-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ଜଳଯୋଗାଣ ବନ୍ଦ ହେବାରୁ ବିଡ଼ିଓ ଙ୍କୁ ଘେରିଲେ ଗ୍ରାମବାସୀ

09-Jun-2022



ପାଟଣାଗଡ଼/ ସରକାର ଗ୍ରୀଷ୍ମ ଋତୁରେ ଲୋକଙ୍କ ତୃଷ୍ଣା ମେଣ୍ଟାଇବା ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେଉଛନ୍ତି। କିନ୍ତୁ ପ୍ରଶାସନିକ ଅଧିକାରୀ ଓ ରାଜନେତା ମାନଙ୍କ ଅଣଦେଖା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ସଙ୍କଟ ଦେଖିବାକୁ ମିଳୁଛି। ଶେଷରେ ଲୋକେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଉଛନ୍ତି। ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ବେଲପଡା ଗାଁ ରେ ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ପଞ୍ଚାୟତ ପକ୍ଷରୁ ଟ୍ୟାଙ୍କର ଦ୍ବାରା ଘରକୁ ଘର ପାଣି ଯୋଗାଇ ଦିଆଯାଉଥିଲା। କିନ୍ତୁ ଦୁଇ ଦିନ ହେଲା ଜଳଯୋଗାଣ ବନ୍ଦ କରି ଦେବାରୁ ଆଜି ବେଲପଡା ଗ୍ରାମବାସୀ ବ୍ଳକ କାର୍ଯ୍ୟାଳୟ କୁ ଯାଇ ଧାରଣା ଦେଇଥିଲେ। ଦୀର୍ଘ ଦୁଇ ଘଣ୍ଟା ଧରି ଶତାଧିକ ମହିଳା ଓ ପୁରୁଷ ମାନେ ବିଡ଼ିଓ ଙ୍କୁ ଘେରିଥିଲେ।ପରେ ବିଡ଼ିଓ ଭିକ୍ଟୋରିଆ ସୋରେନ୍ ବେଲପଡା ପଞ୍ଚାୟତ ସରପଞ୍ଚ ହରିଶ ବୁଡେକ ଙ୍କୁ ଡ଼ାକି ସର୍ବସାଧାରଣ ରେ ଆଲୋଚନା କରିଥିଲେ।ସରପଞ୍ଚ ପ୍ରତିକ୍ରିୟା ଦେଇଥିଲେ ଯେ ବେଲପଡା ପଞ୍ଚାୟତର ଜନସଂଖ୍ୟା ଅଧିକ ହେଲେ ୩ ମାସ ପାଣି ଯୋଗାଇବା ପାଇଁ ସରକାର ମାତ୍ର ୧,୫୦୦୦୦ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି। ଯାହାକି ପ୍ରତିଦିନ ଟ୍ରାକ୍ଟର ଓ ଟାଙ୍କି ଭଡ଼ା ପୁରୁନାହିଁ । ସେଥିପାଇଁ ପାଣି ଯୋଗାଇବା ବନ୍ଦ କରିଦେଇଛନ୍ତି।ପରେ ବିଡ଼ିଓ ପ୍ରତିକ୍ରିୟା ଦେଇଥିଲେ ଯେ ଯେକୌଣସି ଫଣ୍ଡରୁ ଆଣି ତା'ର ବ୍ୟବସ୍ଥା କରାଯିବ ଆଉ ପାଣି ଯୋଗାଇବା ଚାଲୁରଖନ୍ତୁ । ଏଭଳି ନିଷ୍ପତ୍ତି ଶୁଣିବା ପରେ ଗ୍ରାମବାସୀ ଆନ୍ଦୋଳନ ରୁ ଓହରି ଯାଇଥିଲେ। ହେଲେ ଏଠି ପ୍ରଶ୍ନ ଉଠୁଛି ଯେ ବେଲପଡା ଭଲି ସହର ରେ

ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ବସୁଧା ପ୍ରକଳ୍ପ ଯୋଜନା ର ଓଭର ଟ୍ୟାଙ୍କ ଦୀର୍ଘ ବର୍ଷ ଧରି ଅଚଳାବସ୍ଥା ରେ ପଡ଼ିରହିଛି କିନ୍ତୁ  କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ରାଜନେତା ମାନଙ୍କ ଦୃଷ୍ଟି ପଡୁନାହିଁ କାହିଁକି ? ଏହା ଗୋଟିଏ ନୁହେଁ ବେଲପଡା ଅଞ୍ଚଳ ରେ ଜଳଯୋଗାଣ ବିଭାଗ ରେ କାର୍ଯ୍ୟରତ ଥିବା କନିଷ୍ଠ ଯନ୍ତ୍ରୀ ମାନଙ୍କ ଅବହେଳା ଯୋଗୁଁ ବିଭିନ୍ନ ସ୍ଥାନରେ ବସୁଧା ପ୍ରକଳ୍ପ ଯୋଜନା ର ଓଭର ଟ୍ୟାଙ୍କ ଗୁଡିକ ଅଚଳାବସ୍ଥା ରେ ପଡ଼ିରହିଛି।ଆଉ ପାଣି ର ଉତ୍କଣ୍ଟ ସମସ୍ୟା ଦେଖିବାକୁ ମିଳୁଛି। ଦୀର୍ଘ ୧୨ ବର୍ଷ ଧରି ଏଠାରେ ରହିଥିବା କନିଷ୍ଠ ଯନ୍ତ୍ରୀ ଇନ୍ଦ୍ର ଚନ୍ଦ୍ର ମାନୁନଥିବା ଜନସାଧାରଣ ରେ ଅଭିଯୋଗ ହେଉଛି। ଏହାକୁ ବଲାଙ୍ଗିର ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ବିହିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

(ପୂର୍ଣ୍ଣ ଶଶୀ ଶେଖର ରାଓ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like