-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଓଡିଶା ମନ୍ତ୍ରୀମଣ୍ଡଳର ନବ କଳେବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆଁ ଟିମ, କିଛି ବିଦା ହେଲେ, କିଛି ସାମିଲ ହେଲେ, କିଛି ମନ୍ତ୍ରୀ ପଦ ବଜାୟ ରଖିଲେ

05-Jun-2022



ଗତକାଲି ଓଡ଼ିଶା ସରକାରଙ୍କ ସମସ୍ତ ମନ୍ତ୍ରୀଙ୍କ ସାମୁହିକ ଇସ୍ତଫା ପରେ ଆଜି ଗଠନ ହେଲା ନୂତନ ରାଜ୍ୟ ମନ୍ତ୍ରୀ ମଣ୍ଡଳ। ନୂତନ ମନ୍ତ୍ରୀମଣ୍ଡଳରେ ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିଥିଲେ। ରାଜ୍ୟପାଳ ଶ୍ରୀଯୁକ୍ତ ଗଣେଶ ଲାଲ ଏହି ଶପଥ ପାଠ କରାଇଛନ୍ତି। ତେବେ କେଉଁ ମନ୍ତ୍ରୀଙ୍କୁ ମିଳିଛି କେଉଁ ବିଭାଗ ତାହା ତଳେ ଦିଆଗଲା :-

କ୍ୟାବିନେଟ ମନ୍ତ୍ରୀ
ନିରଞ୍ଜନ ପୂଜାରୀଙ୍କୁ ମିଳିଛି ଅର୍ଥ ଓ ସାଂସଦ ବ୍ୟାପାର ବିଭାଗ, ଜଗନ୍ନାଥ ସାରକାଙ୍କୁ ମିଳିଛି ଆଦିବାସୀ କଲ୍ୟାଣ ବିଭାଗ, ରଣେନ୍ଦ୍ର ପ୍ରତାପଙ୍କୁ ମିଳିଛି କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ, ପ୍ରମିଳା ମଲ୍ଲିକଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଷା ଦେବୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପ୍ରଫୁଲ୍ଲ ମଲ୍ଲିକଙ୍କୁ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ, ପ୍ରତାପ କେଶରୀ ଦେବଙ୍କୁ ଶିଳ୍ପ, କ୍ଷୁଦ୍ର ମାଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ବିଭାଗ, ଅତନୁ ସବ୍ୟସାଚୀ ନାୟକଙ୍କୁ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ବିଭାଗ, ପ୍ରଦୀପ ଅମାତଙ୍କୁ ଜଙ୍ଗଲ ପରିବେଶ, ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ ବିଭାଗ, ନବ କିଶୋର ଦାସଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଅଶୋକ ଚନ୍ଦ୍ର ପଣ୍ଡା ଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଟୁକୁନି ସାହୁ ଙ୍କୁ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ରାଜେନ୍ଦ୍ର ଢୋଲକିଆ ଙ୍କୁ ଯୋଜନା ଓ ସଂଯୋଜନା ବିଭାଗ ମିଳିଛି।
ରାଷ୍ଟ୍ରମନ୍ତ୍ରୀ
ସମୀର ରଞ୍ଜନ ଦାସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅଶ୍ଵିନୀ କୁମାର ପାତ୍ରଙ୍କୁ ପର୍ଯ୍ୟଟନ, ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ, ପ୍ରୀତି ରଞ୍ଜନ ଘଡେ଼ଇଙ୍କୁ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ, ଶ୍ରୀକାନ୍ତ ସାହୁଙ୍କୁ ଶ୍ରମ ବିଭାଗ, ରୋହିତ ପୂଜାରୀଙ୍କୁ ଉଚ୍ଚ ଶିକ୍ଷା ବିଭାଗ, ତୁଷାରକାନ୍ତି ବେହେରା ଙ୍କୁ ଗୃହ, ଆଇଟି, କ୍ରୀଡା ଓ ଯୁବ ବ୍ୟାପାର ବିଭାଗ, ରିତା ସାହୁ ଙ୍କୁ ହସ୍ତତନ୍ତ୍ର ଓ ବୟନ ଶିଳ୍ପ ବିଭାଗ ଏବଂ ବାସନ୍ତୀ ହେମ୍ବ୍ରମ ଙ୍କୁ ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମିଳିଛି।
ତେବେ ବିଭିନ୍ନ ସମୟରେ ବିଭିନ୍ନ ସମାଲୋଚନା ଶିକାର ହେଉଥିବା ସାରଦା ନାୟକ, ଅରୁଣ ସାହୁ, ଦିବ୍ୟ ଶଙ୍କରଙ୍କୁ କୌଣସି ସ୍ଥାନ ଦିଆ ଯାଇନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like