-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ବ୍ଲକରେ କାଳବୈଶାଖୀର ତାଣ୍ଡବ ଲୀଳା

11-Jun-2022



ଖପ୍ରାଖୋଲ (ବେଦବର ଛତ୍ରିଆ) ଖପ୍ରାଖୋଲ ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ ବହିବା ସହିତ ବର୍ଷା ହେବା ଯୋଗୁଁ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଥିବା ଜଣାପଡିଛି। ବିଭିନ୍ନ ଜାଗାରେ ବଡ଼ ବଡ଼ ଗଛ ସବୁ ଭାଙ୍ଗି ଯାଇଥିବା ବେଳେ ବିଦ୍ୟୁତ ତାର ସବୁ ଛିଣ୍ଡି ଏଣେ ତେଣେ ପଡି ରହିଛି। ଅଞ୍ଚଳରେ ଦିନ ୧୦ ଟା ପର୍ଯ୍ୟନ୍ତ ଝିପିଝିପି ବର୍ଷା ଲାଗି ରହିଥିଲା। ବିଦ୍ୟୁତ ତାର ଓ ଖୁଣ୍ଟ ସବୁ ଭାଙ୍ଗି ଓ ଛିଣ୍ଡି ଯିବାରୁ ବିଦ୍ୟୁତ ସରବରାହ ବନ୍ଦ ରହିଛି। ବିଦ୍ୟୁତ ବିଭାଗ କର୍ମଚାରୀ ମାନେ ଯୁଦ୍ଧକାଳୀନ ଭିତ୍ତିରେ ବିଦ୍ୟୁତ ସରବରାହ ଠିକ୍ କରିବା ରେ ଲାଗିଛନ୍ତି। ଅଞ୍ଚଳର ଲାଠୋର ପଞ୍ଚାୟତ,କରୁଁଆଝର ପଞ୍ଚାୟତ,ଟଙ୍କାପାଣି ଓ ରେଙ୍ଗାଲି ପଞ୍ଚାୟତରେ ବେଶି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିଛି। ସେହିପରି କରୁଁଆଝର ଗ୍ରାମ ପଂଚାୟତର ସାନ ଗୁର୍ଜିଭଟା ଗ୍ରାମରେ ଗୋଟିଏ ପରିବାର ର ଘର ଉପରେ ଗଛ ଭାଙ୍ଗି ପଡିଯିବାରୁ  ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ବର୍ଗ।ଗ୍ରାମର ବୈଷ୍ଣବ ଧରୁଆ ନାମକ ବ୍ୟକ୍ତିଙ୍କ ଘର  ଉପରେ ଗଛ ପଡି ଯିବାରୁ ଅଳ୍ପକେ ବର୍ତ୍ତୀଯାଇ ଥିଲେ ପରିବାର । ଉଜୁଡ଼ି ଯାଇଥିବା ଘରକୁ ଦେଖି ଘୋର ଚିନ୍ତା ଚିନ୍ତାରେ ପଡ଼ି ଯାଇଛନ୍ତି ବୈଷ୍ଣବ। ସେ ପ୍ରଶାସନ ଆଗରେ ଗୁହାରୀ କରିଛନ୍ତି ଯେ ତାଙ୍କୁ ସହଯୋଗର ହାତ ବଢ଼େଇଲେ ତାଙ୍କ ପରିବାର ଲୋକେ ଭଲରେ ରହିପାରିବେ। ତାଙ୍କୁ ଘର ବନେଇବା ପାଇଁ କିଛି ସରକାରୀ ସହାୟତା ଦେଲେ ଆଉ ଥରେ ଘରକୁ ତିଆରି କରି ପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like