-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନବ ନିର୍ବାଚିତ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ବଲାଙ୍ଗିର ନାଗରିକ କମିଟି ପକ୍ଷରୁ ସ୍ଵାଗତ ସମ୍ବର୍ଦ୍ଧନା, ପାଟଣାଗଡରେ ଆଜି ଜିଲ୍ଲା ଆାଦିବାସୀ କଲ୍ୟାଣ ମହାସଂଘ ତରଫରୁ ଦିଆଯିବ ନାଗରିକ ସମ୍ବର୍ଦ୍ଧନା

11-Jun-2022



ବଲାଙ୍ଗିର (ପ୍ରେରଣା ଖବର) : ଆଜି ସକାଳେ ସ୍ଥାନୀୟ ସର୍କିଟ ହାଉସ ଠାରେ  ବିଶିଷ୍ଟ ଆାଦିବାସୀ ନେତା ତଥା ନବ ନିର୍ବାଚିତ ବିଜେଡି ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ବଲାଙ୍ଗିର ନାଗରିକ କମିଟି ପକ୍ଷରୁ ଫୁଲ ତୋଡ଼ା ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ସ୍ଵାଗତ କରାଯାଇଛି l ଏହି ଅବସରରେ ଶ୍ରୀ ବିଶି ଙ୍କ ସହ କମିଟିର ଏକ ପ୍ରତିନିଧି ଦଳ ଜିଲ୍ଲାର ବିଭିନ୍ନ୍ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ l ଜଳସେଚନ, ଶିକ୍ଷା ଓ ରେଲୱେ କ୍ଷେତ୍ର ରେ ବଲାଙ୍ଗିର କୁ ପ୍ରାଥମିକତା ଦେବା ଉପରେ ନାଗରିକ କମିଟିର ସଦସ୍ୟ ମାନେ ଆଲୋଚନା କରିଥିଲେ l ନାଗରିକ କମିଟିର ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ଙ୍କ ନେତୃତ୍ୱରେ  କମିଟିର ସଭାପତି ଇଂ. ବେଲାର ସିଂହ ଭୋଇଙ୍କ ସମେତ  ସହସମ୍ପାଦକ ଚକ୍ରପାଣି ଦାଶ, ବରିଷ୍ଠ ସଭ୍ଯ ଅଶୋକ ମିଶ୍ର, ଆର୍ତ୍ତତ୍ରାଣ ମିଶ୍ର, ରଘୁ ନନ୍ଦନ ସିଂହ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l

ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ଦିଗରେ କାମ କରିବେ ବୋଲି ଶ୍ରୀ ବିଶି ପ୍ରତିଶ୍ରୁତି ଦେଇଛନ୍ତି l
ସୂଚନାଯୋଗ୍ୟ ଯେ, ଆଜି ଜିଲ୍ଲା ଆାଦିବାସୀ କଲ୍ୟାଣ ମହାସଂଘ ପକ୍ଷରୁ ପାଟଣାଗଡ ରାଜ୍ୟ ଠାରେ ସାଂସଦ  ନାଗରି ବିଶିଙ୍କୁ ନାଗରିକ ସମ୍ବର୍ଦ୍ଧନା ଦିଆଯିବା ସହ ଦଳୀୟ କର୍ମୀ ସମାବେଶ ଅନୁଷ୍ଠିତ ହେବ l ଏଥିରେ ବିଜେଡିର  ସମସ୍ତ ନିର୍ବାଚିତ ପ୍ରତିନିଧି ଓ କର୍ମକର୍ତ୍ତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like