-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଠକାମୀ ର ଗୋଟିଏ ସୀମା ଅଛି !

11-Jun-2022



ବରଗଡ:-ବାରମ୍ବାର ଜିଲ୍ଲା ପ୍ରଶାସନର ଠକାମୀର ଶିକାର ହେବାରେ ଲାଗିଛି ରାଜବୋଡାସମ୍ୱର କୃଷକ ସଂଗଠନ । ଆସନ୍ତା ତା ୧୩.୦୬.୨୦୨୨ରିଖରେ କୃଷକ ସଂଗଠନର ଆହ୍ୱାନ କ୍ରମେ ଜେଲଭରା ଆନ୍ଦୋଳନରୁ ନିବୃତ ରହିବା ଏବଂ ଆଉ ୧୫ ଦିନ ସମୟ ପ୍ରଶାସନ ଦେବାକୁ ରାଜବୋଡାସମ୍ୱର କୃଷକର କେତେକ ବରିଷ୍ଠ ନେତାଙ୍କୁ ବରଗଡ ଆରକ୍ଷୀ ଅଧିକ୍ଷକ ତାଙ୍କ ବରଗଡ କାର୍ଯ୍ୟଳୟକୁ ଡାକିଥିଲେ ।ଏସ.ପି ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଆଲୋଚନାରେ କୃଷକ ସଂଗଠନ ର ପ୍ରତିନିଧି ଦଳଙ୍କ ସମେତ ଏସ.ଡି.ପି.ଓ ପଦ୍ମପୁର,ଏଡିଏମ୍ ବରଗଡ଼,ପଦ୍ମପୁର ଥାନା ଅଧିକାରୀଙ୍କ ଭିତରେ ଆସନ୍ତା ୧୩.୦୬.୨୦୨୨ ର ଆନ୍ଦୋଳନ ସମ୍ପର୍କରେ ବିଶଦ ଆଲୋଚନା ହୋଇଥିଲା ।ହେଲେ କୈାଣସି ସମାଧାନ ର ରାସ୍ତା ବାହାରି ପାରିନଥିଲା । ପ୍ରଶାସନ ଆଉ ୧୫ ଦିନ ମହଲତୀ ମାଗିଥିଲେ ।ହେଲେ କୃଷକ ସଂଗଠନ ତରଫରୁ ତାଙ୍କ ଅନୁରୋଧ ପ୍ରତ୍ୟାଖ୍ୟାନ କରିଦିଆଯାଇଥିଲା । ବାରମ୍ବାର ଜିଲ୍ଲା ପ୍ରଶାସନ କୁ ବିଶ୍ୱାସ କରି ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନ ଜାରି ସତ୍ୱେ ଠକାମୀର ସୀମାକୁ ଆଉ ବରଦାସ୍ତ କରାଯାଇପାରିବ ନାହିଁ ।ଏଣୁ ଆମେ ଆମ ନିଷ୍ପତ୍ତିରେ ଅଟଳ ବୋଲି ରୋକ ଠୋକ ଜଣାଇ ଦେଇଥିଲେ ।ଏହି ଆଲୋଚନା ସମୟରେ କୃଷକ ସଂଗଠନ ରେ ଜଡିତ ଚାଷୀ ନେତା ରମେଶ ମହାପାତ୍ର, ଅଶୋକ ସାହୁ, ରୋହିତ ପଧାନ, କୈଳାସ ବାରିକ, ଅମୃତଲାଲ ସାହୁ,ବିଜୟ ସାହୁ, ବାଳକୃଷ୍ଣ ବନଛୋର,ପ୍ରଭାତ ସାହୁ,ରାହାସ ସାହୁ, ଅରବିନ୍ଦ ପଣ୍ଡା, ସରୋଜ ସାହୁ,ମୁରଲୀଧର ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like