-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ସରାପାଲିର ଶତାୟୁ ବୃଦ୍ଧାଙ୍କ ପରଲୋକ

10-Jun-2022



ନାକଟିଦେଉଳ (କନ୍ଦର୍ପ ବେହେରା)-ସରପାଲି ଗ୍ରାମ ର ଶତାୟୁ ବୃଦ୍ଧ ଦମ୍ବୋଦର ସ୍ବାଇଁ 107 ବୟସ ରେ ପଞ୍ଚପୋଡାସ୍ଥିତ ବାସଭବନ ରେ ପରଲୋକ ହୋଇଯାଇଛି l 3ୟ ଶ୍ରେଣୀ ପାଠ ପଢିଥିବା ଶ୍ରୀ ସ୍ୱାଇଁ ଷାଠିଏ /ସତୁରି ଦଶକରେ ଭ୍ରାମ୍ୟମ୍ରାଣ ପୌରାଣିକ କଥାବସ୍ତୁ ଉପରେ ଆଧାରିତ ନାଟକ ରେ ବିଶିଷ୍ଟ ସଂଗୀତକlର ସହିତ ସଖି ଭୁମିକା ନିର୍ବାହ କରୁଥିଲେ lସରାପାଲି ଅଂଚଳ ର ପ୍ରାଚୀନ ଯଂଜ୍ଞପୀଠ ରେ ଭଣ୍ଡାର ଘର ରକ୍ଷକ, ସାହି କୋଠଘର ର କ୍ୟାସିଅର କାର୍ଯ୍ୟ ସହ ଗ୍ରାମର ସାମାଜିକ କାର୍ଯ୍ୟକ୍ରମ ଓ ଗ୍ରାମ କମିଟି ର ଜଣେ ସକ୍ରିୟ ସଭ୍ୟ ଭାବରେ କାର୍ଯ୍ୟକରିଛନ୍ତି l ସେ ଗ୍ରାମ ରେ ଜଣେ ପୂର୍ଵ ଶବସଂସ୍କାରକ ରୂପେ ରହି କାର୍ଯ୍ୟ କରିଛନ୍ତି l ଭାଗବତ ଗୀତା, ରାମାୟଣ ପଢିବା ସହ ପଣିକିଆ, ଲୋକଗୀତ, ଚାଷୀଗୀତ(ହଲିଆ ଗୀତ) ଲୋକଙ୍କୁ ଶୁଣାଇବାର ରୁଚି ତାଙ୍କର ରହିଥିଲା l ଲୋକ ମାନଙ୍କ ପ୍ରାଥମିକ ରୋଗ ଚିକିତ୍ସା ପାଇଁ ଅମାବାସ୍ୟା ଓ ସଂକ୍ରାନ୍ତି ରେ ଜଙ୍ଗଲରୁ ଚେର ମୂଳ ସଂଗ୍ରହ କରି ଔଷଧକୁ ବିନା ମୂଲ୍ୟ ରେ ପ୍ରଦାନ କରିଥାନ୍ତି l ସରlପାଲି ଗ୍ରାମପଂଚାୟତ ର ପୂର୍ବତନ ସରପଞ୍ଚ ତଥା ସ୍ବର୍ଗତ ଶିକ୍ଷକ ବଳରାମ ପୁରୋହିତ ତାଙ୍କ ଛାତ୍ରବନ୍ଧୁ ଅଟନ୍ତି l ବିଶିଷ୍ଟ ଚିତ୍ରଶିଳପୀ କଳା ଅଧ୍ୟାପକ ସୁଧିର ସ୍ବାଇଁଙ୍କ ସେ ଅଜା ଅଟନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like