-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ଦେଦର୍ହ ରେ ସର୍ବ ଭାରତୀୟ ବିଂଝାଲ ସମାଜ ର ବ୍ଳକ ସ୍ତରୀୟ ସଭା ଅନୁଷ୍ଠିତ

12-Jun-2022



ପାଟଣାଗଡ଼ / ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ  ଖପ୍ରାଖୋଲ ବ୍ଳକ ଦେଦର୍ହ ଗ୍ରାମ ର ଶିବ ମନ୍ଦିର ପାଖ ବରଗଛ ମୂଳରେ ସର୍ବ ଭାରତୀୟ ବିଂଝାଲ ସମାଜ ର ଖପ୍ରାଖୋଲ ବ୍ଳକ ସ୍ତରୀୟ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ବ୍ଳକ ସଭାପତି ଚନ୍ଦ୍ରଶେଖର ବରିହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବ୍ଳକ ସ୍ତରୀୟ ସଭା ରେ ପ୍ରାରମ୍ଭ ରେ ସମାଜ ଇଷ୍ଟ ଦେବୀ ମାଁ ବିନ୍ଧ୍ୟ ବାସିନୀ ଙ୍କ ପୂଜାର୍ଚ୍ଚନା ସହ ସାମୁହିକ ପ୍ରାର୍ଥନା କରାଯାଇଥିଲା । ଏଥିରେ ସର୍ବ ଭାରତୀୟ ବିଂଝାଲ ସମାଜ ର ଉପଲାଟ ସଭାପତି ତଥା ବଲାଙ୍ଗୀର ଜିଲ୍ଲା ଚନ୍ଦ୍ରଶେଖର ବାଗ ମୂଖ୍ୟ ଅତିଥି , ବଲାଙ୍ଗୀର ଜିଲ୍ଲା ଉପସଭାପତି ଅର୍ଜୁନ ବରିହା , ବଲାଙ୍ଗୀର ବ୍ଳକ ସଭାପତି କୁଶ ବରିହା , ସଂପାଦକ ନାରାୟଣ ବରିହା , ଖପ୍ରାଖୋଲ ବ୍ଲକ ଉପସଭାପତି କେଶବ ବରିହା , ସଂପାଦକ ବିମଳ ବରିହା , ବିପିନ ବରିହା , ଗୌରୀ ଶଙ୍କର ବରିହା , ବିରଞ୍ଚି ବରିହା , ଜିଲ୍ଲା ମିଡ଼ିଆ ସେଲ୍ ସ଼଼ଂଯୋଜକ ଗୋରେଖନାଥ ବରିହା , କୁଶଳ ବରିହା , ହୃଷିକେଶ ବରିହା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।  ଶିକ୍ଷା , ସ୍ଵାସ୍ଥ୍ୟ , ନିଶା ନିବାରଣ , ସାଂସ୍କୃତିକ , ବିଂଝାଲ ସମାଜ ର ଭାଷା ପରମ୍ପରା ସହ ସମାଜ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା । ସଭା ରେ ଖପ୍ରାଖୋଲ ବ୍ଳକ ର ସମାଜର  କେତେଜଣ ଗୋଷ୍ଠୀ କନ୍ଦଳ ସୃଷ୍ଟି ହେବା ସାଙ୍ଗକୁ ଲୁଚି ଛପି ସାମାଜିକ ସଭା କରି  ନିୟମାବଳୀ କୁ ଉଂଲଘନ କରିବା , ବେଆଇନ ଭାବେ  ଜରିମାନା ଆଦାୟ କରୁଥିବା , ସମାଜ ର ବିଭିନ୍ନ ପର୍ବ ପର୍ବାଣୀ ରେ ଯୋଗଦାନ ନ କରିବା ସହ ଚାନ୍ଦା ନଦେବାକୁ ମନା କରିବା ସହ ଗାଁ ଗାଁ ଯାଇ ଲୋକଙ୍କୁ ପ୍ରବର୍ତ୍ତାଇ ଥିବା ଦୃଷ୍ଟି ଗୋଚର ହେତୁ ଉକ୍ତ ବ୍ୟକ୍ତି ବିଶେଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସଭା ରେ  ନିଷ୍ପତ୍ତି ନିଆଯାଇଥିଲା । ଏକ ବୃହତ ବିଂଝାଲ ସମାଜ କୁ ବିଶୃଙ୍ଖଳା ସୃଷ୍ଟି କରିବା , ସମାଜ କୁ ଭାଗ ଭାଗ କରୁଥିବା , ସମାଜ ର ସାମାଜିକ ନିୟମାବଳୀ ଖୋଲା ଖୋଲି ଉଲଂଘନ କରିବା , ବେଖାତିରି କରୁଥିବା , ସମାଜ ଏବଂ ସମାଜ ପକ୍ଷରୁ ପାଳିତ ହେଉଥିବା ପରମ୍ପରା ସଂସ୍କୃତି ଅନୁଯାୟୀ  ପୂଜା ପର୍ବ ପର୍ବାଣୀର ପାଳିତ ହେଉଥିବା ଉତ୍ସବ ସମୟରେ ସେହି ବ୍ୟକ୍ତି ବିଶେଷଙ୍କ ପ୍ରରୋଚନା , ଇଙ୍ଗିତରେ ଗଣ୍ଡଗୋଳ କରୁଥିବା । ଉକ୍ତ ବ୍ୟକ୍ତି ବିଶେଷଙ୍କ ପ୍ରତି ଆଗାମୀ ଦିନରେ ସେମାନଙ୍କ ନାମ ରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମତପ୍ରକାଶ ପାଇଥିଲା । ସଭା ରେ ଖପ୍ରାଖୋଲ ବ୍ଳକ ରେ ଥିବା ୨୧ ଟି ପଞ୍ଚାୟତ ଦାୟିତ୍ଵ ରେ ଥିବା କର୍ମକର୍ତ୍ତା ସଦସ୍ୟ ଯୋଗଦେଇ ଥିଲେ । ଜିଲ୍ଲା ଉପସଭାପତି ଅର୍ଜୁନ ବରିହା ସ୍ବାଗତ ଭାଷଣ ପ୍ରଦାନ ସହ ସଭାପତି ଚାଳନା କରିଥିବା ବେଳେ ନାନ୍ଧୁପଲା ପଞ୍ଚାୟତ ସଭାପତି ଶଶିକାନ୍ତ ବରିହା , ଗୋପାଳ ବରିହା , ପଡିଆବାହାଲ ପରିକ୍ଷିତ ବରିହା , କରୁଆଁଝର ବୁଡୁ ବରିହା , ସଂପାଦକ ରତ୍ନାକର ବରିହା , ଲୁହାସିହା ଧନୁର୍ଯ୍ୟ ବରିହା , କାଶିନାଥ ବରିହା , ବରଞ୍ଚି ବରିହା , ପିଛାଲୁ ବରିହା ଙ୍କ ସମେତ ଅନ୍ୟ କର୍ମକର୍ତ୍ତା ସଦସ୍ୟ ଉପସ୍ଥିତ ଥିବା ବେଳେ ଦେଦର୍ହ ଗ୍ରାମ ସମାଜ ର ସଦସ୍ୟ ମାନେ ସହଯୋଗ କରିଥିଲେ । ଅଜୁର୍ନ ବରିହା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like