-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ମନୋରଞ୍ଜନ

ଓଡ଼ିଆ ଚଳଚିତ୍ର "ଚନ୍ଦ୍ରିକା" ର ଶୁଭ ମହୁରତ୍

12-Jun-2022



କଟକ : ରୌଦ୍ରୀ ଟେଲିଆର୍ଟ ପ୍ରାଇଭେଟ ଲିମିଟେଡ଼ ର ପ୍ରଥମ ଅବଦାନ ଓଡ଼ିଆ ଚଳଚିତ୍ର "ଚନ୍ଦ୍ରିକା" ର ଶୁଭ ମହୁରତ୍ କଟକ ସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆଜି ଅନୁଷ୍ଠିତ ହୋଇଯାଇଛି । ଚଳଚ୍ଚିତ୍ରଟି ପ୍ରେମ କାହାଣୀ ଉପରେ ଆଧାରିତ ।ଯେଉଁଥିରେ ମୁଖ୍ୟ ନାୟକ ଓ ନାୟିକା ଭାବରେ ଅଭିନୟ

କରୁଛନ୍ତି ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର, ଅମ୍ଳାନ ଦାସ, ଏବଂ ନବାଗତ ନାୟିକା ଚନ୍ଦ୍ରିକା । ଅନ୍ୟାନ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି ସରୋଜ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ବ୍ରଜ ସିଂ,

ଲିଟୁ ଏବଂ ଅନ୍ୟ ପ୍ରମୁଖ କଳାକାରମାନେ । ଚନ୍ଦ୍ରିକା ଚଳଚିତ୍ର ର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ଚିନ୍ମୟ ଦାସପଟ୍ଟନାୟକ ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଛନ୍ତି ହିମାଂଶୁ ପରିଜା(ଚଣ୍ଡୀ), ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ୍ ମଜୁମଦାର । କାହ୍ନୁଚରଣ ନନ୍ଦ(ଶୁଭମ) DOP ରେ ଥିବାବେଳେ ପ୍ରଯୋଜନାରେ ଅଛନ୍ତି ଆଶିଶ୍ କୁମାର ସିହ୍ନା ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm