-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ରେଲୱେ ଷ୍ଟେସନ ଛକ କରାଟେ ସ୍କୁଲରେ ସମର କରାଟେ କ୍ୟାମ୍ପ କରାଟେ ଅର୍ଗାନାଇଜେସନ ତରଫରୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

07-Jun-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ତରଫରୁ ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ଗ୍ରୀଷ୍ମ କାଳିନ କରାଟେ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । କରାଟେ ତଥା ଟାଇକୋଣ୍ଡୋ କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିରରେ କରାଟେ, ଟାଇକୋଣ୍ଡୋ, ଲାଠି, ନାମଚାକୁ, ଯୋଗ ଓ ଆତ୍ମ ରକ୍ଷାର କୌଶଳ ପ୍ରଶିକ୍ଷଣ ଦିଆଯଉଥିବା ଶ୍ରୀ ଭୋଇ ପ୍ରକାଶ କରିଛନ୍ତି । ଅସୀମଙ୍କ ଛାତ୍ରୀ ନେସନାଲ ଗୋଲଡ ମେଡାଲିଷ୍ଟ ଅଙ୍କିତା ଦାସ ସ୍ୱତନ୍ତ୍ର ଝିଅ ମାନଙ୍କୁ ଟ୍ରେନିଂ ଦେଉଥିବା ବେଳେ ସୁଶାନ୍ତ ମୁଗ୍ରୀ, କରନ ନନ୍ଦ ଓ ନରେନ୍ଦ୍ର ବରାଡ ଏହି ଶିବିରକୁ ସହଯୋଗ କରୁଛନ୍ତି । ଏହି ଉଦ୍‌ଘାଟନି ଅବସରେ ପିପି ଏକାଡେମି ହାଇସ୍କୁଲ ରେ ଏକ ସଭା ଆୟୋଜନ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଦେଓଗା  ବ୍ଲକ ବିଡିଓ ରାମଦତ୍ତ ଭୋଇ  ପ୍ରମୁଖ ଉପସ୍ଥିତ ରହି ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିରର ସମାଜ ପାଇଁ କେତେ ଯେ ଉପଯୋଗୀ , ସମ୍ମାନିତ ଅତିଥି ଡ. ସୁଚିସ୍ମିତା ମହାନ୍ତି, ଡ. ସୁମିତ୍ରା ଦାଶ ଓ ଏଡିସିନାଲ ସିଟିଓ ନମିତା ମିଶ୍ର ପ୍ରମୁଖ ଉପସ୍ଥିତ ରହି ଆତ୍ମ ରକ୍ଷା କୌଳସ ପ୍ରଶିକ୍ଷଣ ଶିବିର ସମାଜ ପାଇଁ କେତେ ଯେ ଉପଯୋଗୀ ସେ ଉପରେ ମତ ପ୍ରଦାନ କରିଥିଲେ ।  ଏହି ଅବସରରେ ଏହି କରାଟେ ସଂଗଠନର ନିଜସ୍ୱ ଭିତ୍ତିଭୂମି ହେଲେ କରାଟେ ଓ ତାଇକୋଣ୍ଡୋରେ ରୁଚି ରଖୁଥିବା ଛାତ୍ରୀ ଛାତ୍ରମାନଙ୍କର ସ୍ୱପ୍ନ ସାକାର ହୋଇ ପାରିବ ବୋଲି କରାଟେ ଅର୍ଗାନାଇଜେସନର ସମ୍ପାଦକ ଅସୀମ ଭୋଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ସଭାଟିକୁ ମନପ୍ରିତ କୌର ପରିଚାଳନା କରିଥିଲେ । ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ସମିକ୍ଷା ସଡଙ୍ଗି, ସୋନାକ୍ଷୀ ଭୋଇ ଓ ତ୍ରୀଲୋକେସ ଶତପଥୀ ନୃତ୍ୟ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like