-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବାରମ୍ବାର ଖବର ପ୍ରସାରଣ ହେଲା ପରେ ମଧ୍ୟ ଥମୁନି ଦୁର୍ନୀତି

11-Jun-2022



କରୁଆଝର(ବେଦବର ଛତ୍ରିଆ)
ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଏକ ଦାଦନ ପ୍ରବଣ ଅଞ୍ଚଳ।ଏଠି ଦାଦନ ଶ୍ରମିକଙ୍କ ଦୁଃଖ କିଏ ବା ଶୁଣୁଛି।ଏମାନେ ବର୍ଷର ୬ ମାସ ବିଭିନ୍ନ ରାଜ୍ୟକୁ ଦାଦନ ଖଟି ଯାଆନ୍ତି।ସରକାରଙ୍କ ମାଳମାଲ ଯୋଜନା ହେଲେ କାହା ପାଇଁ।ହଁ ଆଜ୍ଞା ଆମେ କହୁଛୁ ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ର କରୁଆଝର ପଞ୍ଚାୟତ କଥା।ଯେଉଁ ଜାଗାରେ ଦାଦନ ଶ୍ରମିକ ମାନେ ପ୍ରତି ବର୍ଷ ଦାଦନ ଯାଇ ଦୁଃଖ ପାଉଥିବା ବେଳେ କିଛି ଶ୍ରମିକ ଦାଦନ ଶ୍ରମିକ ହୋଇ ଯାଇ ଦାଦନ ଶବ ହୋଇ ଫେରନ୍ତି।କିନ୍ତୁ ଏଠି ହେଉଛି ମନରେଗା ଯୋଜନାରେ ଦୁର୍ନୀତି।ସୂଚନା ଅନୁସାରେ କରୁଝର ପଞ୍ଚାୟତ ର ଝଳିଆଳିଟି ଗ୍ରାମରେ ଏକ ପୋଖରୀ ନିର୍ମାଣ କାମ ଚାଲିଛି ଯାହା MGNRGA ଯୋଜନା ରୁ ହେଉଛି କିନ୍ତୁ ଶ୍ରମିକ ସେ କାମ କରୁ ନାହାନ୍ତି ଆଜ୍ଞା JCB ମେସିନ ସାହାଯ୍ୟରେ କାମ ଚାଲିଛି।JCB ରେ କାମ କରି ଶ୍ରମିକଙ୍କ ଏକାଉଣ୍ଟ ରେ ପଇସା ପକେଇ ଆତ୍ମସାତ କରୁଛନ୍ତି ଗ୍ରାମ ସେବକ, ଗାଁ ସାଥୀ ଏବଂ ସରପଞ୍ଚ।ମେଜରମେଣ୍ଟ ପାଇଁ JE ଆସିବା କଥା କିନ୍ତୁ ଆସୁନାହାନ୍ତି।ନିଜେ ନିଜେ ସବୁକରି ପଇସା ଆତ୍ମସାତ କରୁଛନ୍ତି ପଞ୍ଚାୟତ ବିଭାଗୀୟ।ବିନା ସୂଚନା ଫଳକ ରେ କାମ ଚାଲିଛି ପୁରୁଣା ସୂଚନା ଫଳକ କୁ ମରାମତି କରି କାମ ଚଳାଉଛନ୍ତି ନୂଆଁ ସୂଚନା ଫଳକ ଲଗାଇବାକୁ କୁଣ୍ଠାବୋଧ କରୁଛନ୍ତି ଦି ପଇସା ବଞ୍ଚାଇବାକୁ।ଟିକେ ଭାବନ୍ତୁ ଆଜ୍ଞା ଏଥିରେ ପଞ୍ଚାୟତ ରୁ ବ୍ଲକ ପର୍ଯ୍ୟନ୍ତ ସମସ୍ତେ ଶଂଶ୍ଲିଷ୍ଟ ଅଛନ୍ତି ସେଥିପାଇଁ ସବୁ ଚାପି ହୋଇ ରହିଯାଉଛି।ଏଠି ଗୋଟେ ଉକ୍ତି ମନେ ପଡେ ଆଜ୍ଞା - ମୋ ଜୀବନ ଭଲରେ ଚଳୁ,ଶ୍ରମିକ ମରିଲେ ମରୁ।ଏଇ ପ୍ରକାର ଦୁର୍ନୀତି ର ବିହିତ ପଦକ୍ଷେପ ହୋଇ ଦୋଷୀକୁ ଉଚିତ ଦଣ୍ଡ ଦିଆଯିବା କୁ ସାଧାରଣ ରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like