-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ନୟାଗଡରେ ବାଲ୍ୟ ବିବାହର ବ୍ୟାଧି ବଢିବାରେ ଲାଗିଛି

22-Nov-2020



ଗଣିଆ/ନୟାଗଡ(ପ୍ରଦୀପ ପଣ୍ଡା}-ସତର୍କତା, ସଚେତନତା ସତ୍ୱେ ବି ଥମିବାର ନା ଧରୁନି ବାଲ୍ୟବିବାହ | ବାପାମାଙ୍କର ମାନବିକତା ଅଭାବରୁ ଉଜ୍ୱଳ ଭବିଷ୍ୟତ ଆଶା ରଖିଥିବା ଝିଅଟିଏ ଖେଳିବା ବୁଲିବା ବୟସରେ ଶାଶୂଘର ଯାଇ ପରିବାର ସମ୍ଭାଳିବା କୁ ବାଧ୍ୟ ହେଉଛି | କଥାରେ ଅଛି 'କନ୍ୟାଦାନ ମହାପୁର୍ଣ୍ୟ ' | କିନ୍ତୁ ସଂସାର ବିଷୟରେ ଜାଣିବା ପୂର୍ଵରୁ ନାବାଳିକା ଝିଅକୁ କନିଆଁ ସଜାଇ ପରଘର କୁ ସଂସାର ଗଢିବାକୁ ପଠାଇଦେଉଥିବା ବାପା, ମା ମହାପାପ କରୁଥିବାର ଅନେକ ଘଟଣା ବୁଦ୍ଧିଯିବି ମହଲରେ ବେଶ ଚର୍ଚ୍ଚା ର ବିଷୟ ପାଲଟିଛି | ଆମ ନୟାଗଡ଼ ଜିଲ୍ଲାରେ ଏହିପରି  ଅନେକ ବାଲ୍ୟବିବାହ ଘଟଣା ଗତ କିଛି ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ସାମନା କୁ ଆସିଛି | ଶିଶୁ ସୁରକ୍ଷା ବିଭାଗୀୟ କର୍ମଚାରୀ ଏବଂ ସାମାଜିକ କର୍ମୀ ମାନେ ଖବର ପାଇ ଅନେକ ଘଟଣା ସ୍ଥଳରେ ପଂହଁଚି ନାବାଳିକା ଏବଂ ନାବାଳକ ମାନଙ୍କୁ ଉଦ୍ଧାର କରୁଥିଲେ ମଧ୍ୟ ସୁଧୁରୁନାହାନ୍ତି ନୟାଗଡ଼ ବାସୀ | 1098 ରେ କଲ ଆସିବାପରେ ଗଣିଆ ବ୍ଲକର ରାସଙ୍ଗ ପଞ୍ଚାୟତ ର ଓସ୍ତିଆ ଗ୍ରାମରେ ପହଂଚି ବାଲ୍ୟବିବାହ କୁ ରୋକ ଲଗାଇଲା ଚାଇଲଡଲାଇନ | ଚାଇଲିଡ଼ଲାଇନ ସଦସ୍ୟ ଆନନ୍ଦଚନ୍ଦ୍ର ବେହେରା, ନିରଞ୍ଜନ ସାହୁ ଶିଶୁ କଲ୍ୟାଣ ବିଭାଗ ର ସଦସ୍ୟ କଳ୍ପନା ମିଶ୍ର, ଟୁନି ଦେଇ ପ୍ରମିଳା ପରିଡା ଓ ଗଣିଆ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଂଚି ଥିଲେ |ନରସିଂହପୁର ନିବାସୀ ଅଶୋକ ମହାରଣାଙ୍କ ସାଙ୍ଗରେ ନାବାଳିକା ଝିଅ ର ବିବାହ ହେବାପାଇଁ ସ୍ଥିର ହୋଇଥିଲା |ଝିଅ କୁ ମାତ୍ର 17ବର୍ଷ ହୋଇଥିବା ରୁ ଝିଅର ବିବାହ ହୋଇପାରିବ ନାହିଁ ବୋଲି ଝିଅର ବାପାମାଙ୍କୁ ଚାଇଲଡ ଲାଇନ ତରଫରୁ ଜଣାଇ ଦିଆଯାଇଥିଲା |ଝିଅ ର ପରିବାର କୁ ବାଲ୍ୟବିବାହ ଆଇନ ସମ୍ପର୍କରେ ବୁଝାଇ ଦିଆଯାଇଥିଲା |ଝିଅକୁ 18 ବର୍ଷ ନହେବା ଯାଏ ବିବାହ କରିପାରିବେ ନାହିଁ ବୋଲି ଝିଅ ଟିର ବାପାମା ଏକ ଚୁକ୍ତିପତ୍ର ରେ ଲେଖିବା ସହିତ ଯଦି ଏଥିରେ ଖିଲାପ କରନ୍ତି ଆଇନ ଅନୁଯାୟୀ ଦଣ୍ଡିତ ହେବେବୋଲି ଦର୍ଶାଇ ଦିଆଯାଇଥିଲା |

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like