-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

     ସୁବର୍ଣ୍ଣପୁର ଜିଲ୍ଲାରେ ସଡକ ସୁରକ୍ଷା ସଂପର୍କିତ ରକ୍ଷକ ତାଲିମ ଉଦଯାପିତ

08-Jun-2022



ସୋନପୁର(ନିରଞ୍ଜନ ତ୍ରିପାଠୀ) ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ସୁବର୍ଣ୍ଣପୁର ଜିଲ୍ଲା ପରିବହନ କାର୍ଯ୍ୟାଳୟ ତରଫରୁ ନିତି ଦିନିଆ ହେଉଥିବା ସଡକ ଦୁର୍ଘଟଣା ଜନିତ ମୃତ୍ୟୁକୁ ହ୍ରାସ କରିବା ଉଦ୍ଦେଶ୍ୟରେ  ତିନିଦିନ ବ୍ୟାପୀ ‘ରକ୍ଷକ’ ତାଲିମ ଆୟୋଜିତ ହୋଇଯାଇଛି । ଆଜି ବୁଧବାର ସ୍ଥାନୀୟ ଖରଝୁରାର  ଜୟ ଜଗନ୍ନାଥ ହାଇସ୍କୁଲ ପରିସରରେ ରକ୍ଷକ ତାଲିମ ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜିଲ୍ଲା ପରିବହନ ଅଧିକାରୀ ରବିନ ପଟ୍ଟନାୟକ ଯୋଗଦେଇ ଜିଲ୍ଲାରେ ୧୩ ଗୋଟି ଆକସିଡେନ୍‌ଟ ବା୍ଲକ୍ ସ୍ପଟ ନିକଟରେ ବସବାସ କରୁଥିବା ଚା ଦୋକାନୀ, ପାନ ଦୋକାନୀ, ହୋଟେଲ ମାଲିକ, ଢାବା ମାଲିକ, ଯୁବ ଗୋଷ୍ଠୀର ସ୍ୱେଚ୍ଛାସେବୀ ମାନଙ୍କୁ ରକ୍ଷକ ତାଲିମ ପ୍ରଦାନ କରାଇଥିବାରୁ ଖୁସି ପ୍ରକାଶ କରିଥିଲେ । ରକ୍ଷକ ତାଲିମ ଗ୍ରହିତା ପ୍ରାଥମିକ ସେବା ପ୍ରଦାନକାରୀ ବ୍ୟକ୍ତି ( ଫାଷ୍ଟ ରେସପନ୍‌ଡର) ମାନେ ତାଙ୍କ ସାମ୍‌ନାରେ ଦୁର୍ଘଟଣାରେ ଆହାତ ହେଉଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରାଥମିକ ସେବା ପ୍ରଦାନ କରି ତୁରନ୍ତ ହସପିଟାଲକୁ ସ୍ଥାନାନ୍ତର କରାଇବେ ଏବଂ ଗୋଲଡେନ ଆୱାର ମଧ୍ୟରେ ଡାକ୍ତରି ଚିକିତ୍ସା କରାଇ ସେମାନଙ୍କ ଜୀବନକୁ ରକ୍ଷା କରିବାରେ ସହାୟକ ହେବେ ବୋଲି ମତବ୍ୟକ୍ତ

