-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ସ୍ୱୟଂ ସହାୟିକା ଗୋଷ୍ଠୀର ଦୁର୍ନୀତି  ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲେ ଜିଲ୍ଲା ଅଙ୍ଗନବାଡି କର୍ମଚାରୀ ସଂଘ

01-Oct-2020



ନୟାଗଡ,(Pradeep Panda)- ଖଣ୍ଡପଡା ନୟାଗଡ ଜିଲ୍ଲାର ୮ ଟି ବ୍ଲକ ମଧ୍ୟରୁ ୩ ଟିବ୍ଲକ ରେ ଅଙ୍ଗନବାଡି ଶିକ୍ଷାର୍ଥୀ ଙ୍କ ପୋଷାକ କିଣାରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ଅଙ୍ଗନବାଡି କର୍ମଚାରୀ ସଂଘ |ସୂଚନା ଅନୁଯାଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ସହିତ ସହବନ୍ଧିତ ଅଙ୍ଗନବାଡି କର୍ମୀ ଏବଂ ସହାୟିକା ସାମ୍ମୁଖ୍ୟ ଜିଲ୍ଲା କର୍ମୀ ଙ୍କ ଏକ ଜରୁରୀ ବୈଠକ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି |ଅଙ୍ଗନବାଡି ସଭାନେତ୍ରୀ ଜ୍ୟୋସ୍ନାମୟୀ ପଣ୍ଡା ଙ୍କ ସଭାପତିତ୍ୱ ରେ ରାଜ୍ୟ ବିଜୁ ଶ୍ରମିକ ସାମ୍ମୁଖ୍ୟରେ ସହ ସମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ଉକ୍ତ ବୈଠକରେ ଯୋଗଦେଇ ବିଭିନ୍ନ ସମସ୍ୟା ବିଷୟରେ ତର୍ଜମା କରାଯାଇଥିଲା |ମୁଖ୍ୟ ପ୍ରସଙ୍ଗ ଭାବେ ପୋଷାକ ଦୁର୍ନୀତି ଅଭିଯୋଗରେ ସିଡିପିଓ ଏବଂ ସୁପରଭାଇଜର ଙ୍କ ଉପରେ ଅଙ୍ଗୁଳି ନିର୍ଦେଶ ହୋଇଛି ଅଙ୍ଗନବାଡି କର୍ମଚାରୀ ସଂଘ ତରଫରୁ |ପ୍ରକାଶ ଥାଉକି ନୟାଗଡ ଜିଲ୍ଲାର ୮ ଟି ବ୍ଲକ ମଧ୍ୟରୁ ୫ ଟି ବ୍ଲକରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷାର୍ଥୀଙ୍କ ପୋଷାକ କିଣିବା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ୩ ବ୍ଲକରେ ପୋଷାକ ସିଲାଇକରି ଯୋଗାଣ କରିବା ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀ କୁ ନିର୍ଦେଶ ଦିଆ ଯାଇଛି |ଖଣ୍ଡପଡା, ଦଶପଲ୍ଲା ଏବଂ ଓଡଗାଁ ବ୍ଲକର ଟେଣ୍ଡର ନେଇଥିବା ସ୍ୱୟଂ ସହାୟକ ଗୋଷ୍ଠୀ ପୋଷାକ ସିଲେଇ ନ କରି ଶସ୍ତା ପୋଷାକ ବାହାରୁ କିଣି ଯୋଗାଣ କରୁଥିବା ଦୁର୍ନୀତି ବିରୁଦ୍ଧରେ ଅଙ୍ଗନବାଡି କର୍ମଚାରୀ ସଂଘ ଅଭିଯୋଗ ବାଢ଼ିଛନ୍ତି |ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ସିଡିପିଓ ଏବଂ ସୁପରଭାଇଜର ଙ୍କ ସହଯୋଗରେ କେତେକ ସିଲାଇ ମେସିନ ରଖି ପୋଷାକ ସିଲାଇ ର ଫୋଟୋ ଉତ୍ତୋଳନ କରି ସରକାରୀ ଅର୍ଥ ର ଆତ୍ମସାତ କରୁଛନ୍ତି | ସୁପରଭାଇଜର ମାନେ ଦୀର୍ଘ ଦିନ ଧରି ଗୋଟିଏ ଅଞ୍ଚଳ ରେ ରହି ଦୁର୍ନୀତି କୁ ଆପଣାଇ ନେଇଥିବା ନେଇ ବୁଦ୍ଧିଯିବି  ମହଲ ରେ ଚର୍ଚ୍ଚା ହେଉଛି | ଜିଲ୍ଲା କମିଟି ଏ ସବୁ ଅଭିଯୋଗ ନେଇ ସମାଜ ମଙ୍ଗଳ ଅଧିକାରୀ ଙ୍କୁ ଦାବି ପତ୍ର ଦାଖଲ କରିଛନ୍ତି ଯେ ଏହାର ଉପଯୁକ୍ତ ତଦନ୍ତ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like