-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଶିକ୍ଷା ଓ ଶିକ୍ଷକ ସମସ୍ୟାକୁ ନେଇ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

06-Jun-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ)/ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ଆନକୂଳ୍ୟରେ ଏକ ରାଜ୍ୟସ୍ତରୀୟ ଶୈକ୍ଷିକ ଆଲୋଚନା ଚକ୍ର ଆଚାର୍ଯ୍ୟ ସୁଚିତ୍ର ସୁନାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ଡ ମୁକେଶ ମହାଲିଙ୍ଗଙ୍କ ମୁଖ୍ୟ ଅତିଥିରେ ଅନୁଷ୍ଠିତ ହୋଇଥିଲା ।  ଏଥିରେ ଓଡିଶାର ସମ୍ବଲପୁର, ବଲାଙ୍ଗିର, ସୁବର୍ଣ୍ଣପୁର, ବୈାଦ୍ଧ, ଦେବଗଡ, ଝାରସୁଗୁଡା, ବରଗଡ, ନୁଆଁପଡା, କଳାହାଣ୍ଡି, ନବରଂଗପୁର, ରାୟଗଡା ପ୍ରଭୃତି ଜିଲ୍ଲାର ଶିକ୍ଷକ ପ୍ରତିନିଧି ଗଣ ଯୋଗଦାନ କରି ତାଙ୍କର ମୂଲ୍ୟବାନ ମତମତ ଉପସ୍ଥାପନ କରିଥିଲା । କୋଭିଡ-୧୯ ରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୂଷୁଡି ପଡିଥିବା ବେଳେ ଶିକ୍ଷକମାନଙ୍କୁ ଏଥି ପାଇଁ ଅଭିଭାବକମାନଙ୍କ ସହ ମିଶି ଦାୟିତ୍ୱବାନ ଭାବେ ଶିକ୍ଷାର ପ୍ରଗତି ପାଇଁ କାର୍ଯ୍ୟ କରିବାକୁ ପଡିବ ବୋଲି ନିଷ୍ପତ୍ତି ଗ୍ରହଣ କରାଗଲା । ଏହା ବ୍ୟତିତ ପୁରୁଣା ପେନସନ ସ୍କିମ, ଶିକ୍ଷକମାନଙ୍କ ସମାନ ଦରମା ଓ ସମାନ ପଦ ଘୋଷଣା, ଘରଭଡା, ମଧ୍ୟାହ୍ନ ଭୋଜନ ର ଦରବୃଦ୍ଧି ପାଇଁ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦିଆଯିବାର ନିଷ୍ପତ୍ତି ଗ୍ରହଣ କରାଗଲା । ଆଲୋଚନା ଚକ୍ରରେ ସମ୍ବଲପୁର ସଭାପତି ରାଜ କିଶୋର ସାହୁ, ବଲାଙ୍ଗିର ବ୍ଲକ ସଭାପତି ଅକ୍ଷୟ କୁମାର ପାଢୀ ଓ ସୁବର୍ଣ୍ଣପୁର ଜିଲ୍ଲା ସଂପାଦକ ପଂଚାନନ ମେହେରଙ୍କୁ ବିଦାୟ କାଳିନ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା । ସବିଶେଷରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉପଢୈାକନ ଦେଇ ସମ୍ମାନିତ କରିବା ପରେ । ବଲାଙ୍ଗିର ଜିଲ୍ଲା ମନୋନୟନ କମିଟି ସର୍ବସମ୍ମତି କ୍ରମେ ସଭାପତି ଭାବେ ଶାନ୍ତିଲତା ସାହୁ, ସଂପାଦକ ଭାବେ ହରେକୃଷ୍ଣ ରଥ, ସାଂଗଠାନିକ ସଂପାଦକ ଭାବେ ଜିତେନ୍ଦ୍ର ମାଝି, ଆଂଚଳିକ ସଂପାଦକ ଭାବେ ରଘୁନାଥ ଷଡଙ୍ଗୀ, ପ୍ରକାଶ ପଣ୍ଡା ଓ ସତ୍ୟନାରାୟଣ ପୁରୋହିତ । ଉପସଭାପତି ଭାବେ ପ୍ରଶାନ୍ତ ପୁରୋହିତ, ବିଣାପାଣି ବୁଡେକ, ତୁଷାର କର୍ମୀ, ସହ ସଂପାଦକ ଭାବେ  ରସୁଲ ଖାନ, ଅନୁପମା ପ୍ରହରାଜ, ଜୟଦେବ ବିଶି ଓ ଉପଦେଷ୍ଟା ଭାବେ ସୁଚିତ୍ରା ସୁନା, ସନ୍ଦୁ ଭୂଷଣ ଡାଙ୍ଗ, ତପନ କୁମାର ଦାଶ, ପୃଷ୍ଠ ପୋଷକ ଆନନ୍ଦ ଯୋଷୀ, ଶଶି ଭୂଷଣ ପଟେଲ, ଅଶୋକ ସାହୁ ଙ୍କ ନାମ ଘୋଷଣା କରି ସଭା ସାଙ୍ଗ କଲେ । ଏହି ସଭାରେ  ବଲାଙ୍ଗିର ଜିଲ୍ଲାରୁ ମଧୁ ସୁଦନ ନାୟକ, ଅନୁପମା ପ୍ରହରାଜ, ହରେକୃଷ୍ଣ ରଥ, ରଘୁନାଥ ଷଡଙ୍ଗୀ, ଶୈକ୍ଷିକ ସମସ୍ୟା ଆଲୋଚନା କରିଥିବା ବେଳେ, କଳାହାଣ୍ଡି ଜିଲ୍ଲାରୁ ସୁଧୀର ରଥ, ନୁଆଁପଡାରୁ ଯଶୋବନ୍ତ ପଣ୍ଡା, ବୈାଦ୍ଧରୁ ପ୍ରମିଳା ପାଢୀ, ସୁବର୍ଣ୍ଣପୁରରୁ ଶଙ୍କର ପୂଝାରୀ, ବରଗଡରୁ ମୁକୁନ୍ଦ ମହରା, ସମ୍ବଲପୁରରୁ ରାଜ କିଶୋର ସାହୁ, ବାବୃ ବାହାନ ଭୋଇ, ଦିଲିପ ବହିଦାର ଝାରସୁଗୁଡା ରୁ ପ୍ରମୋଦ ନାୟକ ଏବଂ ଦେବଗଡରୁ ଘନଶ୍ୟାମ ସାହୁ ପ୍ରଭୃତି ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । ରାଜ୍ୟ ଫେଡେରେସନରୁ ଗୌରାଙ୍ଗ ଚରଣ ମଲ୍ଲିକ, ଦିଲିପ ବହିାର, ଦେବରାଜ ହୋତା ପ୍ରମୁଖ ସଭାକାର୍ଯ୍ୟକୁ ପରିଚାଳନା କରିଥିଲା । ସାମ୍ବାଦିକ ଦିପକ ପୁରୋହିତ, ତରୁଣ ସାହୁ, ଆନନ୍ଦ ସାହୁ, ବଳରାମ ମିଶ୍ରଙ୍କୁ ସମ୍ମାନିତ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like