-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପ୍ରସ୍ତୁତି ପଥେ ବିକାଶ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ ଦ୍ୱାରା ପ୍ରଯୋଜିତ ଚଳଚ୍ଚିତ୍ର ‘ବଡ଼ ମା’ 

06-Jun-2022



ବରଗଡ(ନିରଂଜନ ତ୍ରିପାଠୀ)- ଜୁନ୍ ୬ ତାରିଖରେ ବିକାଶ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ସ୍ ଦ୍ୱାରା ପ୍ରଯୋଜିତ “ବଡ଼ ମା” ଚଳଚ୍ଚିତ୍ର ପ୍ରସ୍ତୁତି ସମ୍ବନ୍ଧରେ ଏକ ପ୍ରେସ୍‌ମିଟ୍ ଆୟୋଜିତ ହୋଇଥିଲା । ସ୍ୱାଧିନତାର ୭୫ତମ ବର୍ଷ ଉପଲକ୍ଷେ ସମଗ୍ର ଭାରତବର୍ଷ ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ବିକାଶ ଗ୍ରୁପ୍ ଓ ପଂଚବଟୀ ପ୍ରଡକ୍ସନ୍‌ର ମିଳିତ ଆନୁକୂଲ୍ୟରେ “ବଡ଼ ମା” ଚଳଚ୍ଚିତ୍ର ପ୍ରସ୍ତୁତି ସମ୍ବନ୍ଧରେ ବିକାଶ ଗ୍ରୁପ୍‌ର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ପ୍ରାରମ୍ଭିକ ସୂଚନା ଦେଇଥିଲେ । ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ପ୍ରେସ୍‌ମିଟ୍‌କୁ ସମ୍ବୋଧିତ କରି ଏହାର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ସେ କହିଥିଲେ, ଆଜାଦୀ କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଅନେକ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରାଯାଉଛି । ଏହି ଧାରାରେ ବିଭିନ୍ନ ସରକାରୀ ଓ ବେସରକାରୀ ସ୍ତରରେ ଅନେକ କାର୍ଯ୍ୟକ୍ରମ ମାଧ୍ୟମରେ ଜନସଚେତନତା ଓ ସ୍ୱାଧିନତାର ମହନୀୟ ସ୍ୱାଦକୁ ଅବାଳବୃଦ୍ଧବନିତାଙ୍କ ହୃଦୟପଟରେ ପ୍ରସ୍ଫୁଟିତ କରିବାର ଚେଷ୍ଟା ଚାଲିଅଛି । ସିବିଏସ୍‌ଇ, ଏଆଇସିଟିଇ, ୟୁଜିସି ଭଳି ଶିକ୍ଷାତ୍ମକ ଗୁଣବତ୍‌ତା କାର୍ଯ୍ୟକାରୀ ସଂସ୍ଥାମାନେ ନିଜ ନିଜର ଅନୁବଦ୍ଧିତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଙ୍କ ମାଧ୍ୟମରେ ଏହି ଆଜାଦୀର ଅମୃତ ମହୋତ୍ସବ ସ୍ରୋତରେ ସହଯୋଗର ହାତ ବଢାଇଛନ୍ତି । ଏହି ମହାନ କାର୍ଯ୍ୟରେ ସମତାଳରେ ବିକାଶ ଗ୍ରୃପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍ ନିଜର ଯୋଗଦାନ ପୂର୍ବକ ପଶ୍ଚିମ ଓଡ଼ିଶାର କମ୍ ଆଲୋଚିତ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଅବଦାନକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ “ବଡ଼ ମା” ଚଳଚିତ୍ର ପ୍ରସ୍ତୁତ କରିବାକୁ ଯାଉଛି । ଏହି ଚଳଚ୍ଚିତ୍ରକୁ ଆର୍ôଥକ ସହାୟତା ଓ ଅନ୍ୟାନ୍ୟ ସହଯୋଗ ଯୋଗାଇଦେବ ବିକାଶ ଗ୍ରୃପ୍ । ସାମାଜିକ ଉତ୍‌ତରଦାୟୀତ୍ୱ ଓ ସଂସ୍କାର ପାଇଁ ଚିରଚେଷ୍ଟିତ ବିକାଶ ଗ୍ରୃପ୍ ଜଣେ ମହିୟସୀ ମହିଳା ପାର୍ବତୀ ଗିରିଙ୍କ ଜୀବନଶୈଳୀ ଓ ଅବଦାନକୁ ଉପସ୍ଥାପନ କରି ଦେଶବ୍ୟାପି ଜନସାଧାରଣଙ୍କ ମଧ୍ୟରେ କମ୍ ଆଲୋଚିତ ସ୍ୱାଧୀନତା ସଂଗ୍ରାମୀମାନଙ୍କର ଏକ ଭିନ୍ନ ପରିଚୟ ସୃଷ୍ଟି କରିବା ପାଇଁଁ ଚେଷ୍ଟିତ ବୋଲି ସେ ମତବ୍ୟକ୍ତ କରିଥିଲେ । ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକ୍ ସମଲେଇପଦର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଏହି ମହିୟସୀ ମହିଳାଜଣଙ୍କ ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ ଅଂଶ ଗ୍ରହଣ ଓ କଳା କ୍ଷେତ୍ରରେ ଅନନ୍ୟ ପ୍ରତିଭାସମ୍ପନ୍ନ ଥିବାସତ୍ୱେ ଆଜିବି କମ୍ ଅଲୋଚିତ । ଏହି ଚଳଚ୍ଚିତ୍ର ସମ୍ବନ୍ଧରେ ସେ ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍‌ତର ମଧ୍ୟ ରଖିଥିଲେ । ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ରୀ ଲିଟୁ ମହାନ୍ତି ସାମ୍ବାଦିକମାନଙ୍କୁ ଏହି ଚଳଚ୍ଚିତ୍ରର ପ୍ରସ୍ତୁତି ସମ୍ପର୍କୀୟ ବିଷୟବସ୍ତୁ, ସୁଟିଂ ସ୍ଥାନ ଓ ଚଳଚ୍ଚିତ୍ରର ଦୃଷ୍ଟିକୋଣକୁ ଉପସ୍ଥାପନା କରିଥିଲେ । ବିକାଶ ଗ୍ରୃପର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି. ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି. ନାଗେଶ୍ୱର ରାଓ ଚଳଚ୍ଚିତ୍ରଟିକୁ ସମାଜର ସମସ୍ତ ପିଢ଼ୀ ପାଇଁ ଏହା କିପରି ଉପଯୋଗୀ ହୋଇପାରିବ, ସେ ନେଇ ସାମ୍ବାଦିକମାନଙ୍କ ମତାମତ ନେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ପ୍ରେସ୍‌ମିଟ୍‌ରେ ବରଗଡ଼ ସ୍ଥିତ ବିକାଶ ଶିକ୍ଷାନୁଷ୍ଠାନମାନଙ୍କର ସମସ୍ତ ଅଧ୍ୟକ୍ଷ-ଉପାଧ୍ୟକ୍ଷମାନେ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like