-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

କ୍ଷେତରେ ଜଳୁଛି ପୁଆଳ, ବଡ଼ୁଛି ତାପମାତ୍ରା

09-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ପାରଦ ୪୨ଡ଼ିଗ୍ରୀ ଉପରେ ରହୁଛି ।ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ଘରୁ ବାହାରିବା କଷ୍ଟକର ହୋଇପଡୁଛି ।ଗରମ ସାଙ୍ଗକୁ ଗୁଲଗୁଲି ଅଧିକ ମାତ୍ରାରେ ରହୁଥିବାରୁ ଲୋକେ ବହୁ କଷ୍ଟ ଭୋଗୁଛନ୍ତି ।ବଡବଡିଆ ଲୋକେ ଘରେ ଏସି ତଳେ ରହି ଗରମରୁ ତ୍ରାହି ପାଉଥିବା ବେଳେ ମଧ୍ୟମ ବର୍ଗ ଓ ଗରିବ ଶ୍ରେଣୀର ଲୋକଙ୍କ ଦୁଃଖ ନକହିଲେ ଭଲ ।ଅନ୍ୟପଟେ ଏହି ଅଞ୍ଚଳର ବିଭିନ୍ନ ସ୍ଥାନରେ ଇଟାଭାଟି ଓ ଚାଷ ଜମିର ପୁଆଲ ପୋଡ଼ା ଯାଉଥିବାରୁ  ଉତ୍ତାପ ବଡୁଛି ବୋଲି ପରିବେଶବିତ ମତ ଦିଅନ୍ତି ।ସୂଚନା ଯୋଗ୍ୟ ଯେ ଚଳିତ ରବି ରିତୁର ଧାନ ଜମିରୁ ଚାଷୀ ଉତ୍ପାଦନ କରି ସାରିଛି ।ଖରିଫ ଚାଷ ପାଇଁ ପ୍ରସ୍ତୁତ ଚାଷୀ ଜମିରେ ଥିବା ପାଳ ସବୁ ପୋଡ଼ି ଦେଉଛି ।ଯାହା

ଫଳରେ ଜମିରେ ଜଳୁଥିବା ନିଆଁ ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ।ଗତ କିଛିଦିନ ହେବ ବିନିକା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚାଷୀ ତାଙ୍କର ଅଜଡା ପୁଆଲକୁ ପୋଡୁ ଥିବା ଓ ସେହି ସମୟରେ ବୋହୁଥିବା ଝାଞ୍ଜି ପବନର ନିଆଁ ଚାରିଆଡକୁ ବ୍ୟାପୁଛି । ଯାହା ଫଳରେ ଜମିର ନିଆଁ ଗାଁ ମୁହାଁ ହେଉଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି ।ସେହିପରି ନିଆଁର ପ୍ରକୋପ ଯୋଗୁଁ ରାସ୍ତା ମାନଙ୍କରେ ଯିବା ଆସିବା ମଧ୍ୟ ମସ୍କିଲ ହେଉଛି ।ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରୁଛନ୍ତି ସତ ହେଲେ ପୁଣି ଦିନକ ପରେ କେଉଁଠି ଚାଷ ଜମିରେ ନିଆଁ ତ ଆଉ କେଉଁଠି ବାଉଁସ ବୁଦା,ଘର ମଧ୍ୟ ପୋଡ଼ି ଛାରଖାର ହେଇଯାଉଛି ।ପ୍ରତିଦିନ  ଦମକଳ ବାହିନୀ କର୍ମଚାରୀ ଚାଷ ଜମି ମାନଙ୍କରେ ଲାଗୁଥିବା ନିଆଁ ଆୟତ୍ତ କରୁଛନ୍ତି ବୋଲି ଅଗ୍ନିଶମ ଅଧିକାରୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like