-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିଶ୍ବ ପରିବେଶ ଦିବସରେ କବିତା ପାଠ

06-Jun-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ): କଣ୍ଟାବାଞ୍ଜିର ଅଗ୍ରଣୀ ସାରସ୍ବତ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ଯଯାତି, ଯୁକ୍ତିପ୍ରକାଶ ଓ ଚୋଳଗଙ୍ଗଙ୍କ ଶୁଭ ବ୍ରତୋପନୟ ଅବସରରେ ବିଶ୍ବ ପରିବେଶ ଦିବସ ପାଳନ ସହିତ ପରିବେଶ ଭିତ୍ତିକ କବିତା ପାଠ ଅନୁଷ୍ଠିତ ହୋଇଯାଇଛି।ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଭାରତୀୟ ଶିକ୍ଷଣ ମଣ୍ଡଳର ପଶ୍ଚିମ ଓଡିଶା ପ୍ରାନ୍ତର ପ୍ରଭାରୀ ଡ.ଉମେଶ ସିଂ ମୁଖ୍ୟ ଅତିଥି, କଣ୍ଟାବାଞ୍ଜି ରେଞ୍ଜର  ଶ୍ରଦ୍ଧାଦେବ ବଡମାଳୀ ମୁଖ୍ୟବକ୍ତା, ହାସ୍ୟବ୍ୟଙ୍ଗ କବି ସ୍ୱପ୍ନେଶ୍ଶର ମିଶ୍ର, ଡ.ଯୁଗଳ କିଶୋର ଷଡ଼ଙ୍ଗୀ, ଜୟପୁରର କବୟିତ୍ରୀ ରାଜେଶ୍ୱରୀ ନନ୍ଦ ସମ୍ମାନୀତ ଅତିଥି ଭାବରେ ମଞ୍ଚାସୀନ ଥିଲେ।ମଞ୍ଚାସୀଧନ ଅତିଥି ମାନେ ଜଙ୍ଗଲ ସୃଷ୍ଟି କରିବା ଉପରେ ଆଲୋକପାତ କରିଥିଲେ।ଚଳିତ ବର୍ଷ କବୟିତ୍ରୀ ସବିତା ଭୋଇ ବଲାଙ୍ଗୀର ଜିଲ୍ଲା ପରିବେଶ ସମିତି ତରଫରୁ ପ୍ରକୃତି ବନ୍ଧୁ ସମ୍ମାନ ପାଇ ଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ନିର୍ଝରିଣୀର ସଂପାଦକ ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ସ୍ୱ।ଗତ ଅଭିଭାଷଣ ଓ ପ୍ରକୃତିବନ୍ଧୁ ଜ୍ୟୋତିପ୍ରକାଶ ଗଡତ୍ୟା ମଞ୍ଚ ପରିଚାଳନା କରିଥିଲେ।ତାପରେ  ସଞ୍ଜୁକ୍ତା ପରିଛ୍ଛା, ସବିତା ଭୋଇ, ଅଞ୍ଜଳି ମାଝୀ, ଧୀରାମଣି ଦାସ,ଶ୍ୟାମ ସୁନ୍ଦର ଗୁରୁ, ପ୍ରକୃତି ବନ୍ଧୁ ଡୋଳାମଣି ମହତ,ଉମେଶ ବେହେରା, ରମେଶ ବାରିକ,ବିନୟ କୁମାର ଦାଶ, ବୃନ୍ଦାବନ କୁମ୍ଭାର, ଯଶୋବନ୍ତ ସାହୁ, ଦିଲ୍ଲୀପ ପଶାୟତ,ଭିକାରୀ ମିଶ୍ର, ସସ୍ମିତା ଷଡ଼ଙ୍ଗୀ,ପ୍ରଦୀପ କୁମାର ଦାଶ, କୁଞ୍ଜ ବିହାରୀ ସରାଫ,ଡ.ନାରାୟଣ ମିଶ୍ର, ସାଧବୀ ସାହୁ, ଡ.ଗୋବର୍ଦ୍ଧନ ନାୟକ, ନିରଞ୍ଜନ ବେହେରା, ଯାଜ୍ଞସେନୀ ହୋତା,ପ୍ରଭାସିନୀ ଠାକୁର, ବିଭୁଦତ୍ତ ସାହୁ, ରବିନାରାୟଣ ତ୍ରିପାଠୀ ସମେତ ପଚାଶରୁ ଅଧିକ କବି ପରିବେଶ ଭିତ୍ତିକ କବିତା ପାଠ କରିଥିଲେ।କବି ମଧୁସୂଦନ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like