-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ,ଅଞ୍ଚଳରେ ଶୋକର ଛାୟା

12-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଳକ ଅନ୍ତର୍ଗତ ସିଲାଟି ପଞ୍ଚାୟତ ନନ୍ଦନମାଲ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ପୁରନ୍ଦର ବିଶି(୭୫)ଙ୍କ ଗତକାଲି ସନ୍ଧ୍ୟାରେ ପରଲୋକ ଘଟିଛି ।ତାଙ୍କ ବିଯୋଗ ଖବର ଶୁଣିବା ପରେ ଗ୍ରାମ ତଥା ଆଖପାଖ ଅଂଚଳର ବହୁ ବ୍ୟକ୍ତି ତାଙ୍କ ଘରକୁ ଆସି ପ୍ରିୟ ଶିକ୍ଷକଙ୍କୁ ଶେଷ ଦର୍ଶନ କରିଥିଲେ ।ସୂଚନା ଯୋଗ୍ୟ ଯେ   ପୁରନ୍ଦର ବଲାଙ୍ଗୀର ଜିଲ୍ଲା ସିନ୍ଦୂରବାହାଲ ସ୍କୁଲରୁ ତାଙ୍କ ଚାକିରି କାଳ ଆରମ୍ଭ କରି ନନ୍ଦନମାଲରେ ଦୀର୍ଘ ୨୫ବର୍ଷ ଓ ବିନିକା ବ୍ଳକ ମେଘେଲା ଅପଗ୍ରେଡ ସ୍କୁଲରେ ୭ବର୍ଷ ଶିକ୍ଷାଦାନ ପରେ ଅବସର ଗ୍ରହଣ କରିଥିଲେ ।ସ୍ବର୍ଗତ ବିଶି ଜଣେ ଧର୍ମ ପରାୟଣ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଥିଲେ । ମୃତ୍ୟୁ ଶଯ୍ୟା ନିକଟରେ  ପୁଅ ଅଶୋକ,ଅକ୍ଷୟ,ଝିଅ ଶ୍ରଦ୍ଧାଞ୍ଜଳୀ,ଜ୍ବାଇଁ,ଚଞ୍ଚଳ, ସନ୍ତୋଷ କୁମାର,ନାତୁଣୀ ଜ୍ବାଇଁ ଅଗାଧୁ ଓ ନାତି,ନାତୁଣୀ ଉପସ୍ଥିତ ଥିଲେ ।ଏକ ବିରାଟ ଶୋଭାଯାତ୍ରାରେ ତାଙ୍କ ମର ଶରୀରକୁ ସ୍ଥାନୀୟ ଶ୍ଵସାନ ଘାଟକୁ ନେବାପରେ ସେଠାରେ ବଡ଼ପୁଅ ତଥା ଅଧ୍ୟାପକ ଅଶୋକ ବିଶି ମୁଖାଗ୍ନି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like