍କ ବିବାହ,ବରାତ ଶୋଭାଯାତ୍ରାରେ ଦୁଲକିଲା ସହର

05-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହର ପର୍ବ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ସାରା ବିନିକା ସହର ଉତ୍ସବ ମୁଖର ହୋଇଉଠିଥିଲା । ଏଠାରେ ଶୀତଳଷଷ୍ଠୀ ଯାତ୍ରା ଏଥର ପଞ୍ଚମ ବର୍ଷରେ ପଦାର୍ପଣ କରିଛି ।ଚଳିତ ବର୍ଷ ବିନିକା ଶୀତଳଷଷ୍ଠୀ ଯାତ୍ରା ତଥା ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଧୂମଧାମରେ ପାଳିତ ହେଉଛି । ପତରପେଣ୍ଡୀ ବା ନିର୍ବନ୍ଧ ଓ ଦେବ ନିମନ୍ତ୍ରଣ ନୀତି ସମ୍ପନ୍ନ ପରେ ଗତକାଲି ରାତିରେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି । ଏଥିପାଇଁ ଯାତ୍ରା କମିଟି ତରଫରୁ ସଭାପତି ସୁଧାଂଶୁ ଶେଖର ଦାଶଙ୍କ ନେତୃତ୍ୱରେ କମିଟି କର୍ମକର୍ତ୍ତା ଓ ଭକ୍ତମାନେ ମହାଦେବଙ୍କୁ ବର ବେଶରେ ସଜାଇଥିଲେ ।ପରେ ବରାତ ଶୋଭାଯାତ୍ରାରେ ମହାଦେବ ବିଜେ କରିଥିଲେ ।ଏହି ଶୋଭାଯାତ୍ରାରେ କାଲିଆମୁଣ୍ଡାର ଦୁଲଦୁଲି,ବଡ଼ମାଳର ବାଡିଖେଳ,କପାସିରାର ସୁରସାଗର ଦଣ୍ଡନୃତ୍ୟ,ବିନିକାର ଇନ୍ଦ୍ରଜିତ ଡିଜେ, କୀର୍ତ୍ତନ, ଚରଦାର ଶଙ୍ଖ,ସମ୍ବଲପୁରର ବାଇନୃତ୍ୟ ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଭକ୍ତଙ୍କ ଜୟ ଜୟ ଧ୍ୱନିରେ ସାରା ସହର ପ୍ରକମ୍ବିତ ହୋଇଥିଲା ।ପ୍ରଭୁଙ୍କୁ ସହର ପରିକ୍ରମା ବେଳେ ରାସ୍ତାର ଉଭୟ ପାର୍ଶ୍ବରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ । ସ୍ଥାନୀୟ ନୀଳକଣ୍ଠ ନଗର ସ୍ଥିତ ସିତେଲେଇ ମନ୍ଦିରକୁ ବରାତ ପହଞ୍ଚିବା ପରେ ସେଠାରେ କନ୍ୟାପକ୍ଷ ତରଫରୁ ମଙ୍ଗଳନ, ଅଲଙ୍କାକାଧାରଣ କରାଯିବା ପରେ ବର ନିମନ୍ତ୍ରଣ କରାଯାଇଥିଲା ।ବିଳମ୍ବିତ ରାତ୍ରୀରେ ପୂଜକ ଉମାବଲ୍ଲଭ ଷଡ଼ଙ୍ଗୀଙ୍କ ଯଥାରୀତି ପୂଜାର୍ଚ୍ଚନା ଓ ମନ୍ତ୍ରପାଠ ପରେ ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇ ସମ୍ପନ୍ନ ହୋଇଥିଲା । ଦେବ ବିବାହକୁ ଦେଖିବା ପାଇଁ ରାତିତମାମ ଭକ୍ତ ମାନଙ୍କ ନାହିଁ ନଥିବା ଭିଡ ପରିଲକ୍ଷିତ ହୋଇଥିଲା । ପ୍ରଭୁ ଶିବଙ୍କ ପିତା ମାତା ଭାବେ ବିକାଶ ମହାନ୍ତି ଓ ଧର୍ମପତ୍ନୀ ଦିପାସିଖା ମହାପାତ୍ର, ମାମୁଁ ମାଇଁ ଭାବେ ଦିପୁନ ମହାପାତ୍ର ଓ ସଙ୍ଗୀତା ମହାପାତ୍ର, ପାର୍ବତୀଙ୍କ ପିତାମାତା ଭାବେ ଅଜିତ ଦାସ ଓ ଧର୍ମପତ୍ନୀ ମମତା ଦାସ, ମାମୁଁ ମାଇଁ ଭାବେ ସନ୍ତୋଷ ଦାସ ଓ ପୂଜା ଦାସ ଦାୟିତ୍ଵ ତୁଲାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like