-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||     

HOME   ଜିଲ୍ଲା

ବରଗଡ଼ ଶିକ୍ଷା ଜିଲ୍ଲାରେ କଳଙ୍କର ଛିଟା: ଭିଜିଲାନ୍ସ ଜାଲରେ ଧରାପଡିଲେ ଝାରବନ୍ଧ ବିଇଓ ରଞ୍ଜିତ ଭୋଇ

09-Jun-2022



ବରଗଡ଼:-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ ଭିଜିଲାନ୍ସ ଜାଲରେ ଫସିଛନ୍ତି । ଝାରବନ୍ଧ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ରହିଛି । ଏଠାରେ ସୂଚନାଯୋଗ୍ୟ ଯେ କିଛି ଦିନ ତଳେ ବିଦ୍ୟାଳୟରେ ଅନୁପସ୍ଥିତ ଥିବା ଶିକ୍ଷକ ମାନଙ୍କ ଦରମାକୁ ଶ୍ରୀ ଭୋଇ ବନ୍ଦ କରିଥିଲେ । ପୁଣି ସେହି ଦରମାକୁ ବନ୍ଦ ନ କରିବା ପାଇଁ ଶିକ୍ଷକ ମାନଙ୍କୁ ପାଞ୍ଚ ହଜାର ଟଙ୍କା ଦାବୀ କରିଥିଲେ । କିଛି ସଚେତନ ଶିକ୍ଷକ ଏଭଳି ଦୁର୍ନୀତିକୁ ବିରୋଧ କରିବା ସହ ଭିଜିଲାନ୍ସ ବିଭାଗକୁ ଯୋଗାଯୋଗ କରିଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026

You Might Also Like