-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଶିକ୍ଷଣ ମଣ୍ଡଳର ସାଧାରଣ ଅଧିବେଶନ ଅନୁଷ୍ଠିତ

09-Jun-2022



ବଲାଙ୍ଗିର(ପ୍ରେରଣା ଖବର)ଭାରତୀୟ ଶିକ୍ଷଣ ମଣ୍ଡଳ ଓଡିଶା ପଶ୍ଚିମ ପ୍ରାନ୍ତର ସାଧାରଣ ଅଧିବେଶନ ବରିଷ୍ଠ ସଦସ୍ୟ ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ପଶ୍ଚିମ ଓଡିଶା ପ୍ରଭାରୀ ଉମେଶ କୁମାର ସିଂହ ଏହି ଆଭାସି ଅଧିବେଶନରେ ଉପସ୍ଥିତ ରହି ଶିକ୍ଷଣ ମଣ୍ଡଳର କାର୍ଯ୍ୟପଦ୍ଧତି, ସଂପର୍କସୁତ୍ର, ଗୁରୁକୂଳ ପ୍ରକଳ୍ପ, ଶାଳେୟ ପ୍ରକୋଷ୍ଠ ତଥା ଯୋଜନା ଓ ଅନୁସନ୍ଧାନ ସମ୍ବନ୍ଧରେ ଅନୁଷ୍ଠିତ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପ୍ରାନ୍ତ କାର୍ଯ୍ୟକର୍ତ୍ତା ରଙ୍କମଣି ବାରିକ ସମଗ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । କୋଷାଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ଧ୍ୟେୟବାକ୍ୟ ପଠନ କରି ଆଲୋଚନା ଆରମ୍ଭ କରିଥିଲେ । ଉପାଧ୍ୟକ୍ଷ ପ୍ରଫେସର ତରୁଣ କୁମାର ମିଶ୍ର, ବିଷ୍ଣୁ ପ୍ରସାଦ ନନ୍ଦ, ଗିତାଞ୍ଜଳି ଚୈାଧୁରୀ, ଗୁଲାପିମୟୀ ଦାଶ, ଖଗେଶ୍ୱର ଦାଶ, ନବ କିଶୋର ପ୍ରଧାନ, ସବିତା ଭୋଇ, ସଂଯୁକ୍ତା ପରିଚ୍ଛା, ଡ. ରାମ ନରେଶ, ପଙ୍କଜ କୁମାର, ପ୍ରବୀର କୁମାର ଦାଶ, ବାସନ୍ତ ସାହୁ, ଅର୍ଜୁନ କନହର, ନବକିଶୋର ପ୍ରଧାନ, ସୁଦାମ ଦିସ୍ରୀ, ଲୋକନାଥ ସାହୁ, ରାମଚନ୍ଦ୍ର ବାଗ, ମନ ମହାପାତ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । କଳାହାଣ୍ଡି, ନୁଆଁପଡା, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗିର ପ୍ରଭୃତି ଅଂଚଳର କାର୍ଯ୍ୟକର୍ତ୍ତା ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ବିଜୟ କୁମାର ସାହୁ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like