-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ୧୫ ଦିନିଆ ଶିଶୁ ଶ୍ରମିକ ନିରାକରଣ ଅଭିଯାନ l

10-Jun-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠି)
ଆଜି ପୂର୍ବାହ୍ନ ରେ ୧୫ ଦିନିଆ ଶିଶୁ ଶ୍ରମିକ ନିରାକରଣ ଅଭିଯାନ ର ଅନ୍ତିମ ପର୍ଯ୍ୟାୟ ରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ସମ୍ବିଳନୀ କକ୍ଷ ରେ ବିଭିନ୍ନ ଷ୍ଟେକ ହୋଲଡର ଙ୍କୁ ନେଇ ଏକ ସଚେତନତା ସଭା ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଡିଲେଶ୍ୱର ଖାଖା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ପି ଡି, ଡି ଆର ଡି ଏ ଶ୍ରୀ ଡୋଳାମଣି ପଟେଲ, ସମ୍ମାନିତ ଅତିଥି, ଶିଶୁ ମଙ୍ଗଳ କମିଟି ର ସଭାପତି ମଧୁସୂଦନ ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଡି ଏସ ଡବ୍ଲୁ ଓ ଗୌରମଣି ହାଁସଦା ,ଡାଇରେକ୍ଟର ଚାଇଲଡ ଲାଇନ, ଅନଙ୍ଗ ନେଗୀ, ଏଡି ଏମ ଓ ( ପି ଏଚ ) ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ସହକାରୀ ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ, ସୋନପୁର ଶ୍ରମିକ ସଂଗଠନ ସମନ୍ୱୟ ସମିତି ର ସଭାପତି ଗୋବିନ୍ଦ ମହାରଣା, ଚେମର ଅଫ କମର୍ସ ସୋନପୁର ର ସଭାପତି, ବିଭିନ୍ନ ଶ୍ରମିକ ସଂଗଠନ ର କର୍ମକର୍ତ୍ତା, ଜନସାଧାରଣ, ଅଙ୍ଗନବାଡି କର୍ମୀ ଯୋଗଦାନ କରି ସଚେତନତା ସଭାରେ ଉପସ୍ଥିତ ଥିଲେ l ଉକ୍ତ ସଭାରେ ଶିଶୁ ଶ୍ରମିକ ସୁବର୍ଣ୍ଣପୁର ଜିଲ୍ଲା ର ଶିଶୁ ଶ୍ରମିକ ନିଯୁକ୍ତି କିପରି ଭାବରେ ସମ୍ପୂର୍ଣ୍ଣ ବିଲୋପ ହେବ ଏ ଦିଗରେ ଆଲୋକ ପାତ କରାଯାଇଥିଲା l ଶ୍ରମ ଅଧିକାରୀ ଶିଶୁ / କିଶୋର ଶ୍ରମିକ ଆଇନ ୧୯୮୬ ଅନ୍ତର୍ଗତ ବିଭିନ୍ନ ଧାରା ଉପରେ ଆଲୋକ ପାତ କରିବା ସଂଗେ ସଂଗେ ଶିଶୁ ଶ୍ରମିକ ନିଯୁକ୍ତି ନିରାକରଣ ପାଇଁ ବିଭିନ୍ନ ବିଭାଗ ର ଦାୟିତ୍ୱ ଉପରେ ଆଲୋଚନା କରିଥିଲେ l ଏହି ୧୫ ଦିନିଆ ଅଭିଯାନ ୩୧ ମେ ୨0୨୨ ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଆବୋଲି ସୁନୀଲ ନରୱାଣେ ଙ୍କ ଦ୍ୱାରା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରାଯାଇ ଥିଲା l ତତ ପରେ ଚଳିତ ମାସ 0୭ ତାରିଖ ରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏକ ସଚେତନତା ଶୋଭାଯାତ୍ରା ( ପଦଯାତ୍ରା ) କୁ ପ୍ରତ୍ୟକ୍ଷ ଭାବରେ ଉପସ୍ଥିତ ରହି ପଦଯାତ୍ରା ର ଶୁଭାରମ୍ଭ କରିଥିଲେ l ଏହି ୧୫ ଦିନିଆ ଅଭିଯାନ ରେ ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ଅଧିକାରୀ ଙ୍କ ନେତୃତ୍ୱ ରେ ଶିଶୁ ଶ୍ରମିକ ଉଦ୍ଧାର ଦଳ 5ଜଣ ଶିଶୁ / କିଶୋର ଶ୍ରମିକ ଉଦ୍ଧାର କରି ଶିଶୁ ମଙ୍ଗଳ କମିଟି ପାଖରେ ଉପସ୍ଥାପନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like