-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କର୍ମ କର୍ତ୍ତା ଚୟନ..... ସୁରେନ୍ଦ୍ର ଭୋଇ ହେଲେ ବ୍ଲକ ସଭାପତି

12-Jun-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କର୍ମ କର୍ତ୍ତା ଚୟନ ରବିବାର କର୍ଲାମୁଣ୍ଡା ବସ୍ତି ନିକଟସ୍ଥ କାଜୁ ବଗିଚା ଠାରେ ଅନୁଷ୍ଟିତ ହୋଇଯାଇଛି।ଏଥିରେ ଆଦିବାସୀ ନେତା ପରଧିଆ ଧରୁଆ  ସଭାପତିତ୍ୱ ରେ ଆଦିବାସୀ ନେତା ପ୍ରକାଶ ମାଝୀ ଙ୍କ ଉପସ୍ଥିତି ରେ ବ୍ଲକ ଆଦିବାସୀ ସଂଘ ର ସଭାପତି ଭାବେ ସୁରେନ୍ଦ୍ର ଭୋଇ, ଉପସଭାପତି ଭାବେ ଜଗବନ୍ଧୁ ଧରୁଆ, ଓ ସ୍ୱୟଂ ମ୍ବର ମିର୍ଧା, ସମ୍ପାଦକ ଗୋବିନ୍ଦ ଭୋଇ, ସହ ସମ୍ପାଦକ କୁମରମଣି ପାତ୍ର,କୋଷାଧ୍ୟକ୍ଷ ନରେନ୍ଦ୍ର ଶବର,ମିଡିଆ ସେଲ ଆବାହକ ନନ୍ଦି କିଶୋର ଭୋଇ ପ୍ରମୁଖ ମନୋନୀତ ହୋଇଥିବା ବେଳେ ଉପଦେଷ୍ଟା କମିଟି ରେ ଗୋବରଧନ ଭୋଇ,ସୁବାସ ଭୋଇ,ବାସୁଦେବ ମାଝୀ, ଶଙ୍କର ଭୋଇ, ଦୟାନିଧି ମାଝୀ, ପରାଧିଆ ଧରୁଆ, ରାଜେନ୍ଦ୍ର ଭୋଇ, ପବିତ୍ର ଭୋଇ, ଜଗନ୍ନାଥ ଭୋଇ, ବାଦୁଲୁ ଜାନି,ବରୁଣ ଭୋଇ ମନୋନୀତ ହୋଇଥିବା ଜଣାପଡିଛି।ଏଥିରେ କର୍ଲାମୁଣ୍ଡା ବ୍ଲକ ଆଦିବାସୀ, ଗଣ୍ଡାୱାନା, ଶବର, ମିର୍ଧା, ବିଞ୍ଜାଳ, ସଉରା ପ୍ରଭୁତି  ସମାଜ ବ୍ଲକ କର୍ମକର୍ତ୍ତା ଓ ଆଦିବାସୀ ସମ୍ପ୍ରଦାୟ ଜନସାଧାରଣ ଉପସ୍ଥିତ ଥିଲେ। ଉକ୍ତ ବୈଠକ ରେ ନୂତନ କର୍ମକର୍ତ୍ତା ଚୟନ ପରେ, ବ୍ଲକ ରେ ନକଲି ଆଦିବାସୀ ଙ୍କ ବିରୁଦ୍ଧରେ, ଓ ଜଳ, ଜଙ୍ଗଲ, ଜମି ର ହକ ଅଧିକାର ପାଇଁ ଆଗାମୀ ଦିନରେ ବ୍ଲକ, ତହସିଲ, ଗୋଷ୍ଠିଶିକ୍ଷା କେନ୍ଦ୍ର କୁ ଘେରାଉ କରାଯିବା ପାଇଁ ନିଷ୍ପତି ନିଆ ଯାଇଥିବା  ମିଡିଆ ସେଲ ଆବାହକ ନନ୍ଦୀ କିଶୋର ଭୋଇ କହିଛନ୍ତି।ଅନ୍ୟ ମାନଙ୍କ ମଧ୍ୟରେ ଚୈତନ୍ୟ ଭୋଇ, ଭୂପିନ୍ଦର ଭୋଇ, ବାବୂବାହନ ଭୋଇ,ମହେନ୍ଦ୍ର ପ୍ରଧାନୀ, ଅଶ୍ୱିନୀ କୁମାର ମାଝୀ, ହିରାମଣି ଭୋଇ, ହେମାରବିନ୍ଦ ଭୋଇ, ସ୍ୱାଗତ ଭୋଇ,କର୍ଣ ଭୋଇ,ଉତ୍ତମ ଭୋଇ, ମକରନ୍ଦ ମାଝୀ, ଅକ୍ଷୟ ଭୋଇ,ଶ୍ୟାମ ଭୋଇ,ସୀମାଞ୍ଚଳ ଭୋଇ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like