-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଆର୍ ଟି ଆଇ କର୍ମୀ ହେମନ୍ତ ପଣ୍ଡାଙ୍କ ତଥ୍ଯଭିତ୍ତିକ ସୂଚନା : ମୁଖ୍ୟମନ୍ତ୍ରୀଙ୍କ ଇଂଲଣ୍ଡ ଗସ୍ତ  ଖର୍ଚ୍ଚ କମ ଥିଲା କିନ୍ତୁ ସୁଫଳ ବେଶୀ

08-Jun-2022



ଇଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ): ଦୀର୍ଘ ଏକ ଦଶନ୍ଧି ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାସ  ଶେଷ ସପ୍ତାହରେ ପୁଣି  ବିଦେଶ ଗସ୍ତ କରୁଥିବା ଜଣାପଡିଛି ।  ମୁଖ୍ୟମନ୍ତ୍ରୀ  ୨୦୧୨ ମସିହା ମଇ ୨୧ ରୁ ୩୧ ପର୍ଯ୍ୟନ୍ତ ଇଂଲଣ୍ଡ ଗସ୍ତ କରିଥିଲେ । ଦଶ ବର୍ଷ ତଳର ଏହି ବିଦେଶ ଗସ୍ତରୁ ମୁଖ୍ୟମନ୍ତ୍ରୀ କମ ଖର୍ଚ୍ଚରେ ରାଜ୍ୟକୁ ସୁଫଳ ଆଣିଥିବା କଥା ବଲାଙ୍ଗୀରର ବିଶିଷ୍ଟ ସୂଚନା ଅଧରକାର କର୍ମୀ ହେମନ୍ତ କୁମାର ପଣ୍ଡା  ମିଳିଥିବା ତଥ୍ୟକୁ  ଆଧାର କରି କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କ ତତ୍କାଳୀନ ପ୍ରମୁଖ ସଚିବ ଏ ପି ପାଢୀ, ସ୍କୁଲ ଓ ଗଣ ଶିକ୍ଷା ସଚିବ ରାଜେଶ ବର୍ମା, ମହିଳା ଓ ଶିଶୁ ବିକାଶ ସଚିବ ଶ୍ରୀମତୀ ଆରତି ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ବିଦେଶ ଗସ୍ତ କରିଥିଲେ । ଏହି ଗସ୍ତକୁ ରାଜ୍ୟପାଳ ସ୍ୱୀକୃତି ପ୍ରଦାନ କରିଥିଲେ । ଗସ୍ତ କାର୍ଯ୍ୟକ୍ରମରେ ସାମିଲ ପ୍ରତିନିଧିମାନଙ୍କୁ ଦୈନିକ ୧୦୦ ଆମେରିକୀୟ ଡଲାର ଭତ୍ତା ଦିଆଯିବା ପାଇଁ ସ୍ଥିରିକୃତ ହୋଇଥିବା ସାଧାରଣ ପ୍ରଶାସନ ବିଭାଗର ତା-୮/୫/୨୦୧୨ ଅଫିସ ଅର୍ଡରରୁ ଜଣା ପଡିଛି । ଓଡିଶା ସରକାର ଓ ଡିଏଫଆଇଡିର ସହଭାଗୀତାକୁ ଦୃଢ କରିବା ପାଇଁ ଓ ନୂତନ ସମ୍ଭାବନାକୁ ନେଇ ଆଲୋଚନା, ଗରୀବି ଓ କୁପୋଷଣକୁ ହ୍ରାସ କରିବା ପାଇଁ ଆଇ. ଡିଏସ ସସେସ୍କ ସହ ଆଲୋଚନା ସହ ଲଣ୍ଡନରେ ଓଡିଶା ହସ୍ତତନ୍ତ ପ୍ରଦର୍ଶନି ଉଦଘାଟନ ଇତ୍ୟାଦି କାର୍ଯ୍ୟକ୍ରମ ରହିଥିଲା । ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ରହିବା, ଯିବା ଆସିବା ପାଇଁ ଭାରତୀୟ ଦୂତାବାସକୁ ଅନୁରୋଧ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଓ ତାଙ୍କ କାର୍ଯ୍ୟାଳୟର ସଚିବ ମାନଙ୍କ ଖର୍ଚ୍ଚ ସଂସଦୀୟ ବ୍ୟାପାର ବିଭାଗ କରିବା ପାଇଁ କୁହାଯାଇଥିବା ବେଳେ ବାକି ମାନଙ୍କ ଖର୍ଚ୍ଚ ସେମାନଙ୍କ ସମ୍ପୃକ୍ତ ବିଭାଗ କରିବା ପାଇଁ କୁହାଯାଇଥିଲା । ଓଡିଶାରୁ ଲଣ୍ଡନକୁ ମୁଖ୍ୟମନ୍ତ୍ରୀଙ୍କ ଯିବା ଆସିବା ଖର୍ଚ୍ଚ ୨ ଲକ୍ଷ ୫୪ ହଜାର ୫୨୪ ଟଙ୍କା ଥିବା ବେଳେ ତାଙ୍କ ପ୍ରମୁଖ ସଚିବ ଓ ସଚିବ ଲଣ୍ଡନ ଗସ୍ତ ବାବଦକୁ ୨ ଲକ୍ଷ ୯୭ ହଜାର ୨୭୭ ଟଙ୍କା ଦାବୀ କରିଥିବା ରାଜ୍ୟର ସଂସଦୀୟ ବ୍ୟାପାର ବିଭାଗ ତଥ୍ୟରେ କୁହାଯାଇଛି । ଲଣ୍ଡନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ସୂଚନା କର୍ମି ପଣ୍ଡାଙ୍କୁ ଦିଆଯାଇଥିବା ତଥ୍ୟରେ ମୁଖ୍ୟମନ୍ତ୍ରୀ ଲଣ୍ଡନ ସ୍ଥିତ ହୋଟେଲ କ୍ଲାରିଜସ ରେ ୨୩ ମଇ ୨୦୧୨ରୁ ୩୧ ମଇ ୨୦୧୨ ପର୍ଯ୍ୟନ୍ତ ରହିଥିବା କୁହାଯାଇଛି । ଏହାର ଖର୍ଚ୍ଚ ୩ ଲକ୍ଷ ୮୫ ହଜାର ୩୦୦ ଟଙ୍କା ବୋଲି ତଥ୍ୟରେ କୁହାଯାଇଛି । ଲଣ୍ଡନ ରହଣି ମଧ୍ୟରେ ମୁଖ୍ୟମନ୍ତ୍ରୀ ଡିଏଫଆଇଡି ର ସେକ୍ରେତାରୀ ଅଫ ଷ୍ଟେଟ ଆଣ୍ଡ୍ରିଉ ମିଚେଲଙ୍କୁ ସାକ୍ଷାତ କରି ଗରିବି ଦୂରୀକରଣ ଓ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ସରକାରୀ ଘରୋଇ ସହେଯାଗୀତା ସମ୍ବନ୍ଧରେ ଆଲୋଚନା କରିଥିଲେ । ଆଡିଏସ ସସେକ୍ସର ନିର୍ଦ୍ଦେଶକ ଡ. ଲରେନ୍ସ ହାଡାଡଙ୍କ ସହ ଦୂତାବାସରେ ସାକ୍ଷାତ କରିଥିଲେ । ଆଡିଏସ ସସେକ୍ସ ସହିତ ମମତା ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ଡିଏଫଆଇଡି ସହିତ ବିଦ୍ୟାଳୟରେ ଉପସ୍ଥାନ ବୃଦ୍ଧି କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଆର୍ଥିକ ସହାୟତା ଦେବା ସମ୍ବନ୍ଧରେ ଆଲୋଚନା ହୋଇଥିଲା । ରାୟଗଡାରେ ପ୍ରଥମେ ଏହାର ପାଇଲଟ ପ୍ରେଜେକ୍ଟ ଆରମ୍ଭ କରାଯାଇଥିଲା । ମୋଟ ଉପରେ ଏହି ଯୋଜନା ଗୁଡିକ ବର୍ତ୍ତମାନ ସମୟରେ ସଫଳତାର ସହ ଚାଲିଛି ବୋଲି ପଣ୍ଡା କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିଗତ ବିଦେଶ ଗସ୍ତକୁ ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ଏକ ସଫଳ ଗସ୍ତ ବୋଲି କୁହାଯାଇପାରେ ବୋଲି ପଣ୍ଡା କହିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like