-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଆପଣ ମାନେ ଖୁସି ତ ? ମୁଖ୍ୟମନ୍ତ୍ରୀ ଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ର ସମ୍ବର୍ଦ୍ଧନା ସଭା।

22-Nov-2020



ସଇଁତଳା, (ପ୍ରେରଣା ଖବର) - ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ର ସ୍ଥାନୀୟ କଲ୍ୟାଣ ମଣ୍ଡପ ରେ ଟିଟିଲାଗଡ଼ ନିର୍ବାଚନ ମଣ୍ଡଳ ସ୍ତରୀୟ କଂଗ୍ରେସ ଦଳ ପକ୍ଷରୁ ବଲାଙ୍ଗିର ଜିଲ୍ଲା ସଭାପତି ଭାବରେ ଦ୍ୱିତୀୟ ଥର ପାଇଁ ଦିଲୀପ ବେହେରା ଙ୍କୁ ଦାୟିତ୍ୱ ଦିଆଯାଇ ଥିବାବେଳେ ଆଜି ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳ ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇଙ୍କ ନେତୃତ୍ୱରେ ଏକ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତେବେ କରୋନା ମାହାମାରୀରେ ମୃତ୍ୟୁ ବରଣ କରିଥିବା କରୋନା ଯୋଦ୍ଧାମାନଙ୍କ ଉଦେଶ୍ୟ ରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ସାମାଜିକ ଦୂରତା ପାଳନ କରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ବେଳେ ମିଡିଆ ସେଲ ସଭାପତି ସୁବ୍ରତ ବେହେରା ମଞ୍ଚ ପରିଚାଳନା କରିଥିଲେ ଓ ସଇଁନ୍ତଳା ବ୍ଳକ ସଭାପତି ଗୁଣସାଗର ମାଝୀ ସ୍ବାଗତ ଭାଷଣ ପ୍ରଦାନ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।ଟିଟିଲାଗଡ଼ ନଗର କଂଗ୍ରେସ ସଭାପତି ପ୍ରଭାସ ବହିଦାରଙ୍କ ସଭାପତିତ୍ବରେ ପୁର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ମୁଖପାତ୍ର ସାନନ୍ଦ ମିଶ୍ର, କଂଗ୍ରେସ ପିସିସି ସମ୍ପାଦକ ଉମାଶଙ୍କର ପଣ୍ଡା, ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ବଲାଙ୍ଗିର ଜିଲ୍ଲା ପିପିସି କଂଗ୍ରେସ ଉପାଧ୍ୟକ୍ଷ ବିକାଶ ପାଣିଗ୍ରାହୀ, ତୁଳସୀ ସାହୁ, ସଇଁନ୍ତଲା ବ୍ଳକ 
କଂଗ୍ରେସ ସଭାପତି ଗୁଣସାଗର ମାଝୀ, ମୋହ ନାଗ, କୃଷ୍ଣ ଚନ୍ଦ୍ର ସାହୁ, ଝସ କେତନ ଛତର, ଅଜୟ ସାହୁ ପ୍ରମୁଖ ମଞ୍ଚରେ ଅତିଥି ଭାବରେ ଯୋଗଦେଇ ଥିଲେ । ପୁର୍ବତନ ମନ୍ତ୍ରୀ ଶ୍ରୀ ଭୋଇ କହିଛନ୍ତି ଯେ କଂଗ୍ରେସ ଦଳକୁ ହଟାଇବା ପାଇଁ କାହାର ଦମ୍‌ ନାହିଁ । ଆମେ ଲୋକଙ୍କ ପାଖରେ ସବୁବେଳେ ଅଛୁ ଓ ସେବା ମଧ୍ୟ କରି ଆସିଛୁ । କିନ୍ତୁ ଦୁଃଖର ବିଷୟ ଯେ, ଆମ ନିଜ ଲୋକ ମାନେ ହିଁ ବିଶ୍ୱାସରେ ବିଷ ଦେଉଛନ୍ତି । ଆଗାମୀ ନିର୍ବାଚନରେ କଂଗ୍ରେସ ପୁଣି ଟିଟିଲାଗଡ଼ରେ ଫେରିବ ଓ ଯୁବ ନେତାମାନଙ୍କୁ ନେଇ ଲୋକଙ୍କ ଘରକୁ ଘର ଯାଇ ତାଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବ ବୋଲି ମତ ପ୍ରକାଶ କହିଥିଲେ । କଂଗ୍ରେସ ସଭାପତି ଶ୍ରୀ ବେହେରା କହିଥିଲେ ଯେ, ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ନୀରିହ ଲୋକ ମାନଙ୍କୁ ଠକି ଚାଲିଛନ୍ତି । ତେବେ ଆପଣ ମାନେ ଖୁସି ତ ? ଆମ ରାଜ୍ୟର ବେକାରୀ ସଂଖ୍ୟା ବୃଦ୍ଧି ପାଇଛି, ଆପଣ ମାନେ ଖୁସି ତ ? ଦିନକୁ ଦିନ ଦରଦାମ ବଢି ଚାଲିଛି, ଆପଣ ମାନେ ଖୁସି ତ ? ତେବେ ଆଗାମୀ ଦିନରେ ପୁଣି ଥରେ କଂଗ୍ରେସ ଶାସନ କରିବ । ଲୋକଙ୍କ ପାଖରେ ପହଞ୍ଚି ଲୋକଙ୍କ ସେବା କରିବ ବୋଲି ସେ ମତ ବ୍ୟକ୍ତ କରିଥିଲେ । ଏହି ସଭାରେ କଂଗ୍ରେସ ଦଳର ମାନ୍ୟଗଣ୍ୟ କର୍ମୀ ମାନେ ଉପସ୍ଥିତ ଥିବା ବେଳେ ଶେଷରେ ଚନ୍ଦ୍ର ଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like