-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଜୀ ସାର୍ଥକର ନୂଆ ସିନେମା ‘ମୋ ପଣତକାନିରେ ତୁ’ର ଓ୍ଵାର୍ଲଡ ଟିଭି ପ୍ରିମିୟର ଜୁନ୍ ୧୨

08-Jun-2022



ଭୁବନେଶ୍ୱର : ଜୀ ସାର୍ଥକର ନୂଆ ସିନେମା ‘ମୋ ପଣତକାନିରେ ତୁ’ର ଅଡିଓ ରିଲିଜ୍ ହୋଇ ଯାଇଛି । ଜୁନ୍ ୧୨ ରେ ଫିଲ୍ମଟି ଜୀ ସାର୍ଥକ ରେ ଓ୍ଵାର୍ଲଡ ଟେଲିଭିଜନ ପ୍ରିମିୟର  ହେଉଥିବା ବେଳେ  ଏହାର ଗୀତଗୁଡିକ‌ ଲୋକାଦୃତ  ହେବ ବୋଲି ଜୀ ସାର୍ଥକ ଆଶା ପ୍ରକଟ କରିଛି ।

ଫିଲ୍ମର ଗୀତଗୂଡିକୁ  ସଂଗୀତରେ ସଜାଇଛନ୍ତି ବୈଦ୍ୟନାଥ ଦାଶ । ଫିଲ୍ମର ସବୁ ଗୀତ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ପୁରା ଟିମ୍ ଆଶାବାଦୀ । ଗୀତ ଗୁଡ଼ିକୁ ରଚନା କରିଛନ୍ତି ଅରୁଣ ମନ୍ତ୍ରୀ, ଡ଼ ଶୁଭ ଦାସ, ସୂର୍ଯ୍ୟ ମହାପାତ୍ର, ନିହାର ପ୍ରିୟାଶିଷ୍, ଓ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, କୁଲଦୀପ ପଟ୍ଟନାୟକ, ସୁଭାଶିଷ ସାହୁ , ଅସୀମା ପଣ୍ଡା, ସଞ୍ଜୁ, ଅର୍ପିତା ଚୈଧୁରୀ ।ମ୍ୟୁଜିକ ଆରେଞ୍ଜମେଣ୍ଟ କରିଛନ୍ତି ରାଜା ଅନୀଲ।

ଜୀ ସାର୍ଥକ ଫିଲ୍ମସ ଓ ସାଇ ଶ୍ରଦ୍ଧା ପ୍ରଡକ୍ସନ୍ ବ୍ୟାନରରେ ନିର୍ମାଣ ହେଉଛି ନୂଆ ସିନେମା  ‘ମୋ ପଣତକାନିରେ ତୁ’ । ଏହି ଚଳଚ୍ଚିତ୍ରରେ ଦର୍ଶକ ଦେଖିବେ ନୂଆ ଯୋଡ଼ି ଜ୍ୟୋତି ରଞ୍ଜନ ଓ ଶ୍ରଦ୍ଧାଙ୍କୁ । ଫିଲ୍ମର ଆକର୍ଷଣ ରହିଛି ଭେଟରାନ ଅଭିନେତ୍ରୀ ମହାଶ୍ୱେତାଙ୍କ ସୀତା ଦେବୀ ଭୂମିକାରେ ଅଭିନୟ । ଫିଲ୍ମର ଅନ୍ୟ ଏକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ନିର୍ବାହ କରିଛନ୍ତି କମେଡିଆନ ହରିହର ମହାପାତ୍ର । ଅଭିନୟ ସାଙ୍ଗକୁ କାହାଣୀ ନିଜେ ହରିହର ଲେଖିଥିବା ବେଳେ ପିନୁ ନାଏକ ନିର୍ଦ୍ଦେଶନା ଦେଇଛନ୍ତି । ଫିଲ୍ମର ପ୍ରଯୋଜନା କରିଛନ୍ତି ପ୍ରଦ୍ୟୁମ୍ନ ଲେଙ୍କା ଓ ବିକ୍ରମ କେଶରୀ ବିଷୋୟୀ।
ଚଳଚ୍ଚିତ୍ର ର କାହାଣୀ ସହ ସଙ୍ଗୀତ ମଧ୍ୟ ଲୋକାଦୃତ ହୋଇ ପାରିବ ବୋଲି ଜୀସାର୍ଥକ ପକ୍ଷରୁ ପ୍ରକାଶ କରାଯାଇଛି । ଜୀ ସାର୍ଥକ ପୂର୍ବରୁ "ଦିଦିନମସ୍କାର" , "ଡିଟେକଟିଭ୍ କରନ୍ ଅର୍ଜୁନ " ଭଳି ଚଳଚ୍ଚିତ୍ର ଭେଟି ଦେଇଥିବା ବେଳେ ଜୁନ୍ ୧୨ତାରିଖ ସଂଧ୍ୟା ସାଢ଼େ ପାଞ୍ଚଟାରେ  ଫିଲ୍ମ ‘ମୋ ପଣତକାନିରେ ତୁ’ର ଓ୍ବାର୍ଲଡ ଟିଭି ପ୍ରିମିୟର ହେବ ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like