-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଦୟାନିଧି ଙ୍କ ଘର ପୋଡ଼ି ଯିବାରୁ ଦୟା ଦେଖାଇଲେ ଆମ୍ ଆଦମୀ ପାର୍ଟିର ଉପଦେଷ୍ଟା

12-Jun-2022



ବଲାଙ୍ଗିର ( ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଉପରଝର୍ ଗ୍ରାମ ପଞ୍ଚାୟତ  ରେଙ୍ଗାଲି ଗାଁର ଦୟାନିଧି ମାଝୀ ଙ୍କ ର ଘର ପୋଡ଼ି ଯାଇଥିବା ବେଳେ ଦୟାନିଧି ମାଝୀ ଉପସ୍ଥିତ ନଥିଲେ ତାଙ୍କ ଦୁଇ ଛୁଆ ଉପସ୍ଥିତ ଥିଲେ । ଘର ପୁଡ଼ୁଥିବାର୍ ଗାଁ ଲୋକ ଦେଖି ଦମକଳ ବା ଅଗ୍ନିଶମ ବିଭାଗକୁ ଫୋନ୍ କରିଥିଲେ ଏବଂ ନିଜେ ଗାଁ ଲୋକ ନିଆଲିଭାଇବା ପାଇ ଚେଷ୍ଟା କରିଥିଲେ ଏବଂ ଆମ୍ ଆଦମୀ ପାର୍ଟି ନେତା ଆଶିଷ ପାଣ୍ଡେ ଙ୍କୁ ମଧ୍ୟ ଫୋନ୍ କରିଥିଲେ। ଖବର ପାଇ ଆମ୍ ଆଦମୀ ପାର୍ଟି ଜିଲ୍ଲା ସଭାପତି ଆଶିଷ ପାଣ୍ଡେ ଘଟଣା ସ୍ଥଳକୁ କୁ ପହଞ୍ଚିଥିଲେ । କିନ୍ତୁ ସେ ପର୍ଯ୍ୟନ୍ତ ଦମକଳ ଗାଡି ଘଟଣା ସ୍ଥଳକୁ  ପହଞ୍ଚି ପାରିନଥିଲା କାରଣ ଉପରଝର୍ ଗାଁ ରାସ୍ତାରୁ ଗାଡି ଆସିପାରୁନଥିଲା ଛୋଟ ରାସ୍ତା ଯୋଗୁଁ ବହୁତ୍

କଷ୍ଟରେ ଆସି ପହଞ୍ଚିଲା । ଗାଁ ଲୋକ ଏବଂ ଶ୍ରୀ ପାଣ୍ଡେ ନିଆଁ କୁ ଆୟତ୍ତ କରିସାରିଲା ପରେ ଦମକଳ ବାହିନୀ ପହଞ୍ଚି ଥିଲେ। ତେଣୁ ଆପ ନେତା ଶ୍ରୀ ପାଣ୍ଡେ ଏବଂ ଗାଁ ଲୋକେ କହିବାର ଅନୁସାରେ ଭାରତ ସ୍ୱାଧୀନ ହେବା ୭୫ ବର୍ଷ ହୋଇଗଲାଣି କିନ୍ତୁ ଏପର୍ଯ୍ୟନ୍ତ ଗାଁ କୁ ଏମାର୍ଜେନ୍ସୀ ଗାଡ଼ି ଆସିପାରୁନାହିଁ ଆଜି ଦମକଳ ହେଲା କାଲି ଆମ୍ବୁଲାନ୍ସ ଯଦି ଏପ୍ରକାର ଏମାର୍ଯେନ୍ସୀ  ଆସିପାରିବ ନାହିଁ ତାହେଲେ ତାହା ସଂପୂର୍ଣ୍ଣ ଭାବରେ ସରକାର୍ ର ବିଫଳ ବୋଲି କହିଥିଲେ ଶ୍ରୀ ପାଣ୍ଡେ   ।  ଶ୍ରୀ ପାଣ୍ଡେ ଘଟଣା ସ୍ଥଳରୁ ଉପରଝର୍ ଏ ଓ .ବିଭାର ଙ୍କୁ ଫୋନ୍ କରି ତାଙ୍କର  ୨୦,୦୦୦ ହଜାର ଟଙ୍କା ଏବଂ  ଘଟଣା ର ତଦନ୍ତ କରି ତାଙ୍କୁ କିଛି ସାହାଯ୍ୟ ଆର୍ଥିକ ସହାୟତା କରାଯାଉ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like