-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଦେଶ ବିଦେଶ

ଜି-୨୦ର ଭର୍ଚୁଆଲ ସମ୍ମିଳନୀକୁ ସମ୍ବୋଧିତ କଲେ ନରେନ୍ଦ୍ର ମୋଦି: କହିଲେ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ କରୋନା ମୁକାବିଲା ବିଶ୍ୱ ପାଇଁ ବଡ ଆହ୍ୱାନ। ଆର୍ଥିକ ସୁଧାର ଓ ରୋଜଗାର ସୃଷ୍ଟିରେ ସୀମିତ ନହେଉ ପଦକ୍ଷେପ । ପୃଥିବୀର ସଂରକ୍ଷଣ, ମାନବ ସମାଜର କଲ୍ୟାଣକୁ ଦିଆଯାଉ ଗୁରୁତ୍ୱ!

22-Nov-2020



(ପ୍ରେରଣା ଖବର) - ଜି-୨୦ର ଭର୍ଚୁଆଲ ସମ୍ମିଳନୀରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଉଦି ଆରବ ଅଧ୍ୟକ୍ଷତାରେ ଆୟୋଜିତ ୧୫ତମ ଜି-୨୦ ସମ୍ମିଳନୀକୁ ସମ୍ବୋଧିତ କରି ମୋଦି କହିଛନ୍ତି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ କରୋନା ମହାମାରୀ ବିଶ୍ୱର ସବୁଠୁ ବଡ ଆହ୍ୱାନ । ଇତିହାସର ଏହି ଗୁରୁତ୍ୱପୂର୍ଣ୍ଣ ମୋଡରେ ଜି-୨୦ ପକ୍ଷରୁ ଏକ ନିର୍ଣ୍ଣାୟକ ପଦକ୍ଷେପ ନେବା ପାଇଁ ଅପିଲ କରିଛନ୍ତି ପ୍ରଧାନମନନ୍ତ୍ରୀ । ଯାହା କେବଳ ଅର୍ଥବ୍ୟବସ୍ଥାରେ ସୁଧାର, ଚାକିରୀ, ରୋଜଗାର ଓ ବ୍ୟବସାୟ ଭିତରେ ସୀମିତ ନରହୁ!!*ବରଂ ସାରା ବିଶ୍ୱର ସଂରକ୍ଷଣ ପାଇଁ ରଣନୀତି କରାଯାଉ, କାରଣ ଏହା ମାନବ ସମାଜର ଭବିଷ୍ୟତ ନିର୍ଦ୍ଧାରଣ କରିବ । ସେହିପରି କରୋନା କାଳ ପରେ ଦୁନିଆ ପାଇଁ ଏକ ବିଶ୍ୱ ସୂଚକାଙ୍କ ବିକାଶ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ଯେଉଁଥିରେ ୪ଟି ପ୍ରମୁଖ ତତ୍ୱ ସାମିଲ ରହିଛି । ସେଗୁଡିକ ହେଲା ପ୍ରତିଭାଶାଳୀ ବ୍ୟକ୍ତିଙ୍କ ଏକ ବଡ ସମୂହ ବା ଟାଲେଂଟ ପୁଲ ପ୍ରସ୍ତୁତ କରିବା । ସମାଜର ସବୁ ବର୍ଗର ଲୋକଙ୍କ ପାଖରେ ପ୍ରାଦ୍ୟୋଗିକ ସୁବିଧା ପହଂଚାଇବା । ଶାସନ ପ୍ରଣାଳୀରେ ପାରଦର୍ଶିତା ବା ସ୍ୱଚ୍ଛତା ଆଣିବା ଏବଂ ପୃଥିବୀକୁ ସଂରକ୍ଷଣ ଭାବନାରେ ଦେଖିବା । ଏହାକୁ ଆଧାର କରି ଜି-୨୦ ଏକ ନୂଆ ଦୁନିଆର ମୂଳଦୁଆ ପକାଇ ପାରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like