-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

  ଟିଟିଲାଗଡ଼: ଅଂଶୁଘାତର ଶିକାର ହୋଇ ଅପରିଚିତ ବ୍ୟକ୍ତିଙ୍କ ମୃତ୍ୟୁ

08-Jun-2022



ଟିଟିଲାଗଡ(ସନ୍ତୋଷ କୁମାର ନାଏକ) :ଟିଟିଲାଗଡ ସବ ଡିଭିଜନାଲ ସରକାରୀ ଡାକ୍ତରଖାନାରେ  ଅଂଶୁଘାତର ଶିକାର ହୋଇ ଜଣେ ଅପରିଚିତ ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାଯାଇଛି । ସୂଚନା ଅନୁଯାୟୀ ଟିଟିଲାଗଡ ରେଳ ଷ୍ଟେସନ ନିକଟରେ ଗତ ତିନି ଦିନ ତଳେ ଗୁରୁତର ଅବସ୍ଥାରେ ଥିବା ଦେଖି ଦୁଇ ଜଣ ଯୁବକ ଡାକ୍ତରଖାନାକୁ ଆଣି ଛାଡ଼ି ଚାଲିଯାଇଥିଲେ । ଉକ୍ତ ଯୁବକଙ୍କ ସ୍ଥିତି ଅତ୍ୟନ୍ତ ଦୁର୍ବଳ ହୋଇପଡିଥିବା ଯୋଗୁଁ ସେ ତାଙ୍କ ପରିଚୟ ସଠିକ ଭାବେ ପ୍ରକାଶ କରି ପାରୁ ନ ଥିଲେ । ଗତ ତା୦୫ ତାରିଖରେ ନିଜକୁ ଅଟୋଡ୍ରାଇଭର କହି ଉକ୍ତ ଦୁଇ ଯୁବକ ପରିଚୟ ଦେଇ ମୃତକ ଙ୍କୁ ଭର୍ତ୍ତି କରି ଚାଲିଯାଇଥିଲେ । ଉକ୍ତ ୫ତାରିଖ ଦିନରୁ ଅଂଶୁଘାତ କକ୍ଷ ର ୩ ନଂ ଶଯ୍ୟାରେ ତାଙ୍କୁ ରଖି ଚିକିତ୍ସା ଜାରି ରଖାଯାଇଥିବା ବେଳେ ହଠାତ ଗତ ମଙ୍ଗଳବାର ଦିନ ସନ୍ଧ୍ୟା ପ୍ରାୟ ୬ଟା୩୦ ମିନିଟରେ ତାଙ୍କ ଶୋଚନୀୟ ମୃତୁ ଘଟିଛି । ଡl ଓଁକାର ହୋତା ତାଙ୍କୁ ମୃତ ଘୋଷଣା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ତାଙ୍କର କୌଣସି ପରିଚିତ ମିଳିପାରିନାହିଁ । ଏପରି କି ଉକ୍ତ ଦୁଇ ଜଣ ଯେଉଁମାନେ କି ଡାକ୍ତରଖାନା ପହଞ୍ଚାଇ ଥିଲେ କିଛି ସୂଚନା ବି ମିଳିପାରିନି ।
ଉକ୍ତ ମୃତ ଦେହ ସ୍ଥାନୀୟ ଡାକ୍ତରଖାନାରେ ଥିବା ବେଳେ ସରକାରୀ ଭାବେ ୯୦ ଘଣ୍ଟା ପର୍ଯ୍ୟନ୍ତ ରଖାଯିବା ପରେ ଯଦି କେହି ପରିବାର ଲୋକେ ନ ଆସନ୍ତି ତେବେ ସତ୍କାର ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଛନ୍ତି । ସେହିପରି ସ୍ବେଚ୍ଛାସେବୀ ମାନେ ଯଥା ଲାୟନ୍ସ କ୍ଲବ ପ୍ରତିନିଧି ମହମ୍ମଦ ସାହିଲ ଓ ଜନ ସେବା ସଂଘ ସଭାପତି