-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||     

HOME   ଜିଲ୍ଲା

ଟିଟିଲାଗଡରେ ୨୨ ତମ ଶୀତଳଷଷ୍ଠୀ , ହାଟପଦା ପଡ଼ା ପ୍ରହରୀ ମଣ୍ଡପରେ ପହଞ୍ଚିଲେ ବରଯାତ୍ରୀ, ଶିବ ବିବାହ ଅନୁଷ୍ଠିତ

06-Jun-2022



ଟିଟିଲାଗଡର(ଅନୀଲ କୁମାର ତ୍ରିପାଠୀ) :ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡରେ ୨୨ ତମ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ପ୍ରଭୁ ଧବଳେଶ୍ଵରଙ୍କ  ମନ୍ଦିରରୁ ପ୍ରଭୁ ଶିବ ଏବଂ ମାତା ପାର୍ବତୀଙ୍କୁ ବର ପିତାମାତା ଏବଂ କନ୍ୟା ପିତାମାତା ପୂଜାର୍ଚ୍ଚନା କରି ନିଜର ଘରକୁ ନେଇଥିଲେ।  ପୂର୍ବତନ ନଗରପାଳ ଶ୍ରୀ ଶୁଭ୍ରାଂଶୁ ଦାସଙ୍କ ସଭାପତିତ୍ବରେ ବର ପିତାମାତାଙ୍କ ସହ ସହରବାସୀ ବରଯାତ୍ରୀ ହୋଇ ପ୍ରଭୁ ଶିବଙ୍କ ପିତାମାତା, ସମ୍ପର୍କୀୟ ମାନେ ଡ଼ିଜେ ଏବଂ ବାଜାର ତାଳେ ତାଳେ ନାଚି ନାଚି କନ୍ୟା ପିତାମାତା ଥିବା ହାଟପଦା ପଡ଼ାର

ପ୍ରହରୀ ମଣ୍ଡପ ଠାରେ ପହଞ୍ଚିବା ପରେ କନ୍ୟା ଘର ଲୋକେ ପ୍ରଭୁ ଶିବ ଏବଂ ସାଙ୍ଗରେ ଥିବା ପରିବାର ବର୍ଗଙ୍କୁ ବିବାହ ମଣ୍ଡପ ନିକଟକୁ ପାଛୋଟି ନେଇଥିଲେ।ପଣ୍ଡିତ ନେତ୍ରା ନନ୍ଦ ମିଶ୍ର ଇବଂ ଅଶୋକ ରଥ ଙ୍କ ମନ୍ତ୍ର ଉଚ୍ଚାରଣରେ ପୂଜା କାର୍ଯ୍ୟ ସମ୍ପନ୍ନ ହେବା ପରେ ଶୀତଳ ଷଷ୍ଠୀ ପାଈଁ ଭକ୍ତଙ୍କ ଉପସ୍ଥିତିରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି। ଚଳିତ ବର୍ଷ କନ୍ୟା ପିତାମାତା ଭାବେ ସର୍ଗିଗୁଡ଼ା ଅଶୋକ ନଗର ନିବାସୀ ଶଙ୍କର ଲାଲ ଶର୍ମା ଏବଂ ତାଙ୍କର ଧର୍ମପତ୍ନୀ ଉମାଦେବି ଶର୍ମା ହୋଇଥିବା ବେଳେ ବର ପିତାମାତା ଭାବେ ହାଟପଦା ପଡ଼ାର କୁନୁ ଦାସ ଏବଂ ସପତ୍ନୀ ମମତା ଆଚାର୍ଯ୍ୟ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ଏହି ବିବାହ ଉତ୍ସବରେ ପ୍ରମୋଦ ସରାଫ, ପ୍ରକାଶ ସରାଫ, ଲିଙ୍ଗରାଜ ସାହୁ, ପ୍ରଭାକର ସରାଫ, ଶ୍ରୀପତି ସାହୁ, ଦେବେନ ବେହେରା, ଗୋବିନ୍ଦ ସାହୁ, ଧଳା କାହୁଁ ବୁଡେକ, ସୁଧୀର ଘଡେ଼ଇ, ଗୌରି ପଟ୍ଟନାୟକ, ସଞ୍ଜୀବ ତ୍ରିପାଠୀ,

ସଂଜିତ ସିଂହ୍ନ।, ସିବୁନ ବାଗ, ପରମାନନ୍ଦ ବେହେରା, ରିଲୁ ମିଶ୍ର, ରଞ୍ଜନ ସାହୁ, ସୁବୋଧ ସାହୁ, ରାଜା ବଗର୍ତ୍ତି ୟାଦଵ,  ପର୍ଶୁରାମ ନାୟକ, ମନୋରଞ୍ଜନ ମହାରଣା, ନରେନ୍ଦ୍ର ସାହୁ, ନାରାୟଣ ସାହୁ, ସତ୍ୟଜିତ ଷଡଙ୍ଗୀ, ବାସନ୍ତୀ ବୁଡେକ, ବିନୋଦିନୀ ବେହେରା, ପୁଷ୍ପା ସାହୁ, କାମିନୀ ସାହୁ, ରଶ୍ମିତା ଷଡଙ୍ଗୀ, ସୁକାନ୍ତି ସାହୁ, ରସ ବେହେରା, କୁନ୍ତଳା ବେହେରା, ଯୁକ୍ତା ସାହୁ, ଶ୍ରାବଣୀ ବାଗ, ମୀନାକ୍ଷୀ ତରିଆ, ମୀନା ପାଢୀ ସମେତ ବହୁ ମାତ୍ରାରେ ଜନସାଧାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026

You Might Also Like