-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଦେଶ ବିଦେଶ

ମହାରାଷ୍ଟ୍ର-ଗୁଜରାଟ ପରେ ରାଜସ୍ଥାନରେ ବି କରୋନା ନେଇ ସରକାରଙ୍କ ବଡ ନିଷ୍ପତି: ୮ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଜାରି;

22-Nov-2020



ମହାରାଷ୍ଟ୍ର-ଗୁଜରାଟ ପରେ ରାଜସ୍ଥାନରେ ବି କରୋନା ନେଇ ସରକାରଙ୍କ ବଡ ନିଷ୍ପତି: ୮ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଜାରି; ରାତି ୮ଟାରୁ ସକାଳ ୬ଟା ଯାଏଁ ନିଷେଧାଦେଶ। ମାସ୍କ ନ ଲଗାଇଲେ ଜୋରିମାନା ହେଲା ଡବଲ!!*ଦିନକୁ ଦିନ ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ ଗୁଜୁରାଟ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାଣି । ଗୁଜୁରାଟ ଓ ମଧ୍ୟ ପ୍ରଦେଶର କେତେକ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲଗାଯିବା ପରେ ଏବେ ରାଜସ୍ତାନ ୮ଟି ସହରରେ କର୍ଫ୍ୟୁ ଲଗାଇବାକୁ ନିସ୍ପତି ନିଆଯାଇଛି । ରାଜସ୍ତାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବାସଭବନରେ ମନ୍ତ୍ରୀପରିଷଦ ସ୍ତରୀୟ ବୈଠକ ହୋଇଥିଲା!!କରୋନାରେ ବେଶି ପ୍ରଭାବିତ ଜିଲ୍ଲା ଗୁଡ଼ିକରେ ନାଇଟ କର୍ଫ୍ୟୁ ଲଗାଇବା ପାଇଁ ଘୋଷଣା କରାଯାଇଛି । ରାଜସ୍ତାନର ୮ଟି ଜିଲ୍ଲାରେ ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ପାଇଁ ନିଷ୍ପତି ହୋଇଛି । ଜୟପୁର, ଜୋଧପୁର, କୋଟା, ବିକାନେର, ଉଦୟପୁର, ଆଜମେର, ଅଲବର, ଭିଲୱାଡ଼ାରେ ନାଇଟ କର୍ଫ୍ୟୁ ଲାଗୁ ହେବ । ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୭ଟା ପର୍ଯ୍ୟନ୍ତ ବଜାର ଖୋଲା ରହିବ । ସେହିପରି ବିବାହ ସମାରୋହରେ ଶହେରୁ ଅଧିକା ଲୋକ ସାମିଲ ହୋଇପାରିବେ ନାହିଁ । ସେହିପରି ରାଜସ୍ତାନ ସରକାର ମାସ୍କା ପିନ୍ଧିବା ନେଇ ନୀୟମ କଡ଼ାକଡ଼ି କରିଛନ୍ତି । ମାସ୍କ ନପିନ୍ଧିଲେ ପାଂଚ ଶହ ଟଙ୍କାର ଜରିମାନା ଲାଗୁ କରାଯାଇଛି!!*ଅନ୍ୟପଟେ ଦେଶର ବିଭିନ୍ନ ରାଜ୍ୟକୁ କରୋନା ସଂକ୍ରମଣ ଫେରିବା ପରେ ଲକାଡାଉନ୍ ଫେରିଛି । ଦିଲ୍ଲୀ, ହରିଆଣା, ମଧ୍ୟପ୍ରଦେଶ, ଗୁଜୁରାଟ, ରାଜସ୍ଥାନ ଓ ମହାରାଷ୍ଟ୍ର ଭଳି ରାଜ୍ୟରେ ପ୍ରତିଦିନ ହଜାର ହଜାର ସଂଖ୍ୟକ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ ହେବା ପରେ ସଂକଟ ବଢିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏସବୁ ରାଜ୍ୟ ବିଭିନ୍ନ ସ୍ଥାନରେ ତାଲାବନ୍ଦ କଟକଣା ଲାଗୁ କରିଛନ୍ତି । ହେଲେ ବର୍ତମାନ ସମୟରେ ଓଡିଶାରେ ଲକଡାଉନ୍ର ଆବଶ୍ୟକତା ନାହିଁ । ରାଜ୍ୟରେ ସଂକ୍ରମଣ ହାର କମ୍ ରହିଛି, ଲୋକେ ସତର୍କ ରହିଲେ କରୋନାକୁ ରୋକି ହେବ କହିଛନ୍ତି ବିଶେଷଜ୍ଞ ଡାକ୍ତର!!*


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like