-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭିନ୍ନକ୍ଷମ ସାଜିଲେ ଭିନ୍ନକ୍ଷମଙ୍କ ଦରଦୀ ବନ୍ଧୁ

08-Jun-2022



ପାଟଣାଗଡ଼ : ଭିନ୍ନକ୍ଷମ ସାଜିଲେ ଭିନ୍ନକ୍ଷମ ଙ୍କ ଦରଦୀ ବନ୍ଧୁ  ଏହା କୌଣସି ନାଟକ ର ଡାଇଇକ୍ ନୁହେଁ ତାହା ସତ୍ୟ ଘଟଣା ଏପରି ଏକ ଘଟଣା ଦେଖିବାକୁ ମିଳିଛି ଆମ ପାଟଣାଗଡ଼ ସହର କଚେରି  କୋର୍ଟ ପରିସରରେ । ସତରେ ଭଗବାନ କାହାକୁ କେଉଁ ବୁଦ୍ଧି ବିବେକ ଦେଇଛନ୍ତି । ଦୁନିଆରେ କିଏ ସବଳ ତ ପୁଣି ଦୁର୍ବଳ କିଏ ଛୋଟା ତ ପୁଣି କିଏ ଅନ୍ଧ  ହେଲେ ତାଙ୍କରି ମଣିଷ ପଣିଆ ମହାନ୍ । ଏପରି   ଜଣେ ବ୍ୟକ୍ତି ନିଜେ ଭିନ୍ନକ୍ଷମ ହୋଇ ସୁଦ୍ଧା ଆଉ ଜଣେ ଭିନ୍ନକ୍ଷମ ଙ୍କ ଦରଦୀ ବନ୍ଧୁ ସାଜି ଅନ୍ୟ ଭିନ୍ନକ୍ଷମ ମଣିଷ ର ଅଭାବ ଅସୁବିଧା ଓ ଦୁଃଖ କୁ ହୃଦୟ ଙ୍ଗମ କରିପାରିଛନ୍ତି ସେମିତି ଜଣେ ଭିନ୍ନକ୍ଷମ ଦରଦୀ ବ୍ୟକ୍ତି । ସେ ଦରଦୀ ଭିନ୍ନକ୍ଷମ ବ୍ୟକ୍ତି ଜଣକ ହେଲେ ପାଟଣାଗଡ଼  ସହର ଓକିଲ ତରୁଣ କୁମାର ପାତ୍ର । ଓକିଲ ତରୁଣ କୁମାର ପାତ୍ର ପ୍ରତି ଦିନ ଭଲି ନିଜ ହୁଇଲ ଚେୟାର ରେ  କୋର୍ଟ  ପହଞ୍ଚିଥିଲେ । ଗତ ୪ /୫ ଦିନ ହେଲା କୋର୍ଟକୁ ଆସିଲା ବେଳକୁ ଦେଖିବାକୁ ପାଇଲେ ବ୍ୟକ୍ତି ଜଣକ କୋର୍ଟ ସମ୍ମୁଖ ବାରଣ୍ଡାରେ ବସି ଥିବା ବେଳେ କେତେବେଳେ ନିରାଶ ହେଲା ପରି ବାରଣ୍ଡାରେ  ଶୋଇପଡନ୍ତି । ଗୋଡ ଅଚଳ ଆଉ କଣ'ବା କାମ ଧନ୍ଦା କରିପାରିବେ । ଆଜି ମତେ ତରୁଣ ଭାଇ କହିଲେ କୋର୍ଟ ପରିସରରେ ଜଣକୁ ସାହାଯ୍ୟ କରିବା । ଭିନ୍ନକ୍ଷମ ଓକିଲ ତରୁଣ ଓ ଦୁଇ ଜଣ ଓକିଲ ବାରଣ୍ଡାରେ ଥିବା ବ୍ୟକ୍ତି ଜଣକ ପାଖକୁ ଯାଇ ପଚାରିବୁଝିଥିଲେ । ବ୍ୟକ୍ତି ଜଣକ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଘରମହୁଲି ଗ୍ରାମ ର ଖୁସିରାମ ମାଝୀ । ତାଙ୍କ ବାପା ମା ଆର ପାରିକୁ ଚାଲିଯିବା ପରେ ଅନ୍ୟ  ଭାଇ ଭାଉଜ ମାନେ ଖାଇବାକୁ ନ ଦେବାରୁ ଖୁସିରାମ   ଘରଛାଡି ଚାଳି ଚାଳି ଭୋକ ଉପାସରେ ପାଟଣାଗଡ଼ ଆସି କୋର୍ଟ ବାରଣ୍ଡାରେ ଆଶ୍ରୟ ନେଇଥିବା ଖୁସିରାମ କାନ୍ଦି କାନ୍ଦି  ପ୍ରକାଶ କରିଥିଲେ । ଅସହାୟ ଖୁସିରାମ ଙ୍କ କଥା ଭିନ୍ନକ୍ଷମ ଓକିଲ ତରୁଣ ଓ ଦୁଇ ସହଯୋଗୀ ଓକିଲ ତୁରନ୍ତ ଉପଜିଲ୍ଲାପାଳ ଡ଼.ବିଜୟା ନନ୍ଦ ସେଠୀ ଭେଟି ଦୃଷ୍ଟି ଆକର୍ଷଣ କରିଥିଲେ । ପରେ ଉପଜିଲ୍ଲାପାଳ ଡ଼ ସେଠୀ ତୁରନ୍ତ ସହଯୋଗ ର ହାତ ବଢାଇ ତାଙ୍କର ଅଧସ୍ତନ ଅଧିକାରୀଙ୍କୁ  ଭେଟ କରିବାକୁ ନିର୍ଦ୍ଦେଶ ଦେବା ସହିତ ଅସହାୟ ଖୁସିରାମ ଙ୍କୁ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ଉପଜିଲ୍ଲାପାଳ ଡ଼ ବିଜୟା ନନ୍ଦ ସେଠୀ ଙ୍କୁ ଓକିଲ ତରୁଣ ଓ ଦୁଇ ସହଯୋଗୀ ଓକିଲ ଙ୍କ ପକ୍ଷରୁ ଭୂୟସୀ ପ୍ରଶଂସା କରିଥିବା ବେଳେ ଅସହାୟ ଗରିବ , ନିରାଶ୍ରୟ , ତଥା ଅନ୍ୟ ର ଦୁଃଖ ରେ ଦୁଃଖି ହୋଇ ସହାୟତା ର ହାତ ବଢାଇଲେ ସମାଜ ରେ ଥିବା ଅନେକ ଅସହାୟ ଲୋକଙ୍କ ମୁହଁରେ ହସ ଫୁଟେଇ ପାରିବ ବୋଲି ନିବେଦନ କରିଛନ୍ତି । ଭିନ୍ନକ୍ଷମ ଓକିଲ ତରୁଣ ସମାଜ ପାଇଁ ଏକ ଉଦାହରଣ ପାଲଟିଥିବା ବେଳେ ଦୁଇ ସହଯୋଗୀ ଓକିଲ ଙ୍କ ଏପରି ମହତ୍ କାର୍ଯ୍ୟ ପାଇଁ  ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like