-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଫସଲବୀମା ନଦେବା ପର୍ଯ୍ୟନ୍ତ ସମବାୟ ସେବା ସମିତି ଭୋଟ ବର୍ଜନ

06-Jun-2022



ବରଗଡ:-ଗତ ୨୦୨୧ ଖରିଫ ଋତୁରେ ବରଗଡ଼ ଜିଲ୍ଲାରେ ମରୁଡିର ଆର୍ତ୍ତନାଦରେ ଚାଷୀ ମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି । ଏଚ ଡି ଏଫ ସି କମ୍ପାନୀ ଓ ପ୍ରସାଶନ ବାରମ୍ବାର ପ୍ରତିଶୃତି ଦେଇ ସମୟ ଗଡେଇ ବିଭିନ୍ନ ଆଳରେ ଭୁଆଁ ଭୁଲାଇ ଚାଲିଛନ୍ତି । ଦୀର୍ଘ ମାସ ଧରି ବିଭିନ୍ନ ସମୟରେ ତାଲାବନ୍ଦ ଆନ୍ଦୋଳନ ଚାଲିଥିଲେ ମଧ୍ୟ ଆଜି ଯାଏ ସମୟ ମାଗି ମାଗି ପୁଣି ଖରିଫ ଋତୁର ଚାଷ ପାଇଁ ସମୟ ମାଡ଼ି ଆସିଲାଣି । ଏଥିରେ କ୍ଷୋଭ ପ୍ରକାଶ କରି ସମସ୍ତ ଚାଷୀ ମାନଙ୍କୁ ନେଇ ପୂର୍ବତନ ଡାଇରେକ୍ଟର ସରୋଜ ସାହୁଙ୍କ ନେତୃତ୍ୱରେ ଆଜି ଗାଇସିଲେଟ ସମବାୟ ସମିତି ଲିଂ ଠାରେ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ ଙ୍କ ସଭାପତିତ୍ୱ ରେ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।୨୦୨୧ ଖରିଫ ଫସଲ ବୀମା ଏଚଡିଏଫସି କମ୍ପାନୀ ର ଟାଳଟୁଳ ନୀତି ଓ ପ୍ରସାଶନ ର ମନମୁଖୀ ଯୋଗୁଁ ଆଜି ପର୍ଯ୍ୟନ୍ତ ବୀମା ରାଶି ମିଳି ପାରୁନାହିଁ ଓଲଟା ରିଜେକ୍ଟ ରିଭର୍ଟ ପେଣ୍ଡିଙ୍ଗ ନାଁରେ ସମୟ ବିତେଇ ଚାଲିଛନ୍ତି ।  କ୍ରପ କଟିଂ ରିପୋର୍ଟ ଆଜି ଯାଏ ସାର୍ବଜନିନ  କରା ଯାଇ ନାହିଁ । ସରକାର ମଧ୍ୟ ଆଜିଯାଏଁ ମରୁଡି ଘୋଷଣା କରିନାହାନ୍ତି ।  ତେଣୁ ବୀମା ଟଙ୍କା ଓ ମରୁଡି ସହାୟତା ନ ମିଳିବା  ଓ ଚାଷୀ ମାନଙ୍କର କୃଷି ଋଣ ଛାଡ ନ କରିବା ପର୍ଯ୍ୟନ୍ତ ସମବାୟ ସମିତି ର ଭୋଟ ବର୍ଜନ କରାଯିବ ବୋଲି ଚାଷିମାନେ ନିଷ୍ପତି ନେଇଛନ୍ତି  ଓ ଜିଲ୍ଲା ସେବା ସମବାୟ ସମିତି ନିର୍ବାଚନ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି  । ଏହି ବୈଠକରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନର ସଭାପତି ଅରବିନ୍ଦ ପଣ୍ଡା, ପୂର୍ବତନ ଜିଲ୍ଲା ପରିଷଦ ମଦନ ଦୀପ, ଜାମୁଟପାଲିର ସମିତି ସଭ୍ୟ ସରୋଜ ଶ୍ରୀଭୂଷଣ ସାହୁ,ଭାରତ ଦାଶ, ପ୍ରବୀଣ କୁମାର ପାଣିଗ୍ରାହୀ,କ୍ଷୀରୋଦ୍ର ସାହୁ,ଅଶୋକ କଲେତ, ନକୁଳ ସାହୁ,ସମୀର ସାହୁ,ମନୋଜ ଦାଶ,ମହେଶ୍ୱର ଦାଶ, ଅଗାଧୁ ସାହୁ, ରୋହିତ ସା, ରୋହିତ ପୁରୋହିତ,ସରୋଜିନୀ ପଧାନ, ଜାଗେଶ୍ୱର ପଧାନ, ପ୍ରସନ୍ନ କୁମ୍ଭାର ଓ ଅନେକ ଚାଷୀ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like