ଏ ନେଇ ସବ ସତ୍କାର ନିମନ୍ତେ  ପୋଲିସକୁ ସୂଚନା ଦେଇଥିବା ଜଣାଯାଇଛି । ଏ ନେଇ ପୋଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ କରିବା ଓ ସମସ୍ତ ପ୍ରକ୍ରିୟା ସମ୍ପନ୍ନ ହେବା ପରେ ସବ ହସ୍ତାନ୍ତର କରିବା ପ୍ରକାଶ କରିଛନ୍ତି  । ବିଶେଷ ଦ୍ରଷ୍ଟବ୍ୟ ଯେ- ଉକ୍ତ ଅଜଣା ବ୍ୟକ୍ତି ଙ୍କ ସବବ୍ୟବଛେଦ ପରେ ଅଂଶୁଘାତରେ ମୃତ୍ୟୁ ହୋଇଛି ନା  ଅନ୍ୟ କିଛି କାରଣ ରହିଛି ତାହା ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ଉକ୍ତ ଅଂଶୁଘାତ କକ୍ଷରେ ଆଉ ଚାରି ଅଂଶୁଘାତରେ ଅକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ପରିତାପର ବିଷୟ ଏହା ଯେ,ଏହି ଡାକ୍ତରଖାନାରେ ମାତ୍ର ଗୋଟିଏ ସବ ସଂରକ୍ଷଣ ଫ୍ରିଜର ରହିଛି ଓ ସେଥିରେ ଆଉ ଜଣେ ଅନୁରୂପ ମୃତକଙ୍କୁ ରଖାଯାଇ ଥିବା ବେଳେ ବର୍ତ୍ତମାନ ୯୦ ଘଣ୍ଟା ପର୍ଯ୍ୟନ୍ତ ଆଉ ଜଣଙ୍କୁ କିପରି ରଖାଯିବ ତାହା ଚିନ୍ତା ର ବିଷୟ ପାଲଟିଛି । କାରଣ ଶବ ବିନା ଫ୍ରିଜର ରେ ନଷ୍ଟ ହୋଇଯିବ । ପ୍ରକାଶ ଯେ ଗତ କାଲି ସିଂଧେକେଲା ଅଞ୍ଚଳ ରୁ ଜଣେ ଗୁରୁତର ପ୍ରସୂତୀ ମହିଳା ଆସିଥିବା ଓ ତାର ରକ୍ତ ର ପରିମାଣ ମାତ୍ର ୩℅ଭାଗ ରହିଥିଲା । ହେଲେ ଏହି ଡାକ୍ତର ଖାନାରେ ଆଇସିୟୁ ବ୍ୟବସ୍ଥା ନ ଥିବାରୁ ଡ଼ଃ ବଳରାମ ସାହୁ ତାଙ୍କୁ ରକ୍ତ ବ୍ୟବସ୍ଥା କରେଇ ବଲାଙ୍ଗୀର ମ୍ୟାଡିକାଲ କଲେଜ ଡାକ୍ତର ଖାନା କୁ ସ୍ଥାନାନ୍ତରିତ କରିଥିଲେ । ଅଞ୍ଚଳରେ ଏହି ମୁଖ୍ୟ ଡାକ୍ତରଖାନାର ପଦପଦବୀ ସହ ଆବଶ୍ୟକ ଜରୁରୀ ସୁବିଧା, ସୁଯୋଗ ନ ଥିବାରୁ ଲୋକେ ଦୁର୍ଦ୍ଦଶା ଭୋଗ କରିବା ସହ ଅକାଳ ମୃତ୍ୟୁର ଶିକାର ହେବା ଦେଖାଯାଉଛି । 

ଏ ନେଇ ବିଭାଗୀୟ ମୁଖ୍ୟ ଶାସନ ସଚିବ ନିଜେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ସ୍ବେଚ୍ଛାସେବୀ ମହଲରେ ଦୃଢ଼ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like