କରିଥିଲେ ।  ଅତିରିକ୍ତ ଜିଲ୍ଲା ପରିବହନ ଅଧିକାରୀ ସିବାଶିଷ ସାହୁ ସଭାକାର୍ଯ୍ୟକୁ ପରିଚାଳନା କରିଥେଲେ । ପ୍ରଥମ ଦିନରେ ଡୁଙ୍ଗୁରିପାଲି ହାଇସ୍କୁଲ, ବାଙ୍କିପାଲି ହାଇସ୍କୁଲ, ଦ୍ୱିତୀୟ ଦିନରେ ରାମପୁର ଜୁନିଅର ମହିଳା ପ୍ଲସ୍ ଟୁ ମହାବିଦ୍ୟାଳୟ, ପଂଚାୟତ ସମିତି ହାଇସ୍କୁଲ , ଉଲୁଣ୍ଡାରେ ରକ୍ଷକ ତାଲିମ ଆୟୋଜିତ ହୋଇଥିଲା । ସୁବର୍ଣ୍ଣପୁର ଜଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ,  ରାମପୁର ମହିଳା ମହାବିଦ୍ୟାଳୟର ଯୁବ ରେଡକ୍ରସ ପରାମର୍ଶଦାତା ରୂପବନ୍ତ ପଧାନ, ସୁନାପାଲି ହାଇସ୍କୁଲର କାଉନସିଲର ସସ୍ମିତା ସାହୁ, ସାଧପାଲି ପ୍ରାଥମିକ ସ୍କୁଲର ଜୁନିଅର ରେଡକ୍ରସ କାଉନସିଲର ତପସ୍ୱିନୀ ଦାସ, ସୁବଲୟା ହାଇସ୍କୁଲର ଜୁନିଅର ରେଡକ୍ରସ ପରାମର୍ଶଦାତା ଚନ୍ଦ୍ରମଣି ବାଘ, ଖରଜୁରା ହାଇସ୍କୁଲର ପରାମର୍ଶଦାତା ଚନ୍ଦ୍ର ଶେଖର ମହାପାତ୍ର, ପ୍ରତାପପୁର ଅପର ପ୍ରାଇମେରୀ ସ୍କୁଲର ପରାମର୍ଶଦାତା ଗୋପେଶ ପଣ୍ଡା ରକ୍ଷକ ମାଷ୍ଟର ଟ୍ରେନର ଭାବରେ ଯୋଗଦେଇ

ଜିଲ୍ଲାର ୧୧ ଗୋଟି ଆକସିଡେଂଟ ବ୍ଲାକ ସ୍ପଟର ପ୍ରାୟ ୪୫୦ ଜଣ ବ୍ୟକ୍ତିଙ୍କୁ ପ୍ରଥମ ସାହାଯ୍ୟକାରୀର ସେବା, ୧୧୨ ଏମାରଜେନସି ନମ୍ବର ଉପ ଯୋଗ, ଡିଆରଏବିସି, ରକ୍ତସ୍ରାବ, ଗୁଡ ସମରିତାନ , ସୋଲାସିଅମ ଫଣ୍ଡ, ସିପିଆର, ରକ୍ତସ୍ରାବ, ଅସ୍ଥିଭଗ୍ନ, ବ୍ୟାଣ୍ଡେଜ ବିଷୟରେ ତାଲିମ ଦେଇଥିଲେ । ଆଗାମୀ ଦିନରେ ଏହି ବ୍ୟକ୍ତି ମାନେ ତାଙ୍କ ସାମନାରେ ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିର ପ୍ରାଥମିକ ଚିକିତ୍ସା ଦେବା, ୧୧୨ ଏମରଜେନୠସି ନମ୍ବରକୁ ଡାଏଲ କରିବା ଏବଂ  ଆହତ ବ୍ୟକ୍ତିଙ୍କୁ ତୁରନ୍ତ ହସପିଟାଲ ପଠାଇ ସମ୍ଭାବ୍ୟ ମୃତ୍ୟୁ ମୁଖରୁ ବଂଚାଇବାକୁ ପ୍ରୟାସ କରିବେ । କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ଟ୍ରକ ଓନର ଏସୋସିଏସ୍‌ନ ପ୍ରେସିଡେଂଟ ମୃତ୍ୟୁଞ୍ଜୟ ମିଶ୍ର, ପ୍ରଧାନଶିକ୍ଷକ ବୈଶାଖୁ ପଧାନ, ନବିନ କୁମାର ପାଢୀ, ପ୍ରଶନ୍ନ କୁମାର ସତପଥି, ସାଧନକର୍ମି ହୃଷିକେଶ ଡାଙ୍କ, ସୋନପୁର ଆରଟିଓ ଅଫିସର କର୍ମଚାରୀ ଚିତ ରଂଜନ ଭୋଇ, ଆନନ୍ଦ ଚନ୍ଦ୍ର ମିଶ୍ର, ରତ୍ନାକର ବେଶ୍ରା, ରବିନ୍ଦ୍ର ଦଲାଇ, ଅବିନାଶ ଭୋଇ, ସରିତା ଲାକ୍ରା, ଲକ୍ଷ୍ମୀ ମଲ୍ଲିକ ପ୍ରମୁଖ ସହ ଯୋଗ କରିଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like