-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ଗୁରୁକୁଳ ଠାରେ ଭବ୍ୟ ସମାରୋହ ଆୟୋଜନ ପାଇଁ ପ୍ରସ୍ତୁତି

07-Jun-2022



ବରଗଡ:-ବରଗଡ଼ ଜିଲ୍ଲା ଶ୍ରୀ ନୃସିଂହନାଥ ମହର୍ଷି ଦୟାନନ୍ଦ ସରସ୍ବତୀ ଗୁରୁକୁଳ ଯୋଗାଶ୍ରମ ମହାବିଦ୍ୟାଳୟ ନ୍ୟାସ ଠାରେ ଆସନ୍ତା ତା ୧୧.୦୬.୨୦୨୨ରିଖ  ଶନିବାର ଏବଂ ତା୧୨.୦୬.୨୦୨୨ରିଖ ଗୁରୁବାର ଦୁଇଦିନ ଧରି ଅଭିନନ୍ଦନ ଓ ସମ୍ମାନ ସମାରୋହ ପାଳନ କରାଯିବାପାଇଁ ସ୍ଥିରୀକୃତ କରାଯାଇଛି ।ଏହି ସମାରୋହ ଆମସେନା ଗୁରୁକୁଳ ର  ସ୍ୱାମୀ ଧର୍ମାନନ୍ଦ ସରସ୍ବତୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବାବେଳେ, ମୁଖ୍ୟ ଅତିଥି ଭାବେ ନବ ପ୍ରଭାତ ଗୁରୁକୁଳ ର ସ୍ୱାମୀ ମୁନିଶ୍ଚରାନନ୍ଦ ସରସ୍ଵତୀ, ଗୁରୁକୁଳ ଆମସେନା ର ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ଵତୀ, ଗୁରୁକୁଳ ନବ ପ୍ରଭାତ ଆଶ୍ରମ ର ଆଚାର୍ଯ୍ୟ ବୃହସ୍ପତି, ଗୁରୁକୁଳ ହରିପୁର ର ଆଚାର୍ଯ୍ୟ ସୁଦର୍ଶନ ଦେବ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ସାନିଧ୍ୟ ଆଚାର୍ଯ୍ୟ ଯୋଗେନ୍ଦ୍ର କୁମାର ଭାବେ କାର୍ଯ୍ୟ ତୁଲାଇବାସହ ସମାରୋହ କୁ ସରସ ସୁନ୍ଦର କରିବା ସକାଶେ ଉପାଧ୍ୟକ୍ଷ ତଥା ପରାମର୍ଶ କର୍ତ୍ତା ଭାବରେ ଆଚାର୍ଯ୍ୟ ଗୁରୁକୁଳ ନୃସିଂହନାଥ ର ଜଗନ୍ନାଥ ଶାସ୍ତ୍ରୀ କାର୍ଯ୍ୟ ତୁଲାଇବାକୁ ସହମତି ପ୍ରଦାନ କରିଛନ୍ତି । ଏହି ଭବ୍ୟ ସମାରୋହ ରେ ସ୍ୱାମୀ ପ୍ରଣବାନନ୍ଦ ସରସ୍ଵତୀ,ପ୍ରାଚାର୍ଯ୍ୟ-ଶ୍ରୀମଦ ଦୟାନନ୍ଦ ବେଦାର୍ଷ ମହାବିଦ୍ୟାଳୟ,ନ୍ୟାସ ନୂଆଦିଲ୍ଲୀ ଙ୍କୁ ଅଭିନନ୍ଦନ ସହ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି ।ବ୍ୟବସ୍ଥାପକ ଭାବେ ଆଚାର୍ଯ୍ୟ ଗୁରୁକୁଳ ନୃସିଂହନାଥ ର ସୋମ୍ୟରଞ୍ଜନ ଶାସ୍ତ୍ରୀ ଙ୍କୁ ସମସ୍ତ ଦାୟିତ୍ବ ନିର୍ବାହ କରିବାପାଇଁ ଦାୟିତ୍ଵ ପ୍ରଦାନ କରାଯାଇଛି ବୋଲି ଆୟୋଜକ ମାନଙ୍କ ଠାରୁ ପ୍ରକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like