-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜୀ ସାର୍ଥକର ‘‘ରଜ କୁଇନ୍’’ ଗାଲା ରାଉଣ୍ଡ ଜୁନ୍ ୧୧ରୁ

06-Jun-2022



ଭୁବନେଶ୍ବର /ଜୀ ସାର୍ଥକର ‘‘ରଜ କୁଇନ୍’’ ଏବେ ଶେଷ ପର୍ଯ୍ୟାୟରେ  ପହଞ୍ଚି ସାରିଛି  । "ରଜ କୁଇନ୍ ଗାଲା ରାଉଣ୍ଡ" ଆସନ୍ତା ଜୁନ୍ ୧୧ ରାତି  ୯ଟା ୩୦ରେ ପ୍ରତି  ଶନିବାର ଓ ରବିବାର ପ୍ରସାରିତ ହେବ । ‘‘ରଜ କୁଇନ୍’’ ଅଡିସନ ରାଉଣ୍ଡରେ ଓଡ଼ିଶାର ବିଭିନ୍ନ ସହରରୁ ବଛାଯାଇଥିବା ପ୍ରତିଯୋଗୀ ଗାଲା ରାଉଣ୍ଡକୁ ଆସିଛନ୍ତି । ପ୍ରତ୍ୟେକ ପ୍ରତିଯୋଗୀ ସେମାନଙ୍କର ଶ୍ରେଷ୍ଠତ୍ବ ପ୍ରଦର୍ଶନ କରିଛନ୍ତି  ।  ରଜ କୁଇନରେ ଜୀ ସାର୍ଥକ ଖୋଜିଥାଏ ଓଡ଼ିଶାର ପୁରପଲ୍ଲୀରେ ଲୁଚି ରହିଥିବା ଟ୍ୟାଲେଣ୍ଟ ମାନଙ୍କୁ  । ସବୁବେଳେ ଓଡ଼ିଶାର ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଜୀ ସାର୍ଥକ ବିଭିନ୍ନ ସୋ ମାଧ୍ୟମରେ ପ୍ରୟାସ କରି ଦର୍ଶକମାନଙ୍କ ଦ୍ବାରା ଭୂୟସୀ ପ୍ରଶଂସା ପାଇଛି  । ଏହି ଗାଲା ରାଉଣ୍ଡରୁ ବଛା ହେବେ ରଜ କୁଇନ୍-୨୦୨୨  ।

ପ୍ରଥମେ ଅଡିସନ ବିଭିନ୍ନ ସହରରେ ହେବା ପରେ ବଛାଯାଇଥିଲେ ଶ୍ରେଷ୍ଠ ପ୍ରତିଯୋଗୀ । ଅଡିସନ ରାଉଣ୍ଡରେ ବିଭିନ୍ନ ଟ୍ୟାଲେଣ୍ଟ ଦେଖାଇ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଲା ପରେ ପ୍ରର୍ଯ୍ୟାୟକ୍ରମେ ପ୍ରତିଯୋଗୀମାନେ ଗାଲା ରାଉଣ୍ଡରେ ପ୍ରବେଶ କରିଛନ୍ତି  ।  ଏଥର ଗାଲା ରାଉଣ୍ଡକୁ ଉନ୍ନିତ ହେଇଛନ୍ତି ୧୨ ଜଣ ସିନିଅର ଓ ୧୨ ଜଣ ଜୁନିଅର ପ୍ରତିଯୋଗୀ।  ।ଏହି ରାଉଣ୍ଡରେ ହିଁ ଶ୍ରେଷ୍ଟ  ପ୍ରଦର୍ଶନ କରି ସେମାନଙ୍କ ମଧ୍ୟରୁ ଜଣେ ଲେଖାଏଁ ପିନ୍ଧିବେ ଏବର୍ଷର ରଜ କୁଇନ୍ ମୁକୁଟ ।

‘ରଜ କୁଇନ୍-୨୦୨୨’- ଉତ୍ସବ ଦଶ ବର୍ଷର ରଜ କୁଇନ୍ ଅଡିସନ୍ ରାଉଣ୍ଡରେ ପ୍ରତିଯୋଗୀଙ୍କ ପ୍ରତିଭା, ବ୍ୟକ୍ତିତ୍ବ, ଦୂରଦୃଷ୍ଟି ଓ ସ୍ମାର୍ଟନେସ୍ ଉପରେ ଗୁରୁତ୍ବ ପ୍ରଦାନ କରାଯାଇ ଗାଲା ରାଉଣ୍ଡକୁ ବଛାଯାଇଛି  । ଗାଲା  ରାଉଣ୍ଡରେ ଅଭିନେତ୍ରୀ ତମନ୍ନା, ଦିବ୍ୟା, ସୂର୍ଯ୍ୟମୟୀ, ଅଭିନେତା ଶ୍ରୀତମ ଦାସ, ରାକେଶ, ରିଷି ଓ ହରିହର ପ୍ରମୁଖ ଲୋକପ୍ରିୟ କଳାକାରମାନେ ବିଚାରକ ଭାବେରେ କାର୍ଯ୍ୟ କରୁଛନ୍ତି  ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like