-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ରାଜବୋଡା ସମ୍ବର କୃଷକ ସଂଗଠନ ର ଡାକରା ରେ ଆଗାମୀ ୧୩ ତାରିଖ ଜେଲଭରୋ ଆନ୍ଦୋଳନ ପାଇଁ ଚୂଡାନ୍ତ ପ୍ରସ୍ତୁତି

10-Jun-2022



ବରଗଡ:-ବରଗଡ଼ ଜିଲ୍ଲା ପଦ୍ମପୁର ସହର ସ୍ଥିତ  ସ୍ଥାନୀୟ ଦିଲୀପ କଲ୍ୟାଣ ମଣ୍ଡପ ପଦ୍ମପୁର ରେ ରାଜବୋଡାସମ୍ବର କୃଷକ ସଂଗଠନ ପଦ୍ମପୁର ଡାକରା ଦେଇଥିବା ଜେଲଭରୋ ଆନ୍ଦୋଳନ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ ସଭାପତି ବାଞ୍ଛାନିଧି ନାୟକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ପଦ୍ମପୁର ଓକିଲ ସଂଘ, ବଣିକ ସଂଘ ପଦ୍ମପୁର, ନାଗରିକ କମିଟି ପଦ୍ମପୁର, ଘରୋଇ ବସ ମାଲିକ ସଂଘ ଉପସ୍ଥିତ ରହି ୧୩ ତାରିଖ ଆନ୍ଦୋଳନ କୁ ପୂର୍ଣ୍ଣ ସମର୍ଥନ ଘୋଷଣା କରି ସମସ୍ତ ପ୍ରକାର ସହଯୋଗ ପାଇଁ ସହମତି ପ୍ରକାଶ କରିଥିଲେ l ଏହି ଆଇନ ଅମାନ୍ୟ ଓ ଜେଲଭରୋ ଆନ୍ଦୋଳନ ପାଇଁ ରଣନୀତି ପ୍ରସ୍ତୁତ କରାଯାଇଥିଲା l ବୈଠକ ରେ ଫସଲ ବୀମା ପ୍ରଦାନ ବିଳମ୍ବ ନେଇ ଚାଷୀଙ୍କ ମଧ୍ୟରେ ଗଭୀର ଉଦବେଗ ପ୍ରକାଶ ପାଇଥିଲା l ଅନେକ ଥର ବୀମା କମ୍ପାନୀ ଓ ପ୍ରଶାସନ କୁ ଦାବିପତ୍ର ପ୍ରଦାନ କରାଯାଇ ଥିଲେ ହେଁ କେବଳ ପ୍ରତିଶ୍ରୁତି ମିଳିଛି କିନ୍ତୁ ଏପର୍ଯ୍ୟନ୍ତ ବୀମା ଟଙ୍କା ଚାଷୀଙ୍କୁ ମିଳି ନ ଥିବାରୁ ଉତ୍ତେଜନା ପ୍ରକାଶ ପାଇ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ କରି ବୀମା ଟଙ୍କା ନ ମିଳିବା ଯାଏଁ ରାଜରାସ୍ତା ରେ ଅନିର୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଚାଷୀ ମାନେ ବସି ଆଇନ ଅମାନ୍ୟ ଓ ଜେଲ ଭରୋ ଆନ୍ଦୋଳନ କୁ ତୀବ୍ର କରିବାକୁ ନିଷ୍ପତ୍ତି ଗ୍ରହଣ କରାଗଲା l ଏହି ବୈଠକରେ ନାଗରିକ କମିଟି ସମ୍ପାଦକ ଅଜିତ ଶତପଥି,ଓକିଲ ସଙ୍ଘ ରୁ ବରିଷ୍ଠ ଆଇନଜୀବୀ ଗୌନ୍ତିଆ ସାହୁ, ଚିନ୍ମୟ କୁମାର ପଣ୍ଡା, ଘରୋଇ ବସ ମାଲିକ ସଂଘ ସଭାପତି ମନୋରଞ୍ଜନ ବରିହା, ବଣିକ ସଂଘ ରୁ ପ୍ରତାପ ମିଶ୍ର ଏବଂ ରାଜ ବୋଡା ସମ୍ବର କୃଷକ ସଂଗଠନ ରୁ ଆବାହକ ଅଶୋକ ସାହୁ, ରୋହିତ ପ୍ରଧାନ,କୈଳାସ ବାରିକ,ବିଜୟ ସାହୁ ମିନକେତନ ବିଶ୍ୱାଳ,ପୁଷ୍କର ବରିହା, ଚିତ୍ତରଞ୍ଜନ ପାଣ୍ଡେ, ପ୍ରକାଶ,ମିଶ୍ର, କାହ୍ନୁ ମେହେର, ଏବଂ ପାଇକମାଳ ବ୍ଲକ ,ପଦ୍ମପୁରବିଜ୍ଞାପିତ ଅଞ୍ଚଳ ପରିଷଦ ର ଚାଷୀ ନେତୃବୃନ୍ଦ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like