-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

କିସିଣ୍ଡାରେ ଖୋଲା ଆକାଶ ତଳେ ପୁତ୍ର ସନ୍ତାନକୁ ଜନ୍ମ କଲେ ମହିଳା, ଆମ୍ବୁଲାନସ୍ ନ ମିଳିବାରୁ ବସ୍ ରେ ସମ୍ବଲପୁର ଯାଉଥିଲେ

11-Jun-2022



ନାକଟିଦେଉଳ(କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ମହୁକୁଦ ଗ୍ରାମର ଜନୈକା ମହିଳା କିସିଣ୍ଡା ହାଟପଦା ଠାରେ ଖୋଲା ଆକାଶ ତଳେ ପ୍ରସବ କରିଥିବା ଖବର ହସ୍ତଗତ ହୋଇଛି ା 

ପ୍ରକାଶ ଯେ, ନାକଟିଦେଉଳ ବ୍ଲକ ମହୁକୁଦ ଗ୍ରାମର ପିଣ୍ଟୁ ବେହେରାଙ୍କ ସ୍ତ୍ରୀ ଅଞ୍ଜଳୀ ବେହେରା ଆଜି ସକାଳ ସମୟରେ ପ୍ରସବ ପାଇଁ ଅଧିକ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କ ସ୍ୱାମୀ ଆମ୍ବୁଲାନ୍ସକୁ ଫୋନ କରିଥିଲେ, ହେଲେ ନାକଟିଦେଉଳରେ ଆମ୍ବଲାନ୍ସ କୌଣସି କାରଣରୁ ଆଉ ଏକ ରୋଗୀକୁ ନେଇ ଅନ୍ୟ ମେଡିକାଲକୁ ନେଇଯାଇଥିଲେ I ବାଧ୍ୟ ହୋଇ ଅଞ୍ଜଳୀକୁ ତାଙ୍କ ସ୍ୱାମୀ ଏକ ବସ୍ ରେ ସମ୍ବଲପୁର ମେଡିକାଲକୁ ନେଉଥିବା ସମୟରେ କିସିଣ୍ଡା ଠାରେ ଅଞ୍ଜଳୀ ପ୍ରସବ ପାଇଁ ଅଧିକ ଯନ୍ତ୍ରଣା ଅନୁଭବ କରିଥିଲେ l ବାଧ୍ୟ ହୋଇ ସ୍ବାମୀ ତାଙ୍କୁ ପାଖରେ ଥିବା ସାପ୍ତାହିକ ହାଟ ପଦାକୁ ବସ୍ ରୁ ଓହ୍ଲାଇ ନେଇଯାଇଥିଲେ l ସେଠାରେ ଖୋଲା ଆକାଶ ତଳେ ଏକ ପୁତ୍ର ସନ୍ତାନ ଜନ୍ମ କରିଥିଲେ ପ୍ରସବ କରିଥିଲେ ା ପ୍ରସବ ସମୟରେ ଆଶାକର୍ମୀ ମଧ୍ୟ ଉପସ୍ଥିତ ଥିଲେ l ଏ ଖବର କିସିଣ୍ଡାର ଫ୍ରେଣ୍ଡସ କ୍ଲବର ସଦସ୍ୟ ମାନେ ଜଣିବାପରେ ଘଟଣା ସ୍ଥଳକୁ ଯାଇ ଏକ ଆମ୍ବଲାନ୍ସ ଗାଡିକୁ ଯୋଗାଯୋଗ କରି ନାକଟିଦେଉଳ ମେଡିକାଲକୁ ପଠେଇଥିଲେ Iବର୍ତମାନ ମାଁ ଅଞ୍ଜଳୀ ଏବଂ ଶିଶୁ ପୁତ୍ର ସୁସ୍ଥ ଥିବା ଜଣାନ ପଡ଼ିଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like