-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||     

HOME   ଜିଲ୍ଲା

ଟେମରୀ ଠାରେ ବିଦାୟୀ ସମ୍ବର୍ଦ୍ଧନା ଅନୁଷ୍ଠିତ

05-Jun-2022



ବରଗଡ଼:-ଗତକାଲି ସକାଳ ୯ ଘଟିକା ସମୟରେ ପାଇକମାଳ ବ୍ଳକ ଅଧିନସ୍ଥ ଟେମରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ରେ ଇତିମଧ୍ୟରେ ଚାକିରି ଜୀବନ ରୁ ଅବସର ଗ୍ରହଣ କରିଥିବା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ପ୍ରେମାନନ୍ଦ ବାରିକ ଙ୍କୁ ନିମନ୍ତ୍ରଣ କରାଯାଇ ବିଦାୟ ସମ୍ବର୍ଦ୍ଧନା କରାଯାଇଥିଲା ।ତତ୍ ସାଙ୍ଗକୁ ଚଳିତ ଗ୍ରୀଷ୍ମ ଛୁଟି ରେ ଛାତ୍ର ଛାତ୍ରୀ ମାନେ ଘରେ ରହି କିପରି ଅଧ୍ୟୟନ କରିବେ ସେ ବିଷୟରେ ଶ୍ରୀମାନ ବାରିକ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର  ସଂଯୋଜକ ଶ୍ରୀଯୁକ୍ତ ନାରାୟଣ ମେହେର ଏହି କାର୍ଯ୍ୟକ୍ରମ ରେ ଯୋଗଦାନ  କରିଥିବା ବିଦ୍ୟାଳୟ କମିଟି ର ସଦସ୍ୟ ସଦସ୍ୟା ତଥା ସମସ୍ତ ଅଭିଭାବକ ମାନଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ସଭାରେ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଶ୍ରୀମାନ ବିପିନ ଠାକୁର ଅତିଥି ଭାବେ ଯୋଗଦାନ କରି ଶିକ୍ଷାର ବିକାଶ ଦିଗରେ ଯତ୍ନବାନ ହେବାକୁ ପରାମର୍ଶ ପ୍ରଦାନ କରିଥିଲେ ।ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ରେ ଶ୍ରୀମାନ ପ୍ରେମାନନ୍ଦ ବାରିକ ଙ୍କ ଶିକ୍ଷାବିଭାଗ ପାଇଁ ଅତୁଳନୀୟ ଅବଦାନ ପାଇଁ ବିଦ୍ୟାଳୟ କମିଟି, ଗ୍ରାମ ର ଭଦ୍ରବ୍ୟକ୍ତି ତଥା ଶିକ୍ଷକ ଗଣ ଭୂୟସୀ ପ୍ରଶଂସା କରିଥିଲେ । ଶେଷରେ ସ୍କୁଲ ର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଲଳିତ ମୋହନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026

You Might Also Like