-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନାକଟିଦେଉଳ ଅଞ୍ଚଳରେ ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ, ଗିରିଶ୍ଚଚନ୍ଦ୍ରପୁର ଓ ନାକଟିଦେଉଳ ରେଞ୍ଜ ପକ୍ଷରୁ ଚଢାଇ, ପିକ ଅପ ସହ ୬କୁଇଣ୍ଟାଲ ୯୦କେଜି କେନ୍ଦୁପତ୍ର ଜବତ

11-Jun-2022



ନାକଟିଦେଉଳ(କନ୍ଦର୍ପ ବେହେରା) :ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଗିରିଶ୍ଚଚନ୍ଦ୍ରପୁର ରେଞ୍ଜ ଓ ନାକଟିଦେଉଳ ରେଞ୍ଜ ଅଞ୍ଚଳରେ ଦିନକୁ ଦିନ ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ବଢ଼ିବାରେ ଲାଗିଛି।  ହେଲେ ଏହି ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ଉପରେ ବନ ବିଭାଗ ଚଢ଼ାଉ କରିଛି। ଗତ କାଲି  ଗୁରୁବାର ରାତି ପ୍ରାୟ ସାଢ଼େ ୧୦ ଟା ବେଳେ ଗିରିଶ୍ଚଚନ୍ଦ୍ରପୁର ରେଞ୍ଜ ଓ ନାକଟିଦେଉଲ ରେଞ୍ଜ ମିଳିତ ଭାବେ ବେଆଇନ ଚୋରା ଚାଲାଣ ଉପରେ ପାଟ୍ରୋଲିଂ କରୁଥିଲେ। ହେଲେ ପାଟ୍ରୋଲିଂ ବେଳେ ବନ ବିଭାଗ ପକ୍ଷରୁ ବିଭିନ୍ନ ଯାନବାହନ ଆଦିର ଯାଞ୍ଚ କରୁଥିବା ବେଳେ  ଗଞ୍ଜାବାହାଳ ଗ୍ରାମ  ନିକଟରେ ଓଆର ୦୨ ବିଏଲ ୫୫୦୩ ନମ୍ବର ବିଶିଷ୍ଟ ପିକ ଅପ ଗାଡ଼ିରେ ବେଆଇନ ଭାବେ କେନ୍ଦୁପତ୍ର ଚୋରା ଚାଲାଣ ହେଉଥିବା ବନ ବିଭାଗ ଜାଣିବାକୁ ପାଇଥିଲେ। ଖବର ପାଇ ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧିକାରୀ ସୁଶାନ୍ତ କୁମାର ବନ୍ଧ, ଫରେଷ୍ଟର  ସୁଜିତ ପ୍ରଧାନ, ନାକଟିଦେଉଳ ରେଞ୍ଜ ଅଧିକାରୀ ଅଶ୍ବିନୀ କୁମାର ବେହେରା, ଫରେଷ୍ଟର ଅନିଲ କିସାନ ପ୍ରମୁଖ ସଦଳ ବେଳେ ମିଳିତ ଭାବେ  ଚଢ଼ାଉ  କରି ଗଞ୍ଜାବାହାଳ ନିକଟରୁ ପିକ ଅପ  ଗାଡି ସହ ୧୩୯  ବଣ୍ଡଲ ଅର୍ଥାତ ୬କୁଇଣ୍ଟାଲ ୯୦ କେଜି ବେଆଇନ କେନ୍ଦୁପତ୍ର  ଜବତ କରିଥିଲେ। ଏହି ବେଆଇନ କେନ୍ଦୁପତ୍ର ଚୋରା ଚାଲାଣରେ ବେଳେ ଡ୍ରାଇଭର ଓ ଚାଲାଣକାରୀ ବନ ବିଭାଗକୁ ଚକମା ଦେଇ ଫେରାର ହୋଇ ଯାଇ ଥିଲେ। ଜବତ କେନ୍ଦୁପତ୍ରର ଆନୁମାନିକ ମୂଲ୍ୟ ୧ ଲକ୍ଷ ୧୨ ହଜାର ଟଙ୍କା ହେବ ବୋଲି  ବନ ବିଭାଗ ପକ୍ଷରୁ  କୁହାଯାଇଛି। ହେଲେ ନାକଟିଦେଉଳ ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ଘଟଣା ବଢି ଚାଲି ଥିବା ବେଳେ  ବନ ବିଭାଗ ପକ୍ଷରୁ ଅଧିକ ଚଢ଼ାଉ କରା ଯିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like