-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

ଜଙ୍ଗଲି ହାତୀ ଦେଖି ବାଙ୍କିବାହାଲ ଗ୍ରାମବାସୀଙ୍କ ମନରେ ଭୟର ବାତାବରଣ

07-Jun-2022



ପାଟଣାଗଡ଼ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ରେଞ୍ଜ ଯୋଗୀମୁଣ୍ଡା ଅନ୍ତର୍ଗତ ବାଙ୍କିବାହାଲ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଗତକାଲି ପ୍ରାୟ ୧୫ ଟି ହାତୀପଲ ପଶିଛନ୍ତି । ଜଙ୍ଗଲରୁ ହାତୀପଲ ପଶି ଆସି ବାଙ୍କୀବାହାଲ , ପାଢେଲ ସର୍କଲ ର ବାଙ୍କୋଡେ ସଂରକ୍ଷିତ ଜଙ୍ଗଲ ରହିଥିବା ବେଳେ ଆଜି ପୁଣି ସକାଳ ଜଙ୍ଗଲରୁ ଜଙ୍ଗଲରେ ଆତଙ୍କ ଖେଳାଇଛନ୍ତି । ଗାଁ ମୁଣ୍ଡରେ ହାତୀପଲ ପହଞ୍ଚିବା ପରେ ଗ୍ରାମବାସୀଙ୍କ ମହଲରେ ଭୟର ବାତାବରଣ ଦେଖା ଦେଇଛି । ଖବର ପାଇ ପାଟଣାଗଡ଼ ରେଞ୍ଜରଙ୍କ ନିର୍ଦ୍ଦେଶକ୍ରମେ ପାଢେଲ ସର୍କଲ ଫରେଷ୍ଟର ସତ୍ୟବାନ ମାଝୀ ଲାଠୋର ଫରେଷ୍ଟର , ଧଣ୍ଡାମୁଣ୍ଡା  ଫରେଷ୍ଟ ଗାର୍ଡ ସହିତ ପାରା ଗାର୍ଡ ଓ ବନ୍ୟପ୍ରାଣୀ ସୁରକ୍ଷା ସ୍କ୍ଵାର୍ଡ୍‌ଙ୍କୁ ନେଇ ଏକ ଟିମ୍‌ ଆଜି ପୁଣି ସକାଳୁ ହାତୀ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ପଶି ହାତୀପଲର ଗତିବିଧି ଦେଖିଥିଲେ ସୂଚନା ମିଳିଛି । ଫଳରେ ଅଞ୍ଚଳବାସୀ ଏବେ ଭୟଭୀତ ହୋଇ ରହିଥିବା ଦେଖିବାକୁ ମିଳିଛି । ଜଙ୍ଗଲ ହ୍ରାସ ପାଇବା ସହିତ ବନ୍ୟପ୍ରାଣୀଙ୍କ ଖାଦ୍ୟ ଅଭାବ ଯୋଗୁଁ ଏଭଳି ହାତୀପଲ ଓ ଅନ୍ୟ ବନ୍ୟପ୍ରାଣୀ ଏବେ ଗାଆଁ ମୁହାଁ ହେଉଥିବା ଜଣାପଡିଛି । ହାତୀ ପଲ  କିଛି ଦିନ ଆଗରୁ ସୁଲିଆ ଜଙ୍ଗଲ ଅଂଚଳରେ ରହୁଥିବା ବେଳେ କେତେ ଜଣ ହାତୀ ହାବୁଡରେ ପଡି ପ୍ରାଣ ହରାଇଥିବାରୁ ଲୋକେ ଆଗକୁ ପ୍ରାୟ ସମୟରେ ହାତୀପଲ ଓ ଅନ୍ୟାନ୍ୟ ବନ୍ୟପ୍ରାଣୀଙ୍କ ସହିତ ସାମ୍ନାସାମ୍ନୀ ହେବେ ଏଥିରେ ସନ୍ଦେହ ନାହିଁ ଲୋକେ ଆହୁରି ଆତଙ୍କିତ ହୋଇପଡିଛନ୍ତି । ହାତୀପଲ ଜଙ୍ଗଲ ପଶିବାରୁ ଦିନ ତମାମ ବିଦ୍ୟୁତ କାଟ ଯୋଗୁଁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗିଛନ୍ତି । ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ରେ ଜଙ୍ଗଲ ତଲି ଅଞ୍ଚଳ ଗାଁ ଗୁଡ଼ିକରେ ଲୋକମାନେ ଗାଁ ଦାଣ୍ଡରେ ଶୋଉଥିବା ହେତୁ ସେମାନଙ୍କୁ ନ ଶୋଇବା ଜଙ୍ଗଲ ବିଭାଗ ପକ୍ଷରୁ କୁହାଯାଇଛି । ଡ଼ାକବାଜି ଯନ୍ତ୍ର ଦ୍ବାରା ଲୋକମାନଙ୍କୁ ସତର୍କ କରାଯାଉଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like