-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଓବିସି ବର୍ଗର ବିଭିନ୍ନ ଦାବି ପୂରଣ ନେଇ ଜାଗ୍ରତ କନ୍ଧମାଳ ପକ୍ଷରୁ ଦାବି ପତ୍ର ପ୍ରଦାନ

10-Jun-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ଜାଗ୍ରତ କନ୍ଧମାଳ ପକ୍ଷରୁ ପଛୁଆ ବର୍ଗ ଓବିସି  ସମ୍ପ୍ରଦାୟ ପ୍ରତି କେନ୍ଦ୍ର ରାଜ୍ୟ ସରକାରଙ୍କ  ଅବିଚାରକୁ ନେଇ ୬ ଦଫା ଦାବି ଉପସ୍ଥାପନ କରିବା ପାଇଁ କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ମାଦୀକୁନ୍ଦା ଛକ ଠାରୁ ଶାନ୍ତି ପ୍ରତିବାଦ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଛି। ଶୋଭାଯାତ୍ରା ବେଳେ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରକାର ନାରାବାଜି କରାଯାଇଥିଲା। ଜାଗ୍ରତ କନ୍ଧମାଳ ସଙ୍ଗଠନର ପ୍ରତିଷ୍ଠାତା ସତ୍ୟନାରାୟଣ ବେହେରା, ସଭାପତି ପ୍ରଶାନ୍ତ ମହାନ୍ତି, ସହସମ୍ପାଦକ ରମେଶ ଚନ୍ଦ୍ର ପ୍ରଧାନ, ଉପଦେଷ୍ଟା ସୁନିଲ ବିଶ୍ଵାଳ, ଖଣ୍ଡାୟତ ସମାଜ ସଭାପତି ବିଭୂତୀ ଭୂଷଣ ଦଳ ପତି, ପରାମର୍ଶଦାତା  ସୋମ ନାଥ ବାଘ୍, ପରାମର୍ଶଦାତା ଖିରଦ କୁମାର ସାହାଣୀ, ପଛୁଆ ବର୍ଗ ସଭାପତି ଅରୁଣ ନାୟକ, ପୂଜାରୀ ଖଣ୍ଡାୟତ ସଭାପତି ସତ୍ୟବାନ୍ ପୂଜାରୀ, ସୁଣ୍ଢି ସମାଜ ଜିଲ୍ଲା ସଭାପତି ଦେବେସ୍ୱର ବେହେରା, ସଙ୍କରାଖୋଲ ସୁଦ ସମାଜ ସଭାପତି ଗୋବିନ୍ଦ ଅମାତ୍ୟ, ବଲସ୍କୁମ୍ପା ସୁଦ ସମାଜ ସଭାପତି ଉଦ୍ଧବ ବିଶୋଇ, ଶ୍ରମିକ ନେତା ଘନ ଶବର, ନାରୀନେତ୍ରୀ ମଞ୍ଜୁଶ୍ରୀ ପ୍ରଧାନ, ମେନକା ଆର୍ଯଲି ପ୍ରମୁଖ ଯୋଗ ଦେଇଥିଲେ।ସଙ୍ଗଠନ ପକ୍ଷରୁ ୬ ଦଫା ଦାବି ପତ୍ର କନ୍ଧମାଳ ଜିଲ୍ଲାପାଳଙ୍କ ଜରିଆରେ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ  ଡ.ବୃନ୍ଦା ଡି. ଙ୍କ ଜରିଆରେ ପ୍ରଦାନ କରିଥିଲା। ପଥପ୍ରାନ୍ତ ସଭାରେ ସମସ୍ତେ ନିଜ ନିଜର ଅଭିଭାଷଣ ଦେଇଥିଲେ। ପଛୁଆ ବର୍ଗଙ୍କ ନାର୍ଯ୍ୟ ଦାବି ପୂରଣ ନିମନ୍ତେ ସ୍ଥାନୀୟ ମାଦିକୁଁଦା ଛକ ଠାରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା। ପଛୁଆ ବର୍ଗଙ୍କ ଲାଗି ଲୋକସଭା, ବିଧାନସଭା, ତ୍ରିସ୍ତରୀୟ ପଞ୍ଚାୟତରାଜରେ ସ୍ଥାନ ସଂରକ୍ଷଣ,  ପ୍ରତ୍ୟେକ ବ୍ଲକ୍ ଠାରେ ଆବାସିକ ବିଦ୍ୟାଳୟ ସ୍ଥାପନ କରିବା, ଜାତିଭିତ୍ତିକ ଜନଗଣନା କରିଯାଇ ପଛୁଆ ବର୍ଗଙ୍କ ସଂଖ୍ୟା ଅନୁପାତରେ ଶିକ୍ଷା ଏବଂ ନିଯୁକ୍ତିରେ ସ୍ଥାନ ସଂରକ୍ଷଣ କରିବା, ଭୂମିହୀନ ପରିବାକୁ ଚିହ୍ନଟ କରାଯାଇ ସେମାନଙ୍କୁ ୨ ଏକର ଚାଷଜମି, ଘର ଡିହ ଯୋଗାଇ ଦେବା, ଛାତ୍ରଛାତ୍ରୀଙ୍କୁ ବୈଷୟିକ ଶିକ୍ଷା ପ୍ରଦାନ ବେଳେ ଷ୍ଟାଇପେଣ୍ଡ ବ୍ୟବସ୍ତା, ପଛୁଆବର୍ଗ (ଓବିସି) ବସବାସ କରୁଥିବା ୧୦୦ ପରିବାର ଗ୍ରାମକୁ ଚିହ୍ନଟ କରାଯାଇ ସେହି ଗ୍ରାମକୁ ସ୍ୱତନ୍ତ୍ର ଅର୍ଥ ବ୍ୟବସ୍ତା ସହିତ ପ୍ରାଥମିକ ବିଦ୍ୟାଳୟ,ଅଙ୍ଗନବାଡି,ମିନି ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବାକୁ ଦାବି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like