-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ତାଇକଣ୍ଡୋ ସଂଘ ତରଫରୁ ବେଲ ଗ୍ରିଟିଂ ପରୀକ୍ଷା

12-Jun-2022



ବଲାଙ୍ଗିର,୧୨ା୬- ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ବଲାଙ୍ଗିର ଜିଲ୍ଲା ତାଇକଣ୍ଡୋ ସଂଘ ତରଫରୁ ଏକ ବେଲ ଗ୍ରିଡିଂ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଓଡିଶା ତାଇକଣ୍ଡୋ ସଂଘର ସଂପାଦକ ମନମୋହନ ଭଞ୍ଜ ଅନଲାଇନ ପରୀକ୍ଷା ପରିଚାଳନା କରିଥିଲେ । ଜିଲ୍ଲା ତାଇକଣ୍ଡୋ ସଂଘର ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ

ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା କ୍ରିଡାଧିକାରୀ ପରାସର ବାଗ ମୁଖ୍ୟ ଅତିଥି, ସେଣ୍ଟ୍ରାଲ କୋ-ଅପରେଟିଭ୍ ବ୍ୟାଙ୍କର ପୂର୍ବତନ ଏ.ଜି.ଏମ୍ ଜୟନ୍ତ ମହାନ୍ତି ଓ ଡା. ଆକାଶ ଜୈନ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ବେଲ ଗ୍ରିଟିଂ ପରୀକ୍ଷାରେ ବଲାଙ୍ଗିର ଜିଲ୍ଲାରୁ ସର୍ବମୋଟ ୬୨ ଜଣ ଛାତ୍ର ଛାତ୍ରୀମାନେ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ବାଳିକା ବିଭାଗରେ ଶ୍ରୀୟାସି ପାଣ୍ଡିଆ, ସୁଶ୍ରୀ ଦେବାଂଶି,

ସମୀକ୍ଷା ସମ୍ରିଦ୍ଧି ଷଡଙ୍ଗୀ, ଭାଗ୍ୟଶ୍ରୀ ନାଗ ଅରେଞ୍ଜ ବେଲ୍ଟ, ଆରାଧ୍ୟା ଭୋଇ, ଅମ୍ବିକା ପଧାନ, ସୋନାକ୍ଷୀ ସନ୍ଧ୍ୟା ଭୋଇ, ଧରିତ୍ରୀ କୁମାର, ସୋନାକ୍ଷୀ ପାଢୀ ୟେଲୋ ବେଲ୍ଟ ପାଇଥିବା ବେଳେ ବାଳକ ବିଭାଗରେ ଶ୍ରେୟାଂଶ କୁମାର ସିଂ ଭଞ୍ଜ, ତ୍ରିଲୋକେଶ ଶତପଥି ଅରେଞ୍ଜ ବେଲ୍ଟ, ଆଶୁତୋଷ ନାଏକ, ପ୍ରିୟାଂଶୁ ଜେସୱାଲ, କ୍ରିଷ୍ଣା ଅର୍ଜୁନ ବନଛୋର, ଶ୍ରୀୟାଂଶୁ ତ୍ରିପାଠି, ଅନୁପମ ଶତପଥି ୟେଲୋ ବେଲ୍ଟ ପାଇ ଉତ୍ତିନ୍ନ ହୋଇଥିବା କୋଚ ଅସୀମ ଭୋଇ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like