-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ଆଶାକର୍ମୀ ମାନଙ୍କ ପ୍ରଶିକ୍ଷଣ ଶିବିର ଉଦଯାପିତ

12-Jun-2022



ବରଗଡ: ବରଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଏବଂ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଆଜ୍‌କା ପାଇକମାଲର ମିଳିତ ସହଯୋଗରେ ଆଶା କର୍ମୀ ମାନଙ୍କ ଟ୍ରେନିଂ ମଡ୍ୟୁଲ୍  ଛଅ ଓ ସାତ ର ଚତୁର୍ଥ ପର୍ଯ୍ୟାୟ ତା. ୦୮.୦୬.୨୦୨୨ ରୁ  ଆଜ୍ କା  ତାଲିମ କେନ୍ଦ୍ର ପାଇକମାଲ ଠାରେ ଆରମ୍ଭ ହୋଇ ଆଜି ଉଦଯାପିତ ହୋଇଯାଇଛି । ଏଥି ସହିତ କ୍ରମାନ୍ବେୟେ ଚାରୋଟି ପର୍ଯ୍ୟାୟ ଟ୍ରେନିଂ ଶେଷ ହୋଇଛି । ଏହି ତାଲିମ ରେ ବରଗଡ଼ ଜିଲ୍ଲାର ପାଞ୍ଚଟି ବ୍ଳକ୍ ବରପାଲି, ଅତାବିରା, ଅମ୍ବାଭନା, ପଦ୍ମପୁର ଏବଂ ଝାରବନ୍ଧ ରୁ ମୋଟ ୨୮ ଜଣ ଆଶା ପ୍ରଶିକ୍ଷଣାର୍ଥିନୀ ଯୋଗ ଦେଇଥିଲେ । ପ୍ରଶିକ୍ଷିକା ସନ୍ତୋଷିନୀ ମହାପାତ୍ର ଏବଂ ପ୍ରଶିକ୍ଷକ ସୁଧୀର କୁମାର ପଣ୍ଡା ତାଲିମ ପ୍ରଦାନ କରିଥିଲେ । ଏହି ଚତୁର୍ଥ ପର୍ଯ୍ୟାୟ ଟ୍ରେନିଂର ବିଷୟବସ୍ତୁ ମଧ୍ୟରେ ହିଂସା, ହିଂସାର ପ୍ରକାରଭେଦ, ହିଂସାର ଚକ୍ର, ହିଂସାର ଚିହ୍ନ ଓ ସଙ୍କେତ, ହିଂସାର ପରିଣାମ, କେଉଁ ମହିଳା ଅତ୍ୟଧିକ ହିଂସାରେ ଶିକାର ହେବାର ସମ୍ଭାବନା ଅଧିକ, ମହିଳା ସୁରକ୍ଷା ନିମନ୍ତେ ବିଭିନ୍ନ ଆଇନ ର ବ୍ୟବସ୍ଥା, ମହିଳା ହିଂସାରେ ଆଶାର ଭୂମିକା ଇତ୍ୟାଦି ପରିସରଭୁକ୍ତ ଥିଲା  ଅନୁଷ୍ଠାନର ପ୍ରୋଗ୍ରାମ କୋଅର୍ଡିନେଟର ନିତ୍ୟାନନ୍ଦ ଜେନା ତାଲିମ ର ସୁପରିଚାଳନା କରିଥିବାବେଳେ ଯୁଗଳ କିଶୋର ନାୟକ ଏବଂ କୁମୁଦିନୀ ପ୍ରଧାନ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ନିତ୍ୟାନନ୍ଦ ଜେନା ସମସ୍ତଙ୍କର ସହଯୋଗ ନିମନ୍ତେ ଧନ୍ୟବାଦ ଜଣାଇ ଟ୍ରେନିଂ ର ପରିସମାପ୍ତି ଘୋଷଣା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like