-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଖାକି ପୋଷାକରେ ଗୋଲାପି ଛିଟା !   (07-May-2026)       ||      ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   (07-May-2026)       ||      ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   (07-May-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ    (07-May-2026)       ||      ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ଉପଖଣ୍ଡ ର ତିନି ହାଇସ୍କୁଲକୁ ମିଳିଲା ପ୍ରକୃତିମିତ୍ର ପୁରସ୍କାର

05-Jun-2022



ବଲାଙ୍ଗିର/ପାଟଣାଗଡ଼ (ପୂର୍ଣ ଶଶୀ ଶେଖର ରାଓ ) ବଲାଙ୍ଗୀର ଜିଲ୍ଲା  ପାଟଣାଗଡ଼ ଉପଖଣ୍ଡ ର  ତିନି ହାଇସ୍କୁଲ କୁ ମିଳିଲା ପ୍ରକୃତି ମିତ୍ର ପୁରସ୍କାର । ପାଟଣାଗଡ଼ ବ୍ଲକ  ଖୁଣ୍ଟସମଲାଇ ନିରଞ୍ଜନ ଭୋଇ  ବେଲପଡା ବ୍ଳକ ସୁଲେକେଲା  ଧରମସିଂ ଉଚ୍ଚ ବିଦ୍ୟାଳୟ , ଖପ୍ରାଖୋଲ ବ୍ଳକ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର  ଜୁରିଆ ଆଦି  ତିନୋଟି ଉଚ୍ଚ ବିଦ୍ୟାଳୟ କୁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପ୍ରକୃତି ମିତ୍ର ୨୦୨୨ ପୁରସ୍କାର ମିଳିଛି । ଏଥିରେ ସଂପୃକ୍ତ ବିଦ୍ୟାଳୟକୁ ଏକ ମାନପତ୍ର ସହ    କୋଡ଼ିଏ ହଜାର ଟଙ୍କା ଆର୍ଥିକ ପୁରସ୍କାର ମଧ୍ୟ ଦିଆଯାଇଛି । ଆଜି ବିଶ୍ୱ ପରିବେଶ ଦିବସ ୨୦୨୨ ପାଳନ ଅବସରରେ ଭୁବନେଶ୍ଵର ସ୍ଥିତ ରବିନ୍ଦ୍ର ମଣ୍ଡପଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ରାଉତ , ଧରମସିଂ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପଦ୍ମମୁଖ ପାଣିଗ୍ରାହୀ , ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର   ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ମୋନା ଶର୍ମା , ମୁଖ୍ୟ ଅତିଥି  ଓ ଚିଲିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ନନ୍ଦ,ସମ୍ମାନିତ ଅତିଥିଙ୍କ ଦଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ । ଏହି ବିଦ୍ୟାଳୟଟି ସ୍ଥାପନ ହେବା ଦିନଠାରୁ ଅର୍ଥାତ୍  ପରିବେଶ ସୁରକ୍ଷା ସମ୍ବନ୍ଧୀୟ ଜନ ସଚେତନତା ସୃଷ୍ଟି ତଥା ବିଦ୍ୟାଳୟ କ୍ୟାମ୍ପସରେ ଓ ବାହାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ବ୍ରତ ରୂପେ ଗ୍ରହଣ କରି ସବୁଜ ବଳୟ ସୃଷ୍ଟି କରିବାରେ ସକ୍ଷମ ହୋଇଛି । ରାଜ୍ୟ ସରକାରଙ୍କଠାରୁ ପ୍ରାପ୍ତ ଏହି ପୁରସ୍କାର ଯୋଗୁଁ ବିଦ୍ୟାଳୟର ସମସ୍ତ ଶିକ୍ଷକ କର୍ମଚାରୀ ଉତ୍ସାହିତ ହେବା ସହ ଅଞ୍ଚଳରେ ଖୁସିର ଲହରି ଖେଳି ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖାକି ପୋଷାକରେ ଗୋଲାପି ଛିଟା !   07-May-2026
  ଜିଲ୍ଲା  
ଡିସେମ୍ବର ସୁଦ୍ଧା ସମସ୍ତ ଜମି ମାମଲା ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ   07-May-2026
  ରାଜ୍ୟ  
ଦୀର୍ଘଦିନ ଧରି ହୋଟେଲରେ ଚାଲିଥିଲା ଜୁଆଖେଳ   07-May-2026
  ରାଜ୍ୟ  
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ମହୋତ୍ସବ ହେବ ଜୁନ ୨୮ ରେ   07-May-2026
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026

You Might Also Like