-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ ବାଳିକା ଊଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ମହା ସମାରୋହ ରେ ପାଳିତ* - *କେବଳ ଭିତ୍ତିଭୂମି ହେଲେ ହେବନି  ଶିକ୍ଷକ ଅଭାବ ଦୂର ହେଲେ ପିଲା ଭଲ ମଣିଷ ହେବେ 5T ସଫଳ ହେବ  ବିଧାୟକ - ନରସିଂହ ମିଶ୍ର

08-Jun-2022



ବଲାଙ୍ଗୀର(ମନୋରଞ୍ଜନ ତ୍ରିପାଠୀ) - ଆଜି ସନ୍ଧ୍ୟା  ୬ଘଣ୍ଟା ବେଳେ ବଲାଙ୍ଗୀର ଟାଉନ ବାଳିକା ହାଇସ୍କୁଲର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି l ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଶ୍ରୀ ଗଣେଶ  ସରସ୍ବତୀଙ୍କ ପ୍ରତିମୂର୍ତ୍ତିରେ ପୂଜାର୍ଚ୍ଚନା କରି ଅଡିଟୋରୀୟମକୁ ଉଦଘାଟନ କରିଥିଲେ l ଏବଂ ସଭାରେ ଉଦବୋଧନ ଦେଇ ଛାତ୍ର ଛାତ୍ରୀ 

ଶୃଙ୍ଖଳା  ରଖିଲେ,  ମନ କୁ ଦୃଢ଼ କଲେ ଓ ବାହ୍ୟ ଜ୍ଞାନ ଆହରଣ କଲେ ସମସ୍ତେ ବଡ଼  ମଣିଷ ହେବ ଓ ସବୁଠି ସଫଳତା  ପାଇବ ବୋଲି ମତ ରଖି  ଜ୍ଞାନ କୁ  କେବଳ ବହି ଭିତରେ ସୀମିତ ନ ରଖିବା କୁ କହିଥିଲେ l  ଏବଂ କେବଳ ଭିତିଭୂମି  ହେଲେ ହେବନି ଉତ୍ତମ  ଶିକ୍ଷା ପାଇଁ  ପୂର୍ଣ୍ଣ ମାତ୍ରl ରେ ଶିକ୍ଷକ ଶିକ୍ଷୟିତ୍ରୀ  ନିଯୁକ୍ତି  କଲେ ସରକାର ଙ୍କ 5T  ସଫଳତା ହେବ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବେ ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ବଲାଙ୍ଗୀର ଡି ଏଫ ଓ ଶ୍ରୀ  ନୀତିଶ କୁମାର (ଆଇ ଏଫ ଏସ ) ଓ ଜ଼ିଲ୍ଲା ଶିକ୍ଷାଧିକାରୀ ଧ୍ରୁବ ଚରଣ ବେହେରା, ଏ ଡି ଇ ଓ କେଶବ ମେହେର, ଯୋଗ ଦେଇ ମତ ରଖି ଛାତ୍ରୀ ଓ ଅଭିଭାବକ ଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ l ମୁଖ୍ୟ ବକ୍ତା ଭାବେ ଡଃ ଗୀତାଞ୍ଜଳି ପାଢ଼ୀ   ସି ଟି ଇ  ଅଧ୍ୟକ୍ଷା ଯୋଗ ଦେଇ  ଯେବେ ଦୃଢ଼ ଇଚ୍ଛା ଶକ୍ତି ବିଚାର ଶକ୍ତି, ସାଧନା ଶକ୍ତି ସବୁ ଶକ୍ତି ଏକାଠି ହୋଇ ଯାଆନ୍ତି  ଓ ଯେଉଁ ଛାତ୍ରଛାତ୍ରୀ ସମୟର ସଦ ଉପଯୋଗ କରିଥାନ୍ତି ତାହେଲେ ପ୍ରତ୍ୟକ କ୍ଷେତ୍ରରେ ସଫଳତା ଅତି ସହଜ  ହୋଇଥାଏ ବୋଲି ମତ ରଖିଥିଲେ l  ଡି ଇ ଓ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ବ ରେ ଆଜିର ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର କୁମାର ମିଶ୍ର  ଅତିଥି ପରିଚୟ ଓ ବାର୍ଷିକ ବିବରଣୀ ପାଠ କରିଥିଲେ l ପି ଇ ଟି କସ୍ତୁରୀ ରଥ  ସଭା ପରିଚାଳନା

କରିଥିବା ବେଳେ ବିଦ୍ୟାଳୟ ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା l  ବିଦ୍ୟାଳୟ ର ଛାତ୍ରୀ,  ଅଭିଭାବକ ଓ  ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ସମେତ ବଲାଙ୍ଗୀର ର ବହୁ ବୁଦ୍ଧିଜୀବୀ. ଗଣମାଧ୍ୟମ ପ୍ରତିନିଧି ଓ ମାନ୍ୟ ଗଣ୍ୟ ବ୍ୟକ୍ତି ଏହି ଉତ୍ସବ ରେ ଯୋଗ ଦେଇଥିଲେ  l  ଅବସର ଶିକ୍ଷୟତ୍ରୀ ଅନିତା ସିଂହ, ଚତୁର୍ଥ କର୍ମଚାରୀ ଟିକେ ଜାଲ ଙ୍କୁ ସଭାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରିଥିଲେ l ଶିକ୍ଷୟିତ୍ରୀ ତପସ୍ୱନି ମହାପାତ୍ର ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like