-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ରଥଯାତ୍ରା ଆୟୋଜନ କୁ ନେଇ ପ୍ରସ୍ତୁତି ବୈଠକ

13-Jun-2022



ସିନ୍ଧେକେଲା/ କରୋନା ମହାମାରିର କଟକଣା ଯୋଗୁଁ ରଥଯାତ୍ରା ବନ୍ଦ ଥିଲା । କେବଳ ନୀତିକାନ୍ତି ପାଇଁ ଅନୁମତି ଥିଲା। ତେବେ ଚଳିତ ବର୍ଷ ରଥଯାତ୍ରା ପାଇଁ ସ୍ଥିତି ଅନୁକୂଳ ଅଛି । ତେଣୁ ଏଥର ମହାପ୍ରଭୁଙ୍କୁ ନିଜ ପାଖରେ ପାଇବେ ଭକ୍ତ ଓ ଶ୍ରଦ୍ଧାଳୁ । ଏହାକୁନେଇ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଶ୍ରୀ ଜଗନ୍ନାଥ ମନ୍ଦିର କମିଟି ସଭାପତି ଉମାକାନ୍ତ ସାହୁ , ସାଧାରଣ ସମ୍ପାଦକ ଅନିଲ ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ପବିତ୍ର ରଥଯାତ୍ରା ମହୋତ୍ସବ କୁ କିପରି ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରାଯିବ ସେ ଉପରେ ଆଲୋଚନା କରାଗଲା । ବୈଠକରେ ରଥଯାତ୍ରା ନିମନ୍ତେ ଆବଶ୍ୟକ ଆନୁଷଙ୍ଗିକ ବିଧି ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ସହ ସମ୍ପୃକ୍ତ ସେବାୟତ ଆଦି କୁ ନିଜ ନିଜର ଦାୟିତ୍ୱ କୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେବାସହ ଆଲୋଚନା କରାଗଲା। ଦେବସ୍ନାନ ପୂର୍ଣ୍ଣିମା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଠାକୁରଙ୍କ ବିଶେଷ ନୀତିକାନ୍ତ ତଥା ରଥ ପ୍ରସ୍ତୁତି ଉପରେ ବିଶେଷ ଆଲୋଚନା ହୋଇଥିଲା ।  ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିନ୍ଧେକେଲା ରାଜ ପରିବାର ମୁଖ୍ଯ ଅରୁଣ ସିଂହଦେଓ, କମିଟି କୋଷାଧ୍ୟକ୍ଷ

ଜଗନ୍ନାଥ ଜୈନ , ବଣିକ ସଙ୍ଘ ସଭାପତି ସୁବାଷ ଜୈନ , ପୂର୍ବତନ ସଭାପତି ସରୋଜ ଜୈନ , ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲ , କମିଟି ଉପଦେଷ୍ଟା କରମ ଚନ୍ଦ ଜୈନ , ମୁନିରାମ ଜୈନ , ଅଶୋକ ଜୈନ , ପ୍ରସନ୍ନ ଜୈନ , ହରିହର ସାହୁ , ଅନିଲ ନାଏକ, କାର୍ଯ୍ୟକାରିଣୀ ସଦସ୍ଯ ବିପିନ ପଣ୍ଡା, ତପନ ଚନ୍ଦା , ଗୋପୀ ସାହୁ , ନରେଶ ରଣା , ରଂଜନ ଷଡଙ୍ଗୀ , ତ୍ରିନାଥ ସାହୁ , ହେମନ୍ତ ସାହୁ , ବିନୋଦ ସରାଫ , ସନ୍ତୋଷ ବାମିଡି , କିଶୋର ଜୈନ , ତପନ ଜୈନ , ଚନ୍ଦନ ସିଂଦେଓ, ପିଣ୍ଟୁ ସାହୁ , ଭଜନ କଣ୍ଠଶିଳ୍ପୀ ଅଶୋକ ସାହୁ , ସୁଧାକର ସାହୁ , ରଥ ମିସ୍ତ୍ରୀ ଲକ୍ଷ୍ମୀକାନ୍ତ ସାହୁ , ମନ୍ଦିର ମୁଖ୍ୟ ପୂଜକ ପ୍ରମୋଦ ପାଣିଗ୍ରାହୀ , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ପ୍ରସ୍ତୁତି ବୈଠକ ରେ ସାମିଲ ହୋଇ ନିଜନିଜ ମନ୍ତବ୍ଯ ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026

You Might Also Like

                                   
  ଜିଲ୍ଲା  

ଗୋସେବା ଶିବିର