-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
05-Jun-2022
ପାଟଣାଗଡ଼ / ଖପ୍ରାଖୋଲ : ବଲାଙ୍ଗିର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଜରିଆ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ୨୦୨୧-୨୨ ବର୍ଷ ପ୍ରାକୃତି ମିତ୍ର ସମ୍ମାନ ରେ ଭୁବନେଶ୍ଵର ସ୍ଥିତ ରବିନ୍ଦ୍ର ମଣ୍ଡପଠାରେ ଆୟୋଜିତ କାର୍ଯ୍ଯକ୍ରମରେ ସମ୍ମାନୀତ କରାଯାଇଥିଲା । ଏହି ଅବସରରେ ଜଙ୍ଗଲ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ଡ.ମେନା ଶର୍ମାଙ୍କ ଉପସ୍ଥିତିରେ ପ୍ରାକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଚଳିତ ବର୍ଷ ଜରିଆ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ପ୍ରାକୃତିକ ପରିବେଶ ସୁରକ୍ଷା ସଚେତନତା ସୃଷ୍ଟି କରି ଥିବାରୁ ଏକ୍ ପ୍ରମାଣ ପତ୍ର ସହ କୋଡ଼ିଏ ହାଜର ଟଙ୍କା ର ଏକ ଚେକ ସରସ୍ୱତୀ ବିଦ୍ୟାମନ୍ଦିର ର ପ୍ରଧାନ ଆଚାର୍ଯ୍ଯ ଗ୍ରହଣ କରିଛନ୍ତି ।