-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀଙ୍କ ଘୋଷଣାର ୩ ବର୍ଷ ବିତି ଯାଇଥିଲେ ହେଁ ରାଣୀପୁର ଝରିଆଲ ବିକାଶ ଅପେକ୍ଷାରେ , ମନ୍ଦିର କମିଟି ସାଂସଦ ଙ୍କୁ ଭେଟି ଦାବି ଜଣାଇଲେ , ଶୀଘ୍ର କାମ ଆରମ୍ଭ ପାଇଁ ପ୍ରତିଶୃତି

05-Jun-2022



ଐତିହାସିକ ଯୋଗିନୀପିଠ ରାଣୀପୁର ଝରିଆଲ ଏବେ ଅବହେଳିତ। ଅବହେଳିତ ଷଷ୍ଠ ରୁ ନବମ ଶତାବ୍ଦୀରେ ଗଢି ଉଠିଥିବା ବିସ୍ତିର୍ଣ୍ଣ ପାହାଡ ଉପରେ ଦଣ୍ଡାୟମାନ ଐତିହାସିକ କିର୍ତ୍ତିରାଜି । ସେଥିପାଇଁତ ଏହିପୀଠର ଉନ୍ନତୀକରଣ ଓ ବିକାଶ ପାଇଁ ଖୋଦ ଭାରତର ପ୍ରଧାନମନ୍ତ୍ରୀ ୨୦୧୯ ଜାନୁଆରୀ ୧୫ ତାରିଖ ଦିନ ନିଜର ବଲାଙ୍ଗୀର ଗସ୍ତ ସମୟରେ ସାଢେ ଚାରି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେବାର ଘୋଷଣା କରିବାସହ ଶୁଭ ଉଦଘାଟନ କରିଥିଲେ। ହେଲେ ପ୍ରଧାନମନ୍ତ୍ରୀଙ୍କ ସେହି ଘୋଷଣାକୁ ଅଦ୍ୟାବଧି ୩ ବର୍ଷ ବିତି ଯାଇଥିଲେ ହେଁ କେବଳ ପଥର ନିର୍ମିତ ୪ ଟି ଚେୟାର ଓ ଗୋଟିଏ କିଛି ଲେଖା ହୋଇନଥିବା ନାମ ଫଳକ ଛଡା ଉନ୍ନତୀକରଣ ଓ ବିକାଶ ଯୋଗିନୀପିଠ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ଏହାକୁନେଇ ରାଣୀପୁର ଝରିଆଲ ମନ୍ଦିର କମିଟିର ଆବାହକ ଅନିଲ କୁମାର ତ୍ରିପାଠୀଙ୍କ ନେତୃତ୍ବରେ ଅଞ୍ଚଳର ଜନ ପ୍ରତିନିଧି ମାନଙ୍କ ସହ କମିଟିର ବିଭିନ୍ନ ପଦାଧିକାରୀ ଓ ସ୍ଥାନିୟ ଲୋକେ ପାଟଣା ମହାରାଣୀ ତଥା ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା ସିଂହଦେଓ ଙ୍କୁ ଭେଟି ଐତିହାସିକ ଯୋଗିନୀପିଠ କୁ ନେଇ ବିଭିନ୍ନ ଆଲୋଚନା କରିବାସହ ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ବିକାଶ କାର୍ଯ୍ଯ ତ୍ବରାନ୍ବିତ କରାଇବା ପାଇଁ ନିବେଦନ କରିଥିଲେ । ତେବେ ସାଂସଦ ଶ୍ରୀମତୀ ସିଂହଦେଓ ଆର୍କିଓଲୋଜିକାଲ ସର୍ଭେ ଅଫ ଇଣ୍ଡିଆ (ଏଏସଆଇ) ର ଅଧିକ୍ଷକ ଙ୍କ ସହ ମୋବାଇଲ ଯୋଗେ କାହିଁକି କାମ ଆଗେଇ ପାରୁନି ପଚାରି ବୁଝିବାସହ ତୁରନ୍ତ ପଦକ୍ଷେପ ନେବାକୁ କହିଥିଲେ। ତେବେ ଅଧିକ୍ଷକ ଟେଣ୍ଡର

ଫାଇନାଲ ହୋଇଯାଇଛି ଶିଘ୍ର କାମ ଆରମ୍ଭ କରାଯିବ ବୋଳି କହିଥିଲେ। ଏବଂ ରାଣୀପୁର ଝରିଆଲ ପାଇଁ ଦୁଇ ପ୍ରକାର ଏଜେନ୍ସୀ ଓଟିଡିସି ଓ ଏଏସଆଇ ତରଫରୁ କାମ ହାତକୁ ନେଇଥିବା ଏବଂ ଓଟିଡିସି ପେରିଫେରି ଉନ୍ନତୀକରଣ କାମ କରିବ ବୋଳି ସୁଚନା ଦେଇଥିଲେ। ପରେ ସାଂସଦ ଶ୍ରୀମତୀ ସିଂହଦେଓ ୭ ତାରିଖ ଦିନ ହେବାକୁଥିବା ଦିଶା ମିଟିଙ୍ଗ ରେ ରାଣୀପୁର ଝରିଆଲ କଥା ଉଠାଇ ଉନ୍ନତୀକରଣ ସୁନିଶ୍ଚିତ କରାଯିବ ବୋଳି ପ୍ରତିଶୃତି ଦେଇଥିଲେ। ସାଂସଦ କଥାରେ କଥାରେ କହିଥିଲେ ଏଥର ରାଣୀପୁର ର ହକ ପାଇଁ ଲଢିବେ ନିଜେ ମହାରାଣୀ । ଆଲୋଚନାରେ ଅନ୍ୟମାନଙ୍କ ମଧ୍ଯରେ କମିଟି ସଭାପତି ମାଣିକ ଚନ୍ଦ ଜୈନ, ଝରିଆଲ ସରପଞ୍ଚ ଭରଦ୍ବାଜ ଗହିର , ପର୍ମାନନ୍ଦ ଭୋଇ , ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ , ହେମନ୍ତ ସାହୁ , ନୌରାଜ ରଣା , ଝଳପ ସରପଞ୍ଚ ଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ , ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ତଥା ଯୁବନେତା ଯୁବରାଜ ବାଗ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like