-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବ୍ୟାସ କବି ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ପାଳନ

13-Jun-2022



ବାଲେଶ୍ଵର/ନୀଳଗିରି(ପ୍ରେରଣା ଖବର) : ନୀଳଗିରି ସ୍ଥିତ ରତ୍ନାକର ଟାଉନ ହାଇସ୍କୁଲ ପରିସରରେ ବ୍ୟାସ କବି ସାହିତ୍ୟ ସଂସଦ, ଗୋଡିଶୂଳ, ନୀଳଗିରି, ବାଲେଶ୍ୱର ର ବାର୍ଷିକ ଉତ୍ସବ ମହା ସମାରୋହରେ ରେ ପାଳନ ହୋଇଯାଇଛି ।ପ୍ରଥମ ଅଧିବେଶନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଯଚିନ୍ଦ୍ର ସ୍ବାଇଁ, ସଭାପତି ବିପିନି ବିହାରୀ ବାରିକ,ଆର. ଟି. ହାଇସ୍କୁଲ ର ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପଣ୍ଡା ଓ ବହୁ ସାହିତ୍ୟିକ ଯୋଗ ଦେଇଥିଲେ । ଦ୍ୱିତୀୟ ଅଧିବେଶନରେ ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଶ୍ରୀଯୁକ୍ତ ଯଚିନ୍ଦ୍ର ସ୍ବାଇଁ, ସଭାପତି ଶ୍ରୀଯୁକ୍ତ ବିପିନି ବିହାରୀ ବାରିକ,ମୁଖ୍ୟ ଅତିଥି ଭାବରେ ନୀଳଗିରି ମହାରାଜା ଜୟନ୍ତ ଚନ୍ଦ୍ର ମର୍ଦରାଜ ହରିଚନ୍ଦନ, ମୁଖ୍ୟ ବକ୍ତା ଭାବରେ ଡ଼କ୍ଟର ସନ୍ତୋଷ କୁମାର ନାୟକ, ବିଭାଗୀୟ ମୁଖ୍ୟ ଓଡ଼ିଆ, ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟ, ବାଲେଶ୍ୱର, ସମ୍ମାନିତ ବକ୍ତା ଭାବରେ ଶ୍ରୀଯୁକ୍ତ ବିନୋଦ ବିହାରୀ ପଣ୍ଡା, ପ୍ରଧାନ ଶିକ୍ଷକ ଆର. ଟି. ହାଇସ୍କୁଲ, ସମ୍ମାନିତ ଅତିଥି ଭାବରେ ସୁଦୂର ବରଗଡ଼ ଜିଲ୍ଲା ର ସୁନାମଧନ୍ୟ ସୁ-ସାହିତ୍ୟିକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା , ସରସ୍ବତୀ ବାରିକ ଭଦ୍ରକ ଆଦି ଉପସ୍ଥିତ ଥିଲେ  । ନୀଳଗିରି ମହିଳା ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟାପକ ପ୍ରଦୀପ୍ତ କୁମାର ମିଶ୍ର ମଞ୍ଚ ପରିଚାଳନା କରିଥିଲେ । ଉକ୍ତ ଅଧିବେଶନରେ ରେ ଅନୁଷ୍ଠାନର ମୁଖପତ୍ର "ବ୍ୟାସଜ୍ୟୋତି "ଓ ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଯଚିନ୍ଦ୍ର ସ୍ବାଇଁଙ୍କ ତୃତୀୟ କବିତା ସଂକଳନ "ବିଶ୍ୱବିଜୟିନୀ " ଉନ୍ମୋଚନ ହୋଇଥିଲା ।ସାଂସ୍କୃତିକ କାଯ୍ୟକ୍ରମ ସହ ବିଭିନ୍ନ ଜିଲ୍ଲାରୁ ଆସିଥିବା ସାହିତ୍ୟିକ ଙ୍କୁ ମାନପତ୍ର ପୂର୍ବକ ସମ୍ବର୍ଦ୍ଧନା ଦିଆଯାଇଥିଲା । ତୃତୀୟ ଅଧିବେଶନ ରେ ସଭାମୁଖ୍ୟ ଥିଲେ ଶ୍ରୀଯୁକ୍ତ ଗୋଦାବରୀଶ ଦାସ ସୁସାହିତ୍ୟ, ନୟାଗଡ,ମୁଖ୍ୟ ଅତିଥି ଭାବରେ ସୁବାସିନୀ ଜେନା, ସମ୍ପାଦିକା, ରେବତୀ ଆମରି ସ୍ୱର,ସ୍ୱତନ୍ତ୍ର ଅତିଥି ଭାବରେ ଶ୍ରୀଯୁକ୍ତ ସନ୍ତୋଷ ଖଟୁଆ, ପ୍ରଖ୍ୟାତ ସମାଜସେବୀ, ନୀଳଗିରି, ମୁଖ୍ୟ ବକ୍ତା ଭାବରେ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ମିଶ୍ର, ବିଭାଗୀୟ ମୁଖ୍ୟ ଓଡ଼ିଆ, ନୀଳଗିରି ମହିଳା ଡିଗ୍ରୀ ମହାବିଦ୍ୟାଳୟ, ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଗତିକୃଷ୍ଣ  ନନ୍ଦ, ଜିଲ୍ଲା ପରିଷଦ ୧୩ ନମ୍ବର ଜୋନ, ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ନବକିଶୋର ସାମନ୍ତରାୟ,ଅଧକ୍ଷ, ଡ଼ିମିରିଆ ମହାବିଦ୍ୟାଳୟ, ରଣପୁର, ସମ୍ମାନିତ ଅତିଥି ଅଜିତ କୁମାର ତ୍ରିପାଠୀ, ବରିଷ୍ଠ ସାହିତ୍ୟିକ ଭଞ୍ଜନଗର, ସମ୍ମାନିତ ଅତିଥି ଭାବରେ ସୁଭାଷିନୀ ଜୀ, ସାରସ୍ୱତ ସମନ୍ୱୟ ସମିତି ନୀଳଗିରି, ଶ୍ରୀଯୁକ୍ତ ଗଙ୍ଗାଧର ଦାସ, ସମ୍ପାଦକ,ନୀଳପ୍ରଭା ସାହିତ୍ୟ ସଂସଦ ଆଦି ଯୋଗ ଦେଇଥିଲେ ।ମଞ୍ଚ ପରିଚାଳନା କରିଥିଲେ ଯୁଗ୍ମ ସମ୍ପାଦିକା ସଂଗୀତା ବାରିକ ଓ ସୁକୁମାର ବିଶ୍ୱାଳ, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ପଟାଙ୍ଗୀ । ଉକ୍ତ ଅଧିବେଶନ ରେ ସରସ୍ବତୀ ବାରିକ ଙ୍କ ପ୍ରଥମ କବିତା ସଂକଳନ "ସୃତି ସାଗର "ଉନ୍ମୋଚନ" ହେବା ସଙ୍ଗେ ସଙ୍ଗେ ସଂଗୀତା ବାରିକ ଙ୍କ "ଅଧାଗଢାଈଶ୍ୱର " ଯୁବ କବି ଯଚିନ୍ଦ୍ର ସ୍ବାଇଁ ଙ୍କ ତୃତୀୟ କବିତା ସଂକଳନ "ବିଶ୍ୱବିଜୟିନୀ " ଓ ଅନୁଷ୍ଠାନ ର ବାର୍ଷିକ ମୁଖପତ୍ର" ବ୍ୟାସଜ୍ୟୋତି "ର ଶୁଭ ଲୋକାର୍ପଣ କରାଯାଇଥିଲା  । ବିଭିନ୍ନ ଜିଲ୍ଲାରୁ ଆସିଥିବା କବି ଓ କବୟିତ୍ରୀ ମାନେ କବିତା ଆବୃତ୍ତି କରି ମାନପତ୍ର ପୂର୍ବକ ସମ୍ବର୍ଦ୍ଧିତ